ଜୁନ୍‌ ୨୨, ସୋମବାର: ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ

ମେଷ: ପଦୋନ୍ନତିର ଯୋଗ ରହିଛି। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ବୃଷ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଦୁର୍ଘଟଣା ଯୋଗ ରହିଛି। ସତର୍କ ରୁହନ୍ତୁ। ମିଥୁନ: ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ମାନ-ସମ୍ମାନ ମିଳିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। କର୍କଟ: ଅସୁସ୍ଥ ଅନୁଭବ କରିବେ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ସିଂହ: ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଧନପ୍ରାପ୍ତି ଯୋଗ ରହିଛି। […]

astrology-123333

astrology-123333

Tapaswini Nayak
  • Published: Monday, 22 June 2020
  • Updated: 22 June 2020, 07:46 AM IST

Sports

Latest News

ମେଷ: ପଦୋନ୍ନତିର ଯୋଗ ରହିଛି। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

ବୃଷ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଦୁର୍ଘଟଣା ଯୋଗ ରହିଛି। ସତର୍କ ରୁହନ୍ତୁ।

ମିଥୁନ: ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ମାନ-ସମ୍ମାନ ମିଳିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

କର୍କଟ: ଅସୁସ୍ଥ ଅନୁଭବ କରିବେ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।

ସିଂହ: ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଧନପ୍ରାପ୍ତି ଯୋଗ ରହିଛି।

କନ୍ୟା: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଉପରେ ଚର୍ଚ୍ଚା କରିପାରନ୍ତି। ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ତୁଳା: ଖର୍ଚ୍ଚ ବଢ଼ିବ। କୌଣସି କଥାକୁ ନେଇ ଦ୍ୱନ୍ଦ୍ୱ ଭିତରେ ରହିବେ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ।

ବିଚ୍ଛା: ନୂତନ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ଆତ୍ମବିଶ୍ୱାସ ବଢ଼ିବ। ନୂତନ ପୋଷାକ କିଣିପାରନ୍ତି।

ଧନୁ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଘରେ ହସଖୁସିର ପରିବେଶ ରହିବ। ଆଧ୍ୟାତ୍ମିକ ସ୍ଥାନକୁ ଯାଇପାରନ୍ତି।

ମକର: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। ନୂତନ ବସ୍ତ୍ର କିଣିପାରନ୍ତି।

କୁମ୍ଭ: ସାହିତ୍ୟ ଓ କଳାକ୍ଷେତ୍ରରେ ରୁଚି ବଢ଼ିବ। ଈଶ୍ୱରଙ୍କୁ ଆରାଧନା କରନ୍ତୁ। ମନ ଖୁସି ରହିବ।

ମୀନ: ବୌଦ୍ଧିକ ଚର୍ଚ୍ଚାରେ ସାମିଲ ହୋଇପାରନ୍ତି। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ସହକର୍ମୀଙ୍କ ସହଯୋଗ ମିଳିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story