୨୨ ନଭେମ୍ବର, ବୁଧବାର; ପ୍ରଗତିର ବେଗ ତ୍ୱରାନ୍ୱିତ ହେବ

ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ ଓ ଶୁଭ ସମାଚାର ମିଳିପାରେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ମନରେ ଥିବା କାମନା ପୂର୍ଣ୍ଣ ହେବ ।

Rash

Representational Image

Niharika Rout
  • Published: Wednesday, 22 November 2023
  • Updated: 22 November 2023, 07:47 AM IST

ମେଷ: ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ସ୍ୱାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା ଆସିବା ସହ ସମସ୍ତ ଚିନ୍ତାରୁ ମୁକ୍ତି ପାଇବେ । ଧୈର୍ଯ୍ୟ, ସାହସ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ ।

ବୃଷ : ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ ଓ ଶୁଭ ସମାଚାର ମିଳିପାରେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ମନରେ ଥିବା କାମନା ପୂର୍ଣ୍ଣ ହେବ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ୍ୟା ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ।

ମିଥୁନ:ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇବ । ପିଲାମାନଙ୍କ କାର୍ଯ୍ୟପ୍ରତି ଦୃଷ୍ଟିରଖିବା ସହ ରାସ୍ତାଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ ।

କର୍କଟ: ସାବଧାନତା ଅବଲମ୍ବନ ନ କଲେ ଧନ ହାନୀ ସହ ମାନ ସମ୍ମାନ ହାନୀ ହେବ । ମାନସିକ ଏକାଗ୍ରତା ଭଙ୍ଗହେବା ସହ କ୍ରୋଧିତ ହେଲେ କାର୍ଯ୍ୟ ବିଫଳ ହେବ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ ।

ସିଂହ: ନୂଆ ଲକ୍ଷ୍ୟ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ବନ୍ଧୁ ବାନ୍ଧବଙ୍କ ଦ୍ୱାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ ।

କନ୍ୟା: ବ୍ୟବସାୟରେ ଆଶାତୀତ ଲାଭ ପାଇବେ ଓ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସିତ ହେବେ । ସନ୍ତାନର ସୁଖବର ଶୁଣି ଖୁସି ହେବେ ଓ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ ।

ତୁଳା: ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ରାଜନୀତିରେ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ ଓ ଦୂରଯାତ୍ରା କରି ମନ ଖୁସି ରହିବ ।

ବିଚ୍ଛା: ଶାରିରୀକ ସୁସ୍ଥତା ଦେଖା ଦେବା ସହ ମାନସିକ ଶାନ୍ତି ମିଳିବ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବା ସହ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ।

ଧନୁ: ସରକାରୀ କ୍ଷେତ୍ରରେ ସଫଳତା ମିଳିବା ସହ ସାମାଜିକ କ୍ଷେତ୍ର ଉତ୍ସାହଦାୟକ ହେବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନେବା ଉଚିତ୍ । ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇପାରିବ ।

ମକର: ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବା ସହ ଯାତ୍ରା ଫଳରେ ଉତ୍ସାହିତ ହେବେ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନପ୍ରଦାନ ସୁଚାରୁ ରୂପେ ହେବ । ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ୱ ଲାଭ କରିବା ସହ ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସଫଳ ହେବେ।

କୁମ୍ଭ: ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବା ଫଳରେ କାର୍ଯ୍ୟକ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ । ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ ।

ମୀନ: ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ୱରାନ୍ୱିତ ହେବ। ତରବରିଆ ହିସାବରେ କୌଣସି କାର୍ଯ୍ୟ ନ କରି ସବୁଆଡକୁ ନଜର ଦେଇ କର୍ମ କରିବା ଉଚିତ୍ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story