୨୨ ମାର୍ଚ୍ଚ, ବୁଧବାର: ସ୍ୱାସ୍ଥ୍ୟଜନିତ ସମସ୍ୟାକୁ ନେଇ ଅର୍ଥହାନୀ ହେବ

ପ୍ରତ୍ୟେକ କାର୍ଯ୍ୟରେ ଭାଗ୍ୟ ସାଥ ଦେଲେ ମଧ୍ୟ ଅର୍ଥ ପାଇଁ ଚିନ୍ତା ପ୍ରକାଶ କରିବେ। ରାଜନୀତି କରୁଥିବା ବ୍ୟକ୍ତିଙ୍କୁ ଶୁଭଫଳ ନ ମିଳିବାରୁ ମନ ଖୁସି ରହିବ ନାହିଁ।

Rashi PhotoOR

Rashi

Niharika Rout
  • Published: Wednesday, 22 March 2023
  • Updated: 22 March 2023, 07:36 AM IST

Sports

Latest News

ମେଷ: ପ୍ରତ୍ୟେକ କାର୍ଯ୍ୟରେ ଭାଗ୍ୟ ସାଥ ଦେଲେ ମଧ୍ୟ ଅର୍ଥ ପାଇଁ ଚିନ୍ତା ପ୍ରକାଶ କରିବେ। ରାଜନୀତି କରୁଥିବା ବ୍ୟକ୍ତିଙ୍କୁ ଶୁଭଫଳ ନ ମିଳିବାରୁ ମନ ଖୁସି ରହିବ ନାହିଁ। ବ୍ୟବସାୟୀମାନେ ଲାଭ ପାଇବେ ନାହିଁ ଏବଂ ସ୍ୱାସ୍ଥ୍ୟ ସମସ୍ୟା ଦେଖାଯିବ।

ବୃଷ: ରାଜନୀତି କରୁଥିବା ବ୍ୟକ୍ତି ସଫଳତା ପାଇବେ ଓ ଦୂରସ୍ଥାନକୁ ଯାତ୍ରା କରିବେ । ପାରିବାରିକ ସମସ୍ୟା ଯାହାଥିଲା ତାହା ସମାଧାନ ହୋଇଯିବ । ବୃତ୍ତିଗତ କାମରେ ମନ ବଳାଇବେ। ସ୍ୱାମୀ ସ୍ତ୍ରୀ ମଧ୍ୟରେ ଉତ୍ତମ ବୁଝାମଣା ରହିବ ଓ ସୁସ୍ୱାଦୁ ଭୋଜନ କରିବେ ।

ମିଥୁନ: ଦୂରସ୍ଥାନକୁ ଯାତ୍ରା କରିବା ସହିତ ନୂଆ ବନ୍ଧୁଙ୍କ ସହିତ ମିଳନ ହେବ । ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯାୟରେ ପହଞ୍ଚିବ ଓ ବ୍ୟବସାୟରେ ଲାଭ ପାଇବେ। ରାଜନୀତି କରୁଥିବା ବ୍ୟକ୍ତି ସଫଳତା ପାଇବେ, ମାନସମ୍ମାନ ବୃଦ୍ଧି ହେବ ।

କର୍କଟ: ବ୍ୟବସାୟରେ ବାକିପଡ଼ିଥିବା ଅର୍ଥ ଆଦାୟ ହେବାରୁ ମନ ଖୁସି ରହିବ। ସ୍ୱାମୀ ସ୍ତ୍ରୀ ମଧ୍ୟରେ ଦାମ୍ପତ୍ୟ ଜୀବନ ସୁଖମୟ ହେବ ଓ ସୁସ୍ୱାଦୁ ଭୋଜନ କରିବେ । ଛାତ୍ରଛାତ୍ରୀମାନେ ପାଠପଢ଼ାରେ ମନ ବଳାଇବେ ।

ସିଂହ: ବ୍ୟବସାୟରେ ଶୁଭଫଳ ମିଳିବ ନାହିଁ ଏବଂ କାହା ସହିତ କଳହ ହୋଇପାରେ। ସ୍ୱାମୀ ସ୍ତ୍ରୀ ମଧ୍ୟରେ ଉତ୍ତମ ବୁଝାମଣା ରହିବ ନାହିଁ ଏବଂ ସନ୍ତାନମାନଙ୍କ ପାଇଁ ବାପାମା’ ଚିନ୍ତାରେ ରହିବେ । ସ୍ୱାସ୍ଥ୍ୟଜନିତ ସମସ୍ୟା ଦେଖାଯିବ ଓ ଦୂରସ୍ଥାନକୁ ଗଲାବେଳେ ସାବଧାନତା ସହିତ ଯାଆନ୍ତୁ।

କନ୍ୟା: ଶାରୀରିକ ଅସୁସ୍ଥତା ଦୂର ହେବ ଓ ବ୍ୟବସାୟରେ ପ୍ରବଳ ଲାଭବାନ ହେବେ । ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହୋଇ ପ୍ରଶଂସା ପାଇବେ। ଶୁଭ ସମାଚାର ଶୁଣି ଖୁସି ହେବେ ଓ ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ ।

ତୁଳା: ସାମାଜିକ କାର୍ଯ୍ୟରେ ମହତ୍ତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଆପଣଙ୍କୁ କେହି ବନ୍ଧୁତାର ହାତ ବଢ଼ାଇବେ, ବ୍ୟବସାୟୀମାନେ ଲାଭବାନ ହେବେ। ଯାନବାହନ ପ୍ରାପ୍ତିର ଯୋଗ ରହିଛି।

ବିଛା: ମନରେ ଧାର୍ମିକ ଚିନ୍ତାଧାରା ସୃଷ୍ଟି ହେବ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ଲାଭ ମିଳିବ। କୌଣସି କାର୍ଯ୍ୟକୁ ନୂଆ କରି ମୂଳରୁ ଆରମ୍ଭ କରିବେ। ଆଇନକାନୁନ ମାମଲାରେ ସହଜରେ ସମାଧାନର ବାଟ ଫିଟିବ ।

ଧନୁ: ଆର୍ଥିକ ଲାଭ ପାଇଁ ଦିନଟି ଭଲ ରହିବ । କୌଣସି କାମରୁ ଯଥେଷ୍ଟ ଲାଭ ପାଇବେ । ମହିଳାମାନେ ଜରୁରୀ ଜିନିଷପତ୍ର କିଣିବା ଲାଗି ବଜାରକୁ ଯିବେ। ସନ୍ଧ୍ୟାରେ ବନ୍ଧୁଙ୍କ ସହିତ ହସଖୁସିରେ ସମୟ କଟିବ।

ମକର: ବହୁଦିନର ଆଶା ଅଭିଳାଷ ପୂର୍ଣ୍ଣ ହେବାରୁ ମନ ଖୁସି ରହିବ । ରାଜନୀତି କରୁଥିବା ବ୍ୟକ୍ତି ଶୁଭଫଳ ପାଇବା ସହିତ ଲାଭ ପାଇପାରିବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ଓ ଦୂରସ୍ଥାନକୁ ଯାତ୍ରା କରିବେ ।

କୁମ୍ଭ: ପରିବାରରେ ହସଖୁସିରେ ସମସ୍ତେ ସମୟ ଅତିବାହିତ କରିବେ । ପ୍ରତ୍ୟେକ କାର୍ଯ୍ୟରେ ଜୟଯୁକ୍ତ ହେବେ । ପ୍ରେମପ୍ରଣୟ ପାଇଁ ଦିନଟି ବହୁତ ଭଲ ରହିବ ଓ କର୍ମକ୍ଷେତ୍ରରେ ମାନସମ୍ମାନ ପ୍ରାପ୍ତି ହେବ । ସ୍ୱାସ୍ଥ୍ୟଜନିତ ସମସ୍ୟାକୁ ନେଇ ଅର୍ଥହାନୀ ହେବ ।

ମୀନ: ବାକି ପଡିଥିବା ଅର୍ଥ ଆଦାୟ ହେବାରୁ ମନ ଖୁସି ରହିବ ଓ କାର୍ଯ୍ୟ ଆଗେଇ ଚାଲିବ । ନୂଆ ବ୍ୟବସାୟ ପାଇଁ ମନ ବଳାଇବେ, କର୍ମକ୍ଷେତ୍ରରେ ମାନସମ୍ମାନ ପ୍ରାପ୍ତି ହେବ। ଦୂରସ୍ଥାନକୁ ଯାତ୍ରା ପାଇଁ ବନ୍ଧୁଙ୍କୁ ସାହାଯ୍ୟ ମାଗିବେ । ସନ୍ତାନ ମାନଙ୍କ ପାଇଁ ଶୁଭ ଖବର ଶୁଣି ବାପା ମାଆ ଖୁସି ହେବେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story