୨୨ ଫେବ୍ରୁଆରୀ, ବୁଧବାର: କାର୍ଯ୍ୟ କ୍ଷେତ୍ରରେ ସମ୍ମାନିତ ହେବେ

ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ କୌଶଳକ୍ରମେ ତାହାର ସମାଧାନ କରିବେ । ସ୍ୱାସ୍ଥ୍ୟହାନୀ ହେବା ସହ ସନ୍ତାନମାନଙ୍କ ଭବିଷ୍ୟତ ନେଇ ଚିନ୍ତିତ ରହିପାରନ୍ତି।

Rasi PhotoOR

Rasi

Niharika Rout
  • Published: Wednesday, 22 February 2023
  • Updated: 22 February 2023, 09:00 AM IST

ମେଷ: କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ କୌଶଳକ୍ରମେ ତାହାର ସମାଧାନ କରିବେ । ସ୍ୱାସ୍ଥ୍ୟହାନୀ ହେବା ସହ ସନ୍ତାନମାନଙ୍କ ଭବିଷ୍ୟତ ନେଇ ଚିନ୍ତିତ ରହିପାରନ୍ତି।

ବୃଷ: ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବା ସହ ବାକିଥିବା ଅର୍ଥ ଆଦାୟ ହେବ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନ ଲାଭ ଓ ପଦ ମର୍ଯ୍ୟାଦା ବୃଦ୍ଧି ପାଇବ । ନୂତନ ବନ୍ଧୁଙ୍କୁ ପାଇ ଖୁସି ହେବା ସହ କର୍ମକ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇପାରନ୍ତି ।

ମିଥୁନ: ସଭାସମିତି, କ୍ରୀଡ଼ା, କଳା, ସଙ୍ଗୀତ କ୍ଷେତ୍ରରେ ଆଶାନୁଯାୟୀ ଫଳ ପାଇବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିପାରିବେ । କର୍ମକ୍ଷେତ୍ରରେ ସହକର୍ମୀ, ଅଧସ୍ତନ କର୍ମଚାରୀଙ୍କ ଦ୍ୱାରା କାର୍ଯ୍ୟସାଧନ କରିବେ ।

କର୍କଟ: ସାଙ୍ଗଠନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ । କାର୍ଯ୍ୟକ୍ଷେତ୍ରରେ ସଚ୍ଚୋଟ ବ୍ୟକ୍ତି ହିସାବରେ ସମ୍ମାନ ପାଇବେ । ରାସ୍ତାଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍।

ସିଂହ: ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ଚିନ୍ତିତ ରହିବେ। କର୍ତ୍ତବ୍ୟ ସାଧନକୁ ଗୁରୁତ୍ୱ ଦେବେ । ପ୍ରତ୍ୟେକ କଥାକୁ ଟିକିନିଖି ପରୀକ୍ଷା ପରେ ହିସାବକୁ ନେବା ଉଚିତ୍ ।

କନ୍ୟା: ଶିଳ୍ପ, ବାଣିଜ୍ୟ, ପରିବହନ, ବ୍ୟବସାୟ ଓ ନିର୍ମାଣ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ । ବାଦବିବାଦ, ପ୍ରତିଯୋଗିତା, ପରୀକ୍ଷା ଓ ସାକ୍ଷାତକାରରେ ସଫଳ ହେବେ । ସରକାରୀ କ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ ।

ତୁଳା: ସମାଜସେବା ଓ ରାଜନୀତିରେ ସୁନାମ ଅର୍ଜନ କରିପାରିବେ । ନିଜର ପ୍ରତିଷ୍ଠା ଓ ସୁନାମ ବଢିବା ସହ ଆୟ ମଧ୍ୟ ଉତ୍ତମ ହେବ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ ।

ବିଚ୍ଛା: ସନ୍ତାନ ସମ୍ବନ୍ଧୀୟ ସମସ୍ୟା ସମାଧାନ କରି ଖୁସି ହୋଇଯିବେ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ। କାମ ଚାପ ହେତୁ ବ୍ୟତିବ୍ୟସ୍ତ ହୋଇପାରନ୍ତି।

ଧନୁ: ତରବରିଆ ହିସାବରେ କୌଣସି କାର୍ଯ୍ୟ ନ କରି ସବୁ ଆଡ଼କୁ ନଜର ଦେଇ କାମ କରିବା ଉଚିତ୍ । ଅତୀତର କୌଣସି ବିବାଦୀୟ ଘଟଣା ଜଟିଳ ଆଡକୁ ଗତି କରିପାରେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ ।

ମକର: ପୁରାତନ ରୋଗର ଉପଶମ ହେବା ଫଳରେ ସ୍ୱାସ୍ଥ୍ୟ ଠିକ୍ ରହିବ। ଆର୍ଥିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇ କୌଣସି ଜରୁରୀ କାର୍ଯ୍ୟକୁ ପୂର୍ଣ୍ଣ କରିବେ। ବିଦ୍ୟାରେ ଉନ୍ନତି ହେବା ସହ ଉଚ୍ଚ ବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇବେ ।

କୁମ୍ଭ: ଯେକୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ । ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ଯେକୌଣସି ସମସ୍ୟା ଆସିଲେ ମଧ୍ୟ ତାହାକୁ ଠିକ୍ ଭାବରେ ସାମ୍ନା କରିବାର ସାହାସ ରହିବ।

ମୀନ: ସମସ୍ୟା ସମାଧାନର ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ। ଛାତ୍ରଛାତ୍ରୀ ମାନେ ପ୍ରତିଯୋଗିତା, ପରୀକ୍ଷା ଓ ସାକ୍ଷାତକାରରେ ଉଚ୍ଚ ପ୍ରଶଂସିତ ହେବେ। ଅନେକ ସମସ୍ୟାର ସମାଧାନ ହୋଇଯିବା ଫଳରେ ପାରିବାରିକ ଜୀବନ ସୁଖମୟ ହେବ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story