୨୧ ସେପ୍ଟେମ୍ବର,ମଙ୍ଗଳବାର: ଦାମ୍ପତ୍ୟ ଜୀବନ ଖୁସିରେ କଟିବ

ମେଷ: ସାମାଜିକ ସ୍ତରରେ ସମ୍ମାନଲାଭ କରିବେ। ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇଯିବେ । ବ୍ୟବସାୟରେ ଲାଭ ପାଇବେ। ବୃଷ: ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟି ଯିବ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ୱନ୍ଦ ମେଣ୍ଟିଯିବା ସହ ମାନସିକ ଏକାଗ୍ରତା ବଜାୟ ରହିବ। ମିଥୁନ: ଶରୀର ସୁସ୍ଥ ରହିବ।  ଧନପ୍ରାପ୍ତିର ଯୋଗ ରହିଛି। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । କର୍କଟ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ପରିବାର ସଦସ୍ୟଙ୍କ ସହ ବାହାରକୁ ବୁଲିବାକୁ ଯାଇପାରନ୍ତି। କଠିନ […]

RASI

RASI

Tapaswini Nayak
  • Published: Tuesday, 21 September 2021
  • Updated: 21 September 2021, 07:34 AM IST

Sports

Latest News

ମେଷ: ସାମାଜିକ ସ୍ତରରେ ସମ୍ମାନଲାଭ କରିବେ। ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇଯିବେ । ବ୍ୟବସାୟରେ ଲାଭ ପାଇବେ।

ବୃଷ: ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟି ଯିବ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ୱନ୍ଦ ମେଣ୍ଟିଯିବା ସହ ମାନସିକ ଏକାଗ୍ରତା ବଜାୟ ରହିବ।

ମିଥୁନ: ଶରୀର ସୁସ୍ଥ ରହିବ।  ଧନପ୍ରାପ୍ତିର ଯୋଗ ରହିଛି। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ ।

କର୍କଟ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ପରିବାର ସଦସ୍ୟଙ୍କ ସହ ବାହାରକୁ ବୁଲିବାକୁ ଯାଇପାରନ୍ତି। କଠିନ ପରିଶ୍ରମ କରିପାରନ୍ତି।

ସିଂହ: କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

କନ୍ୟା: ଘରକୁ ଅତିଥି ଆସିପାରନ୍ତି। ବ୍ୟବସାୟରେ ଅଧିକ ଲାଭ ମିଳିବ। ଘର ପାଇଁ କିଛି ଜିନିଷ କିଣିପାରନ୍ତି।

ତୁଳା: ଭଲ କାମ କରି ପ୍ରଶଂସିତ ହେବେ। ସଭାସମିତିରେ ସଫଳତା ମିଳିବ। ମାନସିକ ଦୁଶ୍ଚିନ୍ତା ଦୂରେଇ ଯିବ। ଆୟବୃଦ୍ଧି ହେବ।

ବିଚ୍ଛା: କର୍ମକ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ଛାତ୍ରଛାତ୍ରୀମାନେ ପାଠପଢ଼ାରେ ସଫଳତା ପାଇବେ। ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି।

ଧନୁ: କୌଣସି କଥାକୁ ନେଇ  ବନ୍ଧୁଙ୍କ ସହ ଝଗଡ଼ା ହୋଇପାରେ।  ଆୟ ଅପେକ୍ଷା ବ୍ୟୟ ବଢ଼ିବ। ଯାତ୍ରା କରନ୍ତୁ ନାହିଁ।

ମକର: ଶତ୍ରୁମାନେ ଦୁର୍ବଳ ହେବେ। ଆୟରପନ୍ଥା ସହଜ ହେବ। ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିପାରେ।

କୁମ୍ଭ: ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତି ହେବ। ଉପହାର ମିଳିପାରେ।

ମୀନ: ମନ ପ୍ରଫୁଲ୍ଲ ରହିବ। ବାକି ପଡ଼ିଥିବା ଆଦାୟ ହେବ। ତରବାରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କର୍ମ କରିବା ଉଚିତ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story