୨୧ ଫେବ୍ରୁଆରୀ, ମଙ୍ଗଳବାର: ସାମାଜିକ ପତିଆରା ଅମଳିନ ରହିବ

କାର୍ଯ୍ୟକ୍ଷେତ୍ରରେ ମାନ ମନାନ୍ତର ଦୂର ହୋଇ ସଫଳତା ପାଇବେ । ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହୋଇପାରନ୍ତି ।

Rasi PhotoOR

Rasi

Niharika Rout
  • Published: Tuesday, 21 February 2023
  • Updated: 21 February 2023, 07:36 AM IST

Sports

Latest News

ମେଷ: ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିପାରନ୍ତି। ଲୋକ ସମ୍ପର୍କ, ସମାଜ ସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ ।

ବୃଷ: ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧି ହେବ । ବିବେକ ବୁଦ୍ଧି ଖଟେଇ ଉଚିତ ମାର୍ଗରେ ଗତି କରିବେ।

ମିଥୁନ: ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ଦ୍ୱାରା ବିଶେଷ ଲାଭବାନ୍ ହେବେ। ସଙ୍ଗୀତ, କଳା, ସାହିତ୍ୟ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ଉନ୍ନତି କରିବେ । ଦୂର ଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ ।

କର୍କଟ: ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ଭାବନାର ବଶୀଭୂତ ହୋଇ ମଧ୍ୟସ୍ଥତା ଠିକ୍ ହେବ ନାହିଁ । କୋର୍ଟ କଚେରୀ ମାମଲାରେ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ ।

ସିଂହ: ଶତ୍ରୁ ହାନୀ, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ, ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବା ସହ ବ୍ୟବସାୟୀମାନେ ଅଳ୍ପ ପରିଶ୍ରମ କରି ଅଧିକ ଲାଭ ପାଇବେ । ଆର୍ଥିକ ସଙ୍କଟ ଦୂରେଇଯିବ ।

କନ୍ୟା: ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନ ସନ୍ତୁଷ୍ଟ ରହିବ । ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ । ବ୍ୟବସାୟୀମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ ।

ତୁଳା: ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିପାରିବେ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ । ଅଧସ୍ତନ କର୍ମୀ ଓ ସାଧାରଣ ବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ ।

ବିଚ୍ଛା: କାର୍ଯ୍ୟକ୍ଷେତ୍ରରେ ମାନ ମନାନ୍ତର ଦୂର ହୋଇ ସଫଳତା ପାଇବେ । ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହୋଇପାରନ୍ତି । କଠିନ ପରିଶ୍ରମ କରି ପ୍ରଶଂସା ପାଇବେ ।

ଧନୁ: କର୍ମକ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇବେ । ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ ।

ମକର: କର୍ମାନୁଯାୟୀ ଫଳ ପ୍ରାପ୍ତି ହେବାରୁ ମନ ଖୁସି ରହିବ । ରାଜନୀତି କ୍ଷେତ୍ରରେ ନିଜ ସ୍ଥାନକୁ ସୁଦୃଢ କରିପାରିବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ ।

କୁମ୍ଭ: ନୂତନ ଓ ପୁରାତନ ଯୋଜନାଗୁଡ଼ିକ ସହଜ ସରଳ ହୋଇଯିବ । ଦୀର୍ଘ ଦିନ ହେଲା ହୋଇପାରୁ ନ ଥିବା କାମ ସମ୍ପନ୍ନ ହେବ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ ସହ ଅଧା ଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ ।

ମୀନ: ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ପାଇବେ । ସାମାଜିକ ପତିଆରା ଅମଳିନ ରହିବ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story