୨୧ ଏପ୍ରିଲ୍, ରବିବାର: ତରବରିଆ ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ

ମେଷ: ଜୀବନ ସାଥୀଙ୍କ ସହଯୋଗ ମିଳିବ। ଖର୍ଚ୍ଚ ବଢ଼ିବ। ଘରେ ହସଖୁସିର ପରିବେଶ ରହିବ। ବୃଷ:  ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଶତ୍ରୁକୁ ପରାସ୍ତ କରିବେ। ଧନପ୍ରାପ୍ତି ଯୋଗ ରହିଛି। ମନ ଖୁସି ରହିବ। ମିଥୁନ: ମାନ-ସମ୍ମାନ ମିଳିବ। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। କର୍କଟ: ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ବ୍ୟସ୍ତତା ଭିତରେ ଦିନଟି କଟିବ। ସିଂହ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ […]

astro

astro

Jyoshna Pradhan
  • Published: Sunday, 21 April 2019
  • Updated: 21 April 2019, 07:21 AM IST

Sports

Latest News

ମେଷ: ଜୀବନ ସାଥୀଙ୍କ ସହଯୋଗ ମିଳିବ। ଖର୍ଚ୍ଚ ବଢ଼ିବ। ଘରେ ହସଖୁସିର ପରିବେଶ ରହିବ।

ବୃଷ:  ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଶତ୍ରୁକୁ ପରାସ୍ତ କରିବେ। ଧନପ୍ରାପ୍ତି ଯୋଗ ରହିଛି। ମନ ଖୁସି ରହିବ।

ମିଥୁନ: ମାନ-ସମ୍ମାନ ମିଳିବ। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି।

କର୍କଟ: ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ବ୍ୟସ୍ତତା ଭିତରେ ଦିନଟି କଟିବ।

ସିଂହ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ଦାୟିତ୍ୱ ବଢ଼ିବ। ତରବରିଆ ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ।

କନ୍ୟା: ଆର୍ଥିକ ସ୍ଥିତି ଭଲ ରହିବ। ନୂତନ କାର୍ଯ୍ୟ କରିବା ପାଇଁ ଯୋଜନା କରିପାରନ୍ତି। ବନ୍ଧୁଙ୍କ ସହଯୋଗ ମିଳିବ।

ତୁଳା: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଦିନଟି ଭଲରେ କଟିବ।

ବିଚ୍ଛା: ଋଣ ଦିଅନ୍ତୁ ନାହିଁ। ଯାତ୍ରା କରନ୍ତୁ ନାହିଁ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି।

ଧନୁ:  କାର୍ଯ୍ୟକ୍ଷେତ୍ରରେ ଲାଗି ରହିଥିବା ସମସ୍ୟା ଦୂର ହେବ। ଖୁସି ଖବର ଶୁଣିପାରନ୍ତି। ଆତ୍ମବିଶ୍ୱାସ ବଢ଼ିବ।

ମକର: ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

କୁମ୍ଭ:  ଧାର୍ମିକ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ନୂତନ ପୋଷାକ କିଣିପାରନ୍ତି। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

ମୀନ: ଯାନବାହନ ଦୁର୍ଘଟଣାର ଯୋଗ ରହିଛି। ସତର୍କ ରୁହନ୍ତୁ। ସ୍ୱାସ୍ଥ୍ୟର ଯନ୍ତ୍ର ନିଅନ୍ତୁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos