୨୨ ଅଗଷ୍ଟ, ମଙ୍ଗଳବାର: କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ

ପ୍ରତିଯୋଗିତା ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । କର୍ମକ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ ।

Rashi

Representational Image

Niharika Rout
  • Published: Tuesday, 22 August 2023
  • Updated: 22 August 2023, 07:39 AM IST

Sports

Latest News

ମେଷ: ମିତ୍ରମାନଙ୍କ ସହଯୋଗ ପାଇ ବ୍ୟବସାୟ ଓ କାରବାରରେ ସ୍ଥିତି ସୁଦୃଢ ହେବ । ଶୁଭ ସମାଚାର ମିଳିବା ସହ ନିଜ ଲୋକ ସାହାଯ୍ୟ କରିବେ । ଆୟ ଉପାର୍ଜନ ବୃଦ୍ଧି ପାଇବା ଫଳରେ ନୂତନ କାର୍ଯ୍ୟର ସଂକଳ୍ପ ନେଇ ପାରନ୍ତି ।

ବୃଷ: ପ୍ରତିଯୋଗିତା ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । କର୍ମକ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢାଇବା ସହ ଆର୍ଥିକ ସ୍ଥିତି ସୁଦୃଢ ହେବ ।

ମିଥୁନ: ପ୍ରତିଷ୍ଠିତ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହୋଇ ମାନସମ୍ମାନ ଅତୁଟ ରହିବ । ବୁଦ୍ଧିମତା କାରଣରୁ ଅର୍ଥ ଲାଭ ହେବା ସହ ସମୟ ମଧ୍ୟ ଆନନ୍ଦମୟ ହେବ । ବ୍ୟବସାୟିକ କ୍ଷେତ୍ରରେ ଆଶା ଆକାଂକ୍ଷା ପୂର୍ଣ୍ଣହୋଇ ପାରିବ ।

କର୍କଟ: ଶତ୍ରୁମାନେ ପରାଜିତ ହେବେ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ।

ସିଂହ: ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ପ୍ରେରଣା ପାଇ ଉଚିତ ପନ୍ଥା ଗ୍ରହଣ କରିବେ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ୱ ଦେବେ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପୁରାତନ ରୋଗ ପ୍ରକୋପର ଉପଶମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ।

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର : ରାଜନୀତି କରୁଥିବା ବ୍ୟକ୍ତିଙ୍କୁ ଶୁଭଫଳ ମିଳିବ, କିନ୍ତୁ ବନ୍ଧୁଙ୍କ ସହିତ ମତଭେଦ ସୃଷ୍ଟି ହେବ । ବ୍ୟବସାୟୀମାନେ ନୂଆ ବ୍ୟବସାୟ କରିବା ପାଇଁ ମନ ବଳାଇବେ ଓ ଦୂରସ୍ଥାନକୁ ଯାତ୍ରା କରିବେ। ଆଗ ଅପେକ୍ଷା ସ୍ୱାସ୍ଥ୍ୟ ଭଲ ରହିବାରୁ ମନ ଖୁସି ରହିବ। 

କୁମ୍ଭ: ସାହିତ୍ୟ ଚର୍ଚ୍ଚା, ସଭା ସମିତିରେ ସଫଳତା ମିଳିବା ସହ କେତେକ କ୍ଷେତ୍ରରେ ସମ୍ମାନ ପାଇବେ । ବନ୍ଧୁମାନଙ୍କ ସାହାଯ୍ୟ ସହଯୋଗରେ ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦର ସମାଧାନ କରିପାରିବେ । ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ ।

ମୀନ: ସୁସ୍ଥ ମାନସିକତା ରକ୍ଷା କରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । କର୍ମକ୍ଷେତ୍ରରେ ଅଧସ୍ତନ କର୍ମୀ ଓ ସହକର୍ମୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ॥

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story