ମେଷ: ବନ୍ଧୁଙ୍କ ସହ ସାକ୍ଷାତ କରିବେ। ଖର୍ଚ୍ଚ ବଢ଼ିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଧନପ୍ରାପ୍ତିର ଯୋଗ ରହିଛି।
ବୃଷ: ମାନ-ସମ୍ମାନ ମିଳିବ। ଉଚ୍ଚଅଧିକାରୀଙ୍କ ସହଯୋଗ ମିଳିବ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି।
ମିଥୁନ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଅଧିକ ପରିଶ୍ରମ କରିବେ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିବେ।
କର୍କଟ: ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ପରିବାରରେ ହସ ଖୁସିର ବାତାବରଣ ରହିବ।
ସିଂହ: କୌଣସି ପର୍ଯ୍ୟଟନସ୍ଥଳକୁ ବୁଲିବାକୁ ଯାଇ ପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ।
କନ୍ୟା: ବ୍ୟବସାୟରେ ଲାଭ ମିଳିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ଆର୍ଥିକ ସ୍ଥିତି ଭଲ ରହିବ।
ତୁଳା: ରଚନାତ୍ମକ ଓ କଳାତ୍ମକ ବିଷୟରେ ରୁଚି ବଢ଼ିବ। ଖୁସି ଖବର ଶୁଣି ପାରନ୍ତି। ମନ ବିଚଳିତ ରହିବ।
ବିଚ୍ଛା: ଦିନଟି ଭଲରେ କଟିବ। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ।
ଧନୁ: ନୂତନ କାର୍ଯ୍ୟ କରିବା ପାଇଁ ଯୋଜନା କରିପାରନ୍ତି। ସୁସ୍ଥ ରହିବେ। ମନ ପ୍ରସନ୍ନ ରହିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।
ମକର: କଥା ଉପରେ ସଂଯମ ରଖନ୍ତୁ। ଛାତ୍ରଛାତ୍ରୀମାନେ ଅଧିକ ପରିଶ୍ରମ କରିବେ। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।
କୁମ୍ଭ: ବନ୍ଧୁଙ୍କ ସହ ସ୍ୱାଦିଷ୍ଟ ଭୋଜନ କରିବେ। ଦାମ୍ପତ୍ୟ ଜୀବନ ଭଲରେ କଟିବ। ଉପହାର ମିଳିବ।
ମୀନ: ମନ ଏକାଗ୍ରତା ରହିବ। କୌଣିସି କଥାକୁ ନେଇ ଚିନ୍ତିତ ରହିବେ। ଧାର୍ମିକ କାର୍ଯ୍ୟରେ ଖର୍ଚ୍ଚ କରିବେ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।