୨୧ ଏପ୍ରିଲ, ଗୁରୁବାର; କଥା ଉପରେ ନିୟନ୍ତ୍ରଣ ରଖନ୍ତୁ

ମେଷ: ବ୍ୟବସାୟରେ ସମସ୍ୟା ଦେଖାଦେବ। କୌଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ ନକଲେ କ୍ଷତିରେ ପଡିବେ। ବୃଷ: କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ବରିଷ୍ଠ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ପରିବାର ସଦସ୍ୟଙ୍କ ସହ ବାହାରକୁ ବୁଲିବାକୁ ଯାଇପାରନ୍ତି। ମିଥୁନ: ମାନ-ସମ୍ମାନ ବୃଦ୍ଧି ହେବ। ଆର୍ଥିକ ସ୍ଥିତି ସୁଦୃଢ ହେବ। ପରିବାରରେ ସୁଖ ଶାନ୍ତି ଫେରି ଆସିବ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। କର୍କଟ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଋଣ ପରିଶୋଧ କରିବାର ସୁଯୋଗ ପାଇବେ। […]

RASI

RASI

Tapaswini Nayak
  • Published: Thursday, 21 April 2022
  • Updated: 21 April 2022, 07:47 AM IST

Sports

Latest News

ମେଷ: ବ୍ୟବସାୟରେ ସମସ୍ୟା ଦେଖାଦେବ। କୌଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ ନକଲେ କ୍ଷତିରେ ପଡିବେ।

ବୃଷ: କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ବରିଷ୍ଠ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ପରିବାର ସଦସ୍ୟଙ୍କ ସହ ବାହାରକୁ ବୁଲିବାକୁ ଯାଇପାରନ୍ତି।

ମିଥୁନ: ମାନ-ସମ୍ମାନ ବୃଦ୍ଧି ହେବ। ଆର୍ଥିକ ସ୍ଥିତି ସୁଦୃଢ ହେବ। ପରିବାରରେ ସୁଖ ଶାନ୍ତି ଫେରି ଆସିବ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ।

କର୍କଟ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଋଣ ପରିଶୋଧ କରିବାର ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହ ସୁ-ସମ୍ପର୍କ ଫଳରେ ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି।

ସିଂହ: ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ। ବିରୋଧୀମାନେ ଦୂରେଇ ଯିବେ। ବ୍ୟବସାୟୀମାନଙ୍କର କାରବାର ବଢିବ।

କନ୍ୟା: ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଆର୍ଥିକ ସମସ୍ୟା ଦୂର ହୋଇଯିବ। ବ୍ୟବସାୟ କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ।

ତୁଳା: କଥା ବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ ବିପଦର ସମ୍ମୁଖୀନ ହୋଇ ପାରନ୍ତି। ଏକୁଟିଆ ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ ।

ବିଚ୍ଛା: ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ଅଟକିଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ। ପାରିବାରିକ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ।

ଧନୁ: ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ। ର୍ନିମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ସୁନାମ ଅର୍ଜନ କରିବେ।

ମକର: ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ। ବନ୍ଧୁ ମିତ୍ରଙ୍କର ସହଯୋଗ ପାଇ ପରିବାରରେ ଖୁସିର ବାତାବରଣ ସ୍ଥାୟୀ ରହିବ।

କୁମ୍ଭ: କର୍ମକ୍ଷେତ୍ରରେ ପରିବର୍ତ୍ତନ ଆସିବ। ଆୟ ଅପେକ୍ଷା ବ୍ୟୟ ହୋଇପାରେ। ଏକୁଟିଆ ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ ।

ମୀନ: ଘରକୁ ଅତିଥି ଆସିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story