୨୨ ଡିସେମ୍ୱର, ଶନିବାର: ଆତ୍ମବିଶ୍ୱାସ ବଢ଼ିବ

ମେଷ: ବୁଝିବିଚାରି ନିଷ୍ପତ୍ତି ନିଅନ୍ତୁ। ଲେଖକ ଓ କଳାକାରଙ୍କ ପାଇଁ ଦିନଟି ଭଲରେ କଟିବ। ଅପରାହ୍ଣ ପରେ ଚିନ୍ତିତ ରହିପାରନ୍ତି। ବୃଷ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ଧନପ୍ରାପ୍ତିର ଯୋଗ ରହିଛି। ପରିବାରରେ ହସଖୁସିର ବାତାବରଣ ସୃଷ୍ଟି ହେବ। ମିଥୁନ: ଅସୁସ୍ଥ ଅନୁଭବ କରିବେ। ଆତ୍ମବିଶ୍ୱାସ ବଢ଼ିବ। ବାଦ-ବିବାଦ ଠାରୁ ଯଥା ସମ୍ଭବ ନିଜକୁ ଦୂରେଇ ରଖନ୍ତୁ। କର୍କଟ: ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି। ଆଖିରେ ଯନ୍ତ୍ରଣା ଅନୁଭବ କରିବେ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ସିଂହ: ନୂତନ […]

Rasi-Fala-

Rasi-Fala-

Jyoshna Pradhan
  • Published: Saturday, 22 December 2018
  • Updated: 22 December 2018, 07:56 AM IST

Sports

Latest News

ମେଷ: ବୁଝିବିଚାରି ନିଷ୍ପତ୍ତି ନିଅନ୍ତୁ। ଲେଖକ ଓ କଳାକାରଙ୍କ ପାଇଁ ଦିନଟି ଭଲରେ କଟିବ। ଅପରାହ୍ଣ ପରେ ଚିନ୍ତିତ ରହିପାରନ୍ତି।

ବୃଷ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ଧନପ୍ରାପ୍ତିର ଯୋଗ ରହିଛି। ପରିବାରରେ ହସଖୁସିର ବାତାବରଣ ସୃଷ୍ଟି ହେବ।

ମିଥୁନ: ଅସୁସ୍ଥ ଅନୁଭବ କରିବେ। ଆତ୍ମବିଶ୍ୱାସ ବଢ଼ିବ। ବାଦ-ବିବାଦ ଠାରୁ ଯଥା ସମ୍ଭବ ନିଜକୁ ଦୂରେଇ ରଖନ୍ତୁ।

କର୍କଟ: ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି। ଆଖିରେ ଯନ୍ତ୍ରଣା ଅନୁଭବ କରିବେ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ।

ସିଂହ: ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଉପହାର ମିଳିବାର ସମ୍ଭାବନା ରହିଛି। ଛାତ୍ରଛାତ୍ରୀମାନେ ପାଠପଢ଼ାରେ ସଫଳତା ପାଇବେ।

କନ୍ୟା: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ସହକର୍ମୀଙ୍କ ସହଯୋଗ ମିଳିବ। ଦାମ୍ପତ୍ୟ ଜୀବନ ଭଲରେ କଟିବ।

ତୁଳା: ଖାଦ୍ୟପେୟର ଯତ୍ନ ନିଅନ୍ତୁ। ବିଦେଶ ଯାତ୍ରା କରିପାରନ୍ତି। ଅଧିକ ପରିଶ୍ରମ କରିବେ।

ବିଚ୍ଛା: ଶରୀର ଫୂର୍ତ୍ତି ରହିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।  ଅଳସୁଆ ଅନୁଭବ କରିପାରନ୍ତି।

ଧନୁ: ଦିନଟି ଭଲରେ କଟିବ। ଆର୍ଥିକ ସ୍ଥିତି ଭଲ ରହିବ। ଘରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନ କରିପାରନ୍ତି।

ମକର: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ: ଖେଳାଳିଙ୍କ ପାଇଁ ଦିନଟି ଭଲରେ କଟିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ।

ମୀନ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ମାନ-ସମ୍ମାନ ମିଳିବ। କ୍ୟାରିୟର୍‌ରେ ପରିବର୍ତ୍ତନ କରିପାରନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos