୨୧ ଡିସେମ୍ୱର, ଶୁକ୍ରବାର: ଅଧିକ ପରିଶ୍ରମ କରିବେ

ମେଷ: ଆର୍ଥିକ ସ୍ଥିତି ଭଲ ରହିବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଶରୀର ସୁସ୍ଥ ରହିବ। ବୃଷ: ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଧନପ୍ରାପ୍ତି ଯୋଗ ରହିଛି। କ୍ୟାରିୟର୍‌ରେ ପରିବର୍ତ୍ତନ କରିପାରନ୍ତି। ମିଥୁନ: ବ୍ୟସ୍ତତା ଭିତରେ ଦିନଟି କଟିବ। ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। କର୍କଟ:ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ପିଲାଙ୍କ ପାଠପଢ଼ାକୁ ନେଇ ଚିନ୍ତିତ ରହିବେ। ଘରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନ କରିପାରନ୍ତି। ସିଂହ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ମାଲିମକଦ୍ଦମାରେ ବିଜୟୀ […]

Rasi-Fala-2-1-1-3-2-1-2-1-2-1-1-3-3-1-1-1-1-1-1-2-1-1-4

Jyoshna Pradhan
  • Published: Friday, 21 December 2018
  • Updated: 21 December 2018, 07:33 AM IST

Sports

Latest News

ମେଷ: ଆର୍ଥିକ ସ୍ଥିତି ଭଲ ରହିବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଶରୀର ସୁସ୍ଥ ରହିବ।

ବୃଷ: ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଧନପ୍ରାପ୍ତି ଯୋଗ ରହିଛି। କ୍ୟାରିୟର୍‌ରେ ପରିବର୍ତ୍ତନ କରିପାରନ୍ତି।

ମିଥୁନ: ବ୍ୟସ୍ତତା ଭିତରେ ଦିନଟି କଟିବ। ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ।

କର୍କଟ:ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ପିଲାଙ୍କ ପାଠପଢ଼ାକୁ ନେଇ ଚିନ୍ତିତ ରହିବେ। ଘରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନ କରିପାରନ୍ତି।

ସିଂହ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ମାଲିମକଦ୍ଦମାରେ ବିଜୟୀ ହେବ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

କନ୍ୟା: ବିବାହ ସ୍ଥିର ହୋଇପାରେ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି।

ତୁଳା: କୌଣସି ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

ବିଚ୍ଛା: ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇ‍ବେ। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

ଧନୁ: ଅଧିକ ପରିଶ୍ରମ କରିବେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଈଶ୍ୱରଙ୍କୁ ଆରାଧନା କରନ୍ତୁ।

ମକର: ଜୀବନସାଥୀଙ୍କ ସହଯୋଗ ମିଳିବ। ଶତ୍ରୁଙ୍କ ଠାରୁ ଦୂରେଇ ରୁହନ୍ତୁ। ନୂତନ ବସ୍ତ୍ର କିଣିପାରନ୍ତି।

କୁମ୍ଭ: ଅଧିକ ଖର୍ଚ୍ଚ କରିବେ। ଯାନବାହନ ଦୁର୍ଘଟଣା ଯୋଗ ରହିଛି। ତେଣୁ ରାସ୍ତାରେ ଯା’ଆସ ବେଳେ ସତର୍କ ରୁହନ୍ତୁ।

ମୀନ: ମାନ-ସମ୍ମାନ ମିଳିବ। ଉପହାର ମିଳିବ। ପଦୋନ୍ନତିର ଯୋଗ ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story