୨୨ ଜୁଲାଇ, ଶନିବାର; କର୍ମକ୍ଷେତ୍ରରେ ନୂଆ ସୁଯୋଗ ପାଇବେ

ପରୀକ୍ଷା, ପ୍ରତିଯୋଗିତା, ବାଦବିବାଦ ଓ ମାଲିମୋକଦ୍ଦମାରେ ସଫଳତା ମିଳିବ । ବ୍ୟବସାୟରେ ଗୁରୁ ଦାୟିତ୍ୱ ବହନ କରି, କଠିନ ପରିଶ୍ରମ କରିବାକୁ ପଡିବ ।

Rashi

Representational Image

Niharika Rout
  • Published: Saturday, 22 July 2023
  • Updated: 22 July 2023, 07:45 AM IST

Sports

Latest News

ମେଷ: ସହକର୍ମୀ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢାଇବ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଦେଖାଦେଇ ଋଣ ଭାର କମିଯିବ । ପାରିବାରିକ ଜୀବନରେ ଗୁରୁଜନମାନେ ସନ୍ତୁଷ୍ଟ ରହିବେ ।

ବୃଷ : ପରୀକ୍ଷା, ପ୍ରତିଯୋଗିତା, ବାଦବିବାଦ ଓ ମାଲିମୋକଦ୍ଦମାରେ ସଫଳତା ମିଳିବ । ବ୍ୟବସାୟରେ ଗୁରୁ ଦାୟିତ୍ୱ ବହନ କରି, କଠିନ ପରିଶ୍ରମ କରିବାକୁ ପଡିବ । ସ୍ୱାସ୍ଥ୍ୟ ସମସ୍ୟା ଯୋଗେ ମାନସିକ ଅଶାନ୍ତି ଦେଖାଦେଇପାରେ ।

ମିଥୁନ: ଶତ୍ରୃମାନେ ପରାଜିତ ହେବେ ଓ ସ୍ବାସ୍ଥ୍ୟରେ ଉନ୍ନତି ଦେଖାଦେବ । ବନ୍ଧୁ, ମିତ୍ର ଓ ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ । କର୍ମକ୍ଷେତ୍ରରେ କିଛି ନୂଆ ସୁଯୋଗ ଆସିବ ଓ ରାଜକୀୟ ସମ୍ମାନ ପାଇବେ ।

କର୍କଟ: ସତର୍କ ନ ହେଲେ ବ୍ୟବସାୟରେ ଉଧାର ଦେଇ ଫେରି ପାଇବା କଷ୍ଟ ହେବ। ରାଜନୀତି କ୍ଷେତ୍ରରେ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତ ହେବ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ ।

ସିଂହ: ସହକର୍ମୀମାନଙ୍କ ସହଯୋଗ ପାଇ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ। ସରକାରୀ କାମରେ ସଫଳତା ପାଇବେ ଓ ଅଚାନକ ଭାବରେ ଧନ ଲାଭ ହେବ । ଶରୀର ଭଲ ରହିବା ସହ ନୂତନ କର୍ମପ୍ରାପ୍ତି ହୋଇପାରେ ।

କନ୍ୟା: ବ୍ୟବସାୟରେ ଆଶାତୀତ ଲାଭ ପାଇବେ ଓ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସିତ ହେବେ । ସନ୍ତାନର ସୁଖବର ଶୁଣି ଖୁସି ହେବେ ଓ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ ।

ତୁଳା: ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ରାଜନୀତିରେ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ ଓ ଦୂରଯାତ୍ରା କରି ମନ ଖୁସି ରହିବ ।

ବିଚ୍ଛା: ଶାରିରୀକ ସୁସ୍ଥତା ଦେଖା ଦେବା ସହ ମାନସିକ ଶାନ୍ତି ମିଳିବ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବା ସହ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ।

ଧନୁ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ମନ ଭଲ ରହିବ ଓ ଶତୃମାନେ ଦୂର ହେବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ ହେବେ ।

ମକର: ସହକର୍ମୀମାନଙ୍କ ସହ ଶତ୍ରୃତା ମେଣ୍ଟିଯିବା ଫଳରେ ପ୍ରବଳ ଶତ୍ରୁମାନେ ଦୁର୍ବଳ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ । କୌଣସି କାମପ୍ରତି ମନ ଲାଗିବ ନାହିଁ । ତେଣୁ ସମାଲୋଚିତ ହୋଇ ଭାବମୂର୍ତ୍ତି କ୍ଷୁର୍ଣ୍ଣ ହେବ ।

କୁମ୍ଭ: ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବା ସହ ପାରିବାରିକ ମାମଲା ବହୁତ ଶାନ୍ତିପୂର୍ଣ୍ଣ ରହିବ । ସହଯୋଗୀମାନଙ୍କ ଯୋଗୁ କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟକରି ପ୍ରଶଂସା ପାଇବେ । ଜୀବନସାଥିଙ୍କ ସହ ଭୁଲ ବୁଝାମଣା କଟିଯାଇ ଶାନ୍ତିର ବାତାବରଣ ସୃଷ୍ଟି ହେବ ।

ମୀନ: ସ୍ୱାସ୍ଥ୍ୟ ଠିକ୍ ରହିବା ସହ ନୂଆ ଲକ୍ଷ୍ୟ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ଅଧିକାରୀ କାମରେ ପ୍ରସନ୍ନ ରହିବା ଫଳରେ କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇପାରେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story