୨୨ ସେପ୍ଟେମ୍ବର, ଗୁରୁବାର: ରୋଜଗାର ସମସ୍ୟାରେ ସୁଧାର ଆସିବ

ମେଷ: ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ ।  ପାରିବାରିକ ଜୀବନରେ ଆଶାଜନକ ଫଳପ୍ରାପ୍ତି ହେବ। ଉଚିତ ପନ୍ଥା ଗ୍ରହଣ କଲେ ରୋଜଗାର ସମସ୍ୟା ସୁଧୁରିଯିବ । ବନ୍ଧୁଙ୍କର ସହଯୋଗ ଓ ପ୍ରେରଣା ପାଇ ବ୍ୟବସାୟରେ ଉନ୍ନତି କରି ପାରିବେ। ବୃଷ: ସହକର୍ମୀଙ୍କ ଦ୍ୱାରା ଲାଭବାନ ହେବେ  । କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ । ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବା ସହ ଜମିଜମା ମାମଲାରେ ସଫଳତା ମିଳିବ । ବ୍ୟବସାୟ କ୍ଷେତ୍ରରେ ପୁରୁଣା ପ୍ରାପ୍ୟ […]

RASI

RASI

Niharika Rout
  • Published: Thursday, 22 September 2022
  • Updated: 22 September 2022, 07:51 AM IST

Sports

Latest News

ମେଷ: ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ ।  ପାରିବାରିକ ଜୀବନରେ ଆଶାଜନକ ଫଳପ୍ରାପ୍ତି ହେବ। ଉଚିତ ପନ୍ଥା ଗ୍ରହଣ କଲେ ରୋଜଗାର ସମସ୍ୟା ସୁଧୁରିଯିବ । ବନ୍ଧୁଙ୍କର ସହଯୋଗ ଓ ପ୍ରେରଣା ପାଇ ବ୍ୟବସାୟରେ ଉନ୍ନତି କରି ପାରିବେ।

ବୃଷ: ସହକର୍ମୀଙ୍କ ଦ୍ୱାରା ଲାଭବାନ ହେବେ  । କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ । ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବା ସହ ଜମିଜମା ମାମଲାରେ ସଫଳତା ମିଳିବ । ବ୍ୟବସାୟ କ୍ଷେତ୍ରରେ ପୁରୁଣା ପ୍ରାପ୍ୟ କିଛି ଆଦାୟ ହୋଇ ପାରିବ।

ମିଥୁନ: ଶାରିରୀକ ଅସୁସ୍ଥତା ଦୂର ହେବା ସହ ଅଧିକାରୀ କାମରେ ପ୍ରସନ୍ନ ରହିବେ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ ଓ ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ ।ବାଦବିବାଦ, ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବା ସହ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ।

କର୍କଟ: ଶାରିରୀକ ଅସୁସ୍ଥତା ଦୂର ହେବା ସହ ଆଇନ୍ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂର ହେବ । କର୍ମକ୍ଷେତ୍ରରେ ନିଜର ଦକ୍ଷତା ଓ ପ୍ରତିଭା ପ୍ରଦର୍ଶନ କରିବେ । ଯୋଜନା ମୁତାବକ କାମ କଲେ  ଅସୁବିଧା ହେବନାହିଁ  ।

ସିଂହ: ସରକାରୀ ସାହାଯ୍ୟ ପାଇବାର ସୁଯୋଗ ପାଇବେ ଓ ଆର୍ଥିକ ସ୍ଥିତି ସନ୍ତୋଷପ୍ରଦ ହେବ। ଆମଦାନୀ ଓ ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବା ସହ ପାରିବାରିକ ପତିଆରା ଭଲ ରହିବ । ପ୍ରତିଯୋଗିତାରେ କୃତିତ୍ୱ ଲାଭ କରିବେ ଓ ଚାକିରି କ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ ।

କନ୍ୟା: ଶତୃମାନେ ମିତ୍ର ଭାବ ଆଚରଣ କରିବେ ଓ ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବ । ଆକସ୍ମିକ ଅର୍ଥ ପାଇବା ଫଳରେ ନୂତନପନ୍ଥା ଅନୁସରଣ କରିବେ । ଅଧ୍ୟୟନରେ ମନ ନିବେଶ କରି ପ୍ରଶଂସା ପାଇବେ ।

ତୁଳା: ସନ୍ତାନମାନଙ୍କ ସ୍ୱାସ୍ଥ୍ୟକୁ ନେଇ ବାପାମା’ ଚିନ୍ତାଗ୍ରସ୍ତ ରହିବେ । ବ୍ୟବସାୟ ପାଇଁ ଦୂରସ୍ଥାନକୁ ଯାତ୍ରା କରିବେ କିନ୍ତୁ ସଫଳତା ପାଇବେ ନାହିଁ। ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ସମାଜସେବାରେ ମନ ବଳାଇବେ ।

ବିଚ୍ଛା:  କୌଣସି କଥାକୁ ନେଇ ନିଜ ସମ୍ପର୍କୀୟଙ୍କ ସହିତ ମନୋମାଳିନ୍ୟ ହେବ ।  ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଯିବ ଓ ଗୁପ୍ତଶତ୍ରୁ ବୃଦ୍ଧି ପାଇବେ।  ଅପରାହ୍ନ ପରେ ପରିବାରରେ ହସଖୁସିରେ ସମୟ ଅତିବାହିତ କରିବେ । କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କଠାରୁ ସମ୍ମାନ ମିଳିବ ।

ଧନୁ: କର୍ମକ୍ଷେତ୍ରରେ ଅପଦସ୍ତ ହେବେ, ଜଗିରଖି ରହିବାକୁ ପଡିବ । ନୂଆ ଲୋକଙ୍କ ସହିତ ସମ୍ପର୍କ ସ୍ଥାପନ ହେବ, ଦୂରସ୍ଥାନକୁ ଯାତ୍ରା କଲାବେଳେ  ସତର୍କତାର ସହ  ଯାଆନ୍ତୁ । ମାଙ୍ଗଳିକ କାର୍ଯ୍ୟ ପାଇଁ ବ୍ୟସ୍ତ ରହିପାରନ୍ତି ଏବଂ ଘର ପାଇଁ ନୂତନ ଦ୍ରବ୍ୟ କ୍ରୟ କରିବେ ।

ମକର: ପିଲାମାନଙ୍କର ସଫଳତା ଦେଖି ବାପାମା’ ଖୁସି ଅନୁଭବ କରିବେ । ଦୂରସ୍ଥାନକୁ ଯାତ୍ରା କରିବେ ଓ ବ୍ୟବସାୟରେ ଉନ୍ନତି କରିବେ । ରାଜନୀତିରେ ଥିବା ବ୍ୟକ୍ତି ସଫଳତା ପାଇବେ।

କୁମ୍ଭ :ସାମାଜିକ କାର୍ଯ୍ୟରେ ଭାଗନେଇ ଗଠନମୂଳକ କାର୍ଯ୍ୟ ପାଇଁ ପ୍ରସ୍ତୁତି ଆରମ୍ଭ କରିବେ । ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସଖୁସିରେ ବାତାବରଣ ଖେଳିଯିବ । ଆୟ ଅପେକ୍ଷା ବ୍ୟୟ ବୃଦ୍ଧି ପାଇବା ସହ ବଡପଣିଆ ଦେଖାଇଲେ ନିନ୍ଦିତ ହେବେ ।

ମୀନ: କେତେକ କର୍ମରେ ସଫଳତା ପ୍ରାପ୍ତି ହେବା ସହ ପରିବାରରେ ଶାନ୍ତିଶୃଙ୍ଖଳା ବଜାୟ ରହିବ। ବ୍ୟବସାୟରେ ସଫଳତା ହାସଲ କରିବା ସହ ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story