୨୨ ଏପ୍ରିଲ, ଗୁରୁବାର: ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ

ମେଷ: ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହୋଇ କର୍ମକ୍ଷେତ୍ରରେ ସୁଧାର ଆସିବ । ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବ । ଆର୍ଥିକ ଚିନ୍ତା ଦୂର ହେବା ସହ  ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ । ପ୍ରତିକାର-ମା’ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ। ବୃଷ:  ପ୍ରତିଯୋଗିତା ପରୀକ୍ଷାରେ ସଫଳତା ମିଳିବ । ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ […]

RASI

RASI

Niharika Rout
  • Published: Thursday, 22 April 2021
  • Updated: 22 April 2021, 08:16 AM IST

Sports

Latest News

ମେଷ: ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହୋଇ କର୍ମକ୍ଷେତ୍ରରେ ସୁଧାର ଆସିବ । ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବ । ଆର୍ଥିକ ଚିନ୍ତା ଦୂର ହେବା ସହ  ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ । ପ୍ରତିକାର-ମା’ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:  ପ୍ରତିଯୋଗିତା ପରୀକ୍ଷାରେ ସଫଳତା ମିଳିବ । ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ପ୍ରତିକାର:କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମିଥୁନ: ଆଶା କରିଥିବା କାର୍ଯ୍ୟଟି ଖୁବ୍ ଶୀଘ୍ର ପୂରଣ କରିବାକୁ ତତ୍ପର ହେବେ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରିବେ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇବେ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ପ୍ରତିକାର-ମହୁଟିକେ ଖାଇ ଘରୁ ବାହାରନ୍ତୁ।

କର୍କଟ: ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ । ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ। ଦୂରସ୍ଥାନକୁ ଯାତ୍ରା କରି ଶାରୀରିକ ଅସୁସ୍ଥତା ଅନୁଭବ କରି ପାରନ୍ତି । ପ୍ରତିକାର-କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସହ ବିଦ୍ୟାକ୍ଷେତ୍ରରେ ଆଶା ମୁତାବକ ଫଳ ପାଇବେ। ନିର୍ମାଣମୂଳକ ଯୋଜନାରେ ଆଗେଇ ପାରିବେ । ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । ପ୍ରତିକାର-ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କନ୍ୟା: ସହକର୍ମୀ ଇର୍ଷାତୁର ହେଲେବି କ୍ଷତିକାରକ ହେବେ ନାହିଁ । ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ । ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବା ଭଳି ମାନ୍ୟତା ଦେବେ । ପ୍ରତିକାର-କୁଆ, ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା: ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବା ଫଳରେ ଆର୍ଥିକ ସ୍ଥିତି ଠିକ୍ ରହିବ । କର୍ମକ୍ଷେତ୍ରରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ଇଛା ନ ଥିଲେ ମଧ୍ୟ କେତେକ କର୍ମ କରିବାକୁ ବାଧ୍ୟ ହେବେ । ପ୍ରତିକାର-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:  ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନ ସନ୍ତୁଷ୍ଟ ରହିବ। କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ । ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବାକି ଟଙ୍କା ମିଳିଯିବ। ପ୍ରତିକାର- ନାଲି ରୁମାଲଟିଏ ପାଖରେ ରଖନ୍ତୁ।

ଧନୁ: ସମାଜସେବା, ଲୋକସମ୍ପର୍କ, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ । ବନ୍ଧୁବାନ୍ଧବମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ କରିବେ। କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ କରି ପାରିବେ। ପ୍ରତିକାର-ମା’ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର: ସାହିତ୍ୟ ଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ। ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିଷ୍କାର କରିବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ। ସତର୍କତାର ସହ ଯାତାୟତ କରିବା ଉଚିତ୍ । ପ୍ରତିକାର-କୁକୁରକୁ କିଛି ଖାଇବାକୁ ଦିଅନ୍ତୁ

କୁମ୍ଭ: କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ଉନ୍ନତି ହେବ । ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ଭଲ ଲାଭ ପାଇବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ । ପ୍ରତିକାର-ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ

ମୀନ: ସନ୍ତାନସନ୍ତତିଙ୍କ ଇଚ୍ଛା ଅନୁସାରେ କାମ କରି ଖୁସି ପାଇବେ। କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବା ସହ ଶତ୍ରୁମାନଙ୍କଠାରୁ ଉପଶମ ମିଳିବ। ବାସସ୍ଥାନ ବା ଯାନବାହାନ ନବୀକରଣ କରିବାର ସୁଯୋଗ ପାଇବେ। ପ୍ରତିକାର-ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story