୨୨ ମାର୍ଚ୍ଚ, ଶୁକ୍ରବାର: ଜଳାଶୟ ଠାରୁ ଦୂରେଇ ରୁହନ୍ତୁ

ମେଷ: ବ୍ୟବସାୟ କ୍ଷେତ୍ରରେ ସଫଳତା ମିଳିବ। ଅନ୍ୟକୁ ସାହାଯ୍ୟ କରିବେ। ସ୍ୱାସ୍ଥ୍ୟ ଭଲ ରହିବ। କୌଣସି ରୋଗରେ ପୀଡ଼ିତ ଥିବା ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ସୁଧାର ଆସିବ। ବୃଷ: ପରିଶ୍ରମର ଫଳ ମିଳିବ। ଆପଣଙ୍କର କଥା ଓ ବ୍ୟବହାର ଅନ୍ୟକୁ ପ୍ରଭାବିତ କରିବ। କଳା ଓ ଅଧ୍ୟୟନ କ୍ଷେତ୍ରରେ ରୁଚି ବଢ଼ିବ। ବାହାରେ ଭୋଜନ କରନ୍ତୁ ନାହିଁ। ମିଥୁନ: ଅଧିକ ଚିନ୍ତିତ ରହିବେ। ଜଳାଶୟ ଠାରୁ ଦୂରେଇ ରୁହନ୍ତୁ। ଅଳସୁଆ ଲାଗିବ। କୌଣସି କାର୍ଯ୍ୟ କରିବାକୁ ଇଚ୍ଛା ହେବ ନାହିଁ। […]

rasifala

rasifala

Rajalaxmi Sahu
  • Published: Friday, 22 March 2019
  • Updated: 22 March 2019, 07:36 AM IST

ମେଷ: ବ୍ୟବସାୟ କ୍ଷେତ୍ରରେ ସଫଳତା ମିଳିବ। ଅନ୍ୟକୁ ସାହାଯ୍ୟ କରିବେ। ସ୍ୱାସ୍ଥ୍ୟ ଭଲ ରହିବ। କୌଣସି ରୋଗରେ ପୀଡ଼ିତ ଥିବା ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ସୁଧାର ଆସିବ।

ବୃଷ: ପରିଶ୍ରମର ଫଳ ମିଳିବ। ଆପଣଙ୍କର କଥା ଓ ବ୍ୟବହାର ଅନ୍ୟକୁ ପ୍ରଭାବିତ କରିବ। କଳା ଓ ଅଧ୍ୟୟନ କ୍ଷେତ୍ରରେ ରୁଚି ବଢ଼ିବ। ବାହାରେ ଭୋଜନ କରନ୍ତୁ ନାହିଁ।

ମିଥୁନ: ଅଧିକ ଚିନ୍ତିତ ରହିବେ। ଜଳାଶୟ ଠାରୁ ଦୂରେଇ ରୁହନ୍ତୁ। ଅଳସୁଆ ଲାଗିବ। କୌଣସି କାର୍ଯ୍ୟ କରିବାକୁ ଇଚ୍ଛା ହେବ ନାହିଁ।

କର୍କଟ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ବନ୍ଧୁଙ୍କ ସହ ସାକ୍ଷାତ ହେବ। କୌଣସି ସ୍ଥାନକୁ ଯାତ୍ରା କରିପାରନ୍ତି। ଶୁଭ ଖବର ମିଳିବ।

ସିଂହ: କୌଣସି କାର୍ଯ୍ୟ କରିବା ପୂର୍ବରୁ ଭଲ ଭାବରେ ଭାବିଚିନ୍ତି କରନ୍ତୁ। ଆୟ ବଢ଼ିବ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ।

କନ୍ୟା: ବ୍ୟବସାୟ କ୍ଷେତ୍ରରେ ଥିବା ଲୋକେ ଅଶାମୁତାବକ ଲାଭ ମିଳିବ। ଉପହାର ମିଳିବ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ନୂତନ ବସ୍ତ୍ର କିଣିପାରନ୍ତି।

ତୁଳା: ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ରଖନ୍ତୁ। କଥାବାର୍ତ୍ତା ଓ ବ୍ୟବହାରରେ ସଂଯମତା ରଖନ୍ତୁ। ସହକର୍ମୀଙ୍କ ସହଯୋଗ ମିଳିବ। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି।

ବିଛା: ଦିନଟି ଭଲରେ କଟିବ। ଆୟ ବଢ଼ିବ। ଅବିବାହିତଙ୍କ ପାଇଁ ବିବାହ ଯୋଗ ରହିଛି। ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ।

ଧନୁ: ସମ୍ମାନ ଓ ପ୍ରତିଷ୍ଠା ମିଳିବ। ସ୍ୱାସ୍ଥ୍ୟ ଭଲ ରହିବ। ପରିବାରରେ ଭଲ ବାତାବରଣ ରହିବ।

ମକର: ଅସୁସ୍ଥ ଅନୁଭବ କରିବେ। ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ମୁଣ୍ଡରେ ଯନ୍ତ୍ରଣା ଅନୁଭବ କରିବେ।

କୁମ୍ଭ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। କ୍ରୋଧ ଓ ନିଜର କଥାବାର୍ତ୍ତାରେ ସଂଯମତା ରଖନ୍ତୁ। ଆର୍ଥିକ ସଙ୍କଟ ଦେଖା ଦେଇପାରେ। ଘରକୁ ଅତିଥି ଆସିପାରନ୍ତି।

ମୀନ: କୌଣସି ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଆତ୍ମବିଶ୍ୱାସ ବଢ଼ିବ। ଜୀବନସାଥୀଙ୍କ ସହଯୋଗ ମିଳିବ। ଖାଦ୍ୟପେୟ ପ୍ରତି ଧ୍ୟାନ ଦିଅନ୍ତୁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story