୨୧ ଏପ୍ରିଲ, ଶୁକ୍ରବାର: ସ୍ୱାସ୍ଥ୍ୟଜନିତ ସମସ୍ୟାରୁ ମୁକ୍ତି ମିଳିବ

ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବା ସହ ନୂଆ କାମ ନୂଆ ପ୍ରେରଣା ଦେବ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ ଓ ଅଧା ଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ ।

Rashi PhotoOR

Representational Image

Niharika Rout
  • Published: Friday, 21 April 2023
  • Updated: 21 April 2023, 07:38 AM IST

Sports

Latest News

ମେଷ: ବ୍ୟବସାୟ ବାଣିଜ୍ୟରେ ଆୟ ଭଲ ହେବ। ନୂତନ କାର୍ଯ୍ୟଭାର ହାତକୁ ନେବେ କିନ୍ତୁ ସହଯୋଗୀଙ୍କ କାର୍ଯ୍ୟକଳାପ ଯୋଗୁଁ ମାନସିକ ଅଶାନ୍ତି ଦେଖାଦେବ। ଆଗରୁ ଭୋଗୁଥିବା ସ୍ୱାସ୍ଥ୍ୟଜନିତ ସମସ୍ୟାରୁ ମୁକ୍ତି ମିଳିବ।

ବୃଷ :ବ୍ୟବସାୟ ବାଣିଜ୍ୟରେ ଶତ୍ରୃ ଉପୁଜି ପାରନ୍ତି । ଚାକିରିକୁ ନେଇ ସାମାନ୍ୟ ସମସ୍ୟା ଦେଖାଦେଇପାରେ। ବ୍ୟବସାୟ ବାଣିଜ୍ୟରେ ସଫଳତା ପାଇବେ । ଧାର୍ମିକ ମନୋଭାବ ଜାଗ୍ରତ ହେବ।

ମିଥୁନ: ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବା ସହ ନୂଆ କାମ ନୂଆ ପ୍ରେରଣା ଦେବ। ବ୍ୟବସାୟ ସମ୍ବନ୍ଧୀୟ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁ ରୂପେ ହେବ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧା ଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ ।

କର୍କଟ: ଛାତ୍ରଛାତ୍ରୀମାନେ ବିଦ୍ୟାରେ ମନଯୋଗ ଦେଇ ଅଧୁରା କାର୍ଯ୍ୟ ପୂରଣ କରିବେ । ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ ଓ ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ ।

ସିଂହ: ସହକର୍ମୀମାନଙ୍କ ସହଯୋଗ ପାଇ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ। ସରକାରୀ କାମରେ ସଫଳତା ପାଇବେ ଓ ଅଚାନକ ଭାବରେ ଧନ ଲାଭ ହେବ । ଶରୀର ଭଲ ରହିବା ସହ ନୂତନ କର୍ମପ୍ରାପ୍ତି ହୋଇପାରେ ।

କନ୍ୟା: ବ୍ୟବସାୟରେ ଆଶାତୀତ ଲାଭ ପାଇବେ ଓ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସିତ ହେବେ । ସନ୍ତାନର ସୁଖବର ଶୁଣି ଖୁସି ହେବେ ଓ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ ।

ତୁଳା: ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ରାଜନୀତିରେ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ ଓ ଦୂରଯାତ୍ରା କରି ମନ ଖୁସି ରହିବ ।

ବିଚ୍ଛା: ଶାରିରୀକ ସୁସ୍ଥତା ଦେଖା ଦେବା ସହ ମାନସିକ ଶାନ୍ତି ମିଳିବ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବା ସହ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ।

ଧନୁ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ମନ ଭଲ ରହିବ ଓ ଶତୃମାନେ ଦୂର ହେବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ ।

ମକର: କର୍ମକ୍ଷେତ୍ରର ବ୍ୟସ୍ତତା ନେଇ ସୁଖ ଶାନ୍ତି ଦୂରେଇଯିବ । ଭାଗୀଦାର ବ୍ୟବସାୟରେ ବାଦବିବାଦ, ଝଗଡାଝାଣ୍ଟି ମୁଣ୍ଡ ଟେକିପାରେ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ ।

କୁମ୍ଭ: ବ୍ୟବସାୟ ପାଇଁ ଦୂର ସ୍ଥାନକୁ ଯାତ୍ରା କରିବା ଫଳରେ ଭଲ ଲାଭ ପାଇବେ। କେତେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଶାରୀରିକ ଅସୁସ୍ଥତା ଓ ମନର ଭୟ ଆଶଙ୍କା ଦୂରେଇଯିବ ।

ମୀନ: କର୍ମକ୍ଷେତ୍ରକୁ ନେଇ ଚାଲିଥିବା ବିବାଦର ଅବସାନ ଘଟିବ। ନୂତନ ବ୍ୟବସାୟ ପାଇଁ ଯୋଜନା କରିବେ । ପରିବାରରେ ଅଶାନ୍ତି ଏବଂ ଶରୀରରେ ଆଘାତ ଲାଗିପାରେ, ସତର୍କ ରହିବେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story