ମେଷ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ଥାନ ପରିବର୍ତ୍ତନର ଯୋଗ ରହିଛି। ଦୂରସ୍ଥାନକୁ ଯାତ୍ରା କରିବାର ଯୋଗ ରହିଛି।
ବୃଷ: ବ୍ୟସ୍ତତା ଭିତରେ ଦିନଟି କଟିବ। କୌଣସି କାର୍ଯ୍ୟରେ ଟଙ୍କା ଖର୍ଚ୍ଚ କରିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।
ମିଥୁନ: ଅଳସୁଆ ଅନୁଭବ କରିବେ। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ଖାଦ୍ୟପେୟ ପ୍ରତି ଯତ୍ନବାନ ହୁଅନ୍ତୁ।
କର୍କଟ: କ୍ୟାରିୟରରେ ସଫଳତା ମିଳିବ। ବ୍ୟବସାୟରେ ଲାଭ ମିଳିବ। ନୂତନ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି।
ସିଂହ: ଧନପ୍ରାପ୍ତି ଯୋଗ ରହିଛି। ପରିବାର ସଦସ୍ୟଙ୍କ ସହ ଖୁସିରେ ଦିନଟି କାଟିବ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି।
କନ୍ୟା: ଶତ୍ରୁଙ୍କ ଠାରୁ ଦୂରେଇ ରୁହନ୍ତୁ। ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ଜଳାଶୟ ଠାରୁ ଦୂରେଇ ରୁହନ୍ତୁ।
ତୁଳା: ଅଧିକ ପରିଶ୍ରମ କରିପାରନ୍ତି। ନୂତନ ବସ୍ତ୍ର କିଣି ପାରନ୍ତି। ମାନ-ସମ୍ମାନ ମିଳିବ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି।
ବିଛା: ପରିବାର ସଦସ୍ୟଙ୍କ ସହ ମତନ୍ତର ହୋଇପାରେ। ଚିନ୍ତିତ ରହିବେ। ଖର୍ଚ୍ଚ ବଢ଼ିବ। ଦୂରସ୍ଥାନକୁ ଯାତ୍ରା କରିବାର ଯୋଗ ରହିଛି।
ଧନୁ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। ମାଲି ମକଦ୍ଦମା ମାମଲାରେ ଫସି ପାରନ୍ତି।
ମକର: ସ୍ୱାଦିଷ୍ଟ ଖାଦ୍ୟ ଖାଇ ପାରନ୍ତି। ଶତ୍ରୁ ଠାରୁ ଦୂରେଇ ରୁହନ୍ତୁ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି।
କୁମ୍ଭ: ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଦିନଟି ଭଲରେ କଟିବ। ବନ୍ଧୁଙ୍କସହ ସାକ୍ଷାତ କରିପାରନ୍ତି।
ମୀନ: ଆର୍ଥିକ ସ୍ଥିତି ଭଲ ରହିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ପରିବାରରେ ହସ ଖୁସିର ବାତାବରଣ ରହିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।