୨୧ ଅକ୍ଟୋବର, ଶନିବାର; ଅଯଥାରେ ଖର୍ଚ୍ଚାନ୍ତ ହେବେ

ସାମାଜିକ କ୍ଷେତ୍ରରେ ମାନସମ୍ମାନ ବୃଦ୍ଧି ହେବ କିନ୍ତୁ ସ୍ୱାସ୍ଥ୍ୟକୁ ନେଇ ଚିନ୍ତାରେ ରହିବେ । ସ୍ୱାମୀସ୍ତ୍ରୀ ମଧ୍ୟରେ ଦାମ୍ପତ୍ୟ ଜୀବନ ସୁଖମୟ ହେବା ସହିତ ପୂଜାପୁଜିରେ ସମୟ ବିତାଇବେ ।

Rashi

Representational Image

Niharika Rout
  • Published: Saturday, 21 October 2023
  • Updated: 21 October 2023, 07:37 AM IST

Sports

Latest News

ମେଷ: କର୍ମକ୍ଷେତ୍ରରେ ସଫଳତା ମିଳିବାରୁ ମନ ଖୁସି ରହିବ ଓ ଅର୍ଥପ୍ରାପ୍ତି ହେବ । ମାଙ୍ଗଳିକ କାର୍ଯ୍ୟ ପାଇଁ ଶୁଭଖବର ମିଳିବ ଓ ଦୂରସ୍ଥାନକୁ ଯାତ୍ରା କରିବେ । ନିର୍ମାଣାଧୀନ କାର୍ଯ୍ୟ ପାଇଁ ବନ୍ଧୁ ଆର୍ଥିକ ସାହାଯ୍ୟ କରିବେ ଓ ସୁସ୍ୱାଦୁ ଭୋଜନ କରିବେ ।

ବୃଷ : ସାମାଜିକ କ୍ଷେତ୍ରରେ ମାନସମ୍ମାନ ବୃଦ୍ଧି ହେବ କିନ୍ତୁ ସ୍ୱାସ୍ଥ୍ୟକୁ ନେଇ ଚିନ୍ତାରେ ରହିବେ । ସ୍ୱାମୀସ୍ତ୍ରୀ ମଧ୍ୟରେ ଦାମ୍ପତ୍ୟ ଜୀବନ ସୁଖମୟ ହେବା ସହିତ ପୂଜାପୁଜିରେ ସମୟ ବିତାଇବେ । ରାଜନୀତି କରୁଥିବା ବ୍ୟକ୍ତିଙ୍କୁ ଶୁଭଫଳ ମିଳିବ କିନ୍ତୁ ଗୁପ୍ତଶତ୍ରୃ ବୃଦ୍ଧି ହେବେ ।

ମିଥୁନ: ସ୍ୱାସ୍ଥ୍ୟଜନିତ ସମସ୍ୟା ଦେଖାଯିବ ଓ ଅଯଥାରେ ଅର୍ଥ ଖର୍ଚ୍ଚାନ୍ତ ହେବାରୁ ମନ ଭଲ ରହିବ ନାହିଁ । ସନ୍ତାନମାନଙ୍କର ସ୍ୱଭାବ ଆଚରଣ ଠିକ ନ ରହିବାରୁ ବାପା ମାଆ କଷ୍ଟ ଅନୁଭବ କରିବେ । ଦୂରସ୍ଥାନକୁ ଗଲାବେଳେ ସାବଧାନ ସହିତ ଯାଆନ୍ତୁ ।ବେ ।

କର୍କଟ: ବ୍ୟବସାୟରେ ଲାଭ ମିଳିବ ଓ ବାକିପଡ଼ିଥିବା ଅର୍ଥ ଆଦାୟ ହେବ । ଦାମ୍ପତ୍ୟ ଜୀବନ ସୁଖମୟ ରହିବ ଓ ସୁସ୍ୱାଦୁ ଭୋଜନ କରିବେ। ମାଙ୍ଗଳିକ କାର୍ଯ୍ୟ ପାଇଁ ଶୁଭଖବର ମିଳିବ ଏବଂ ଦୂରସ୍ଥାନକୁ ଗଲାବେଳେ ସାବଧାନତାର ସହିତ ଯାଆନ୍ତୁ ।

ସିଂହ: ସହକର୍ମୀମାନଙ୍କ ସହଯୋଗ ପାଇ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ। ସରକାରୀ କାମରେ ସଫଳତା ପାଇବେ ଓ ଅଚାନକ ଭାବରେ ଧନ ଲାଭ ହେବ । ଶରୀର ଭଲ ରହିବା ସହ ନୂତନ କର୍ମପ୍ରାପ୍ତି ହୋଇପାରେ ।

କନ୍ୟା: ବ୍ୟବସାୟରେ ଆଶାତୀତ ଲାଭ ପାଇବେ ଓ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସିତ ହେବେ । ସନ୍ତାନର ସୁଖବର ଶୁଣି ଖୁସି ହେବେ ଓ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ ।

ତୁଳା: ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ରାଜନୀତିରେ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ ଓ ଦୂରଯାତ୍ରା କରି ମନ ଖୁସି ରହିବ ।

ବିଚ୍ଛା: ଶାରିରୀକ ସୁସ୍ଥତା ଦେଖା ଦେବା ସହ ମାନସିକ ଶାନ୍ତି ମିଳିବ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବା ସହ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ।

ଧନୁ:ନୂତନ ବ୍ୟବସାୟ ଆରମ୍ଭ କରିବେ ଓ ବନ୍ଧୁଙ୍କର ସହଯୋଗ ପାଇବେ। ସ୍ୱାସ୍ଥ୍ୟରେ ଅବନତି ଦେଖାଯିବାରୁ ମନ ଭଲ ରହିବ ନାହିଁ । ରାଜନୀତିରେ ଥିବା ବ୍ୟକ୍ତି କର୍ମକ୍ଷେତ୍ରରେ ମାନସମ୍ମାନ ପାଇବେ ।

ମକର: ବ୍ୟବସାୟରେ ଲାଭ ପାଇବାରୁ ଘରପାଇଁ ନୂତନ ଦ୍ରବ୍ୟ କ୍ରୟ କରିବେ। ଦୂରସ୍ଥାନକୁ ଯାତ୍ରା କରିବା ସହିତ ନୂଆ ବନ୍ଧୁଙ୍କ ସହିତ ମିଳନ ହେବ । ମାଙ୍ଗଳିକ କାର୍ଯ୍ୟ ପାଇଁ ଖୁସି ଖବର ପ୍ରାପ୍ତି ହେବ ଓ ସୁସ୍ୱାଦୁ ଭୋଜନ କରିବେ ।

କୁମ୍ଭ: ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହେବାରୁ ମନରେ ଅସ୍ଥିରତା ବୃଦ୍ଧି ହେବ। ରାଜନୀତିରେ ଥିବା ବ୍ୟକ୍ତିଙ୍କ ପାଇଁ ଅଚାନକ ଅର୍ଥ ଲାଭ ହେବ। ପିଲାମାନଙ୍କର ପାଠପଢ଼ାରେ ଉନ୍ନତି ସହିତ ଚାକିରୀ କ୍ଷେତ୍ରରେ ସଫଳତା ପାଇବେ।

ମୀନ: ବ୍ୟବସାୟରେ ଲାଭ ମିଳିବ ଏବଂ ନୂତନ ବ୍ୟବସାୟ ପାଇଁ ବନ୍ଧୁଙ୍କର ପରାମର୍ଶ ନେବେ । ଚାକିରି କ୍ଷେତ୍ରରେ ମାନସମ୍ମାନ ବୃଦ୍ଧି ହେବା ସହିତ ପଦୋନ୍ନତି ମିଳିବ । ସ୍ୱାମୀସ୍ତ୍ରୀ ମଧ୍ୟରେ ଉତ୍ତମ ବୁଝାମଣା ରହିବ ଓ ଦୂରସ୍ଥାନକୁ ଯାତ୍ରା କରିବେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story