୨୨ ନଭେମ୍ୱର, ଗୁରୁବାର: ଜଳାଶୟ ଠାରୁ ଦୂରେଇ ରୁହନ୍ତୁ

ମେଷ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ଥାନ ପରିବର୍ତ୍ତନର ଯୋଗ ରହିଛି। ଦୂରସ୍ଥାନକୁ ଯାତ୍ରା କରିବାର ଯୋଗ ରହିଛି। ବୃଷ: ବ୍ୟସ୍ତତା ଭିତରେ ଦିନଟି କଟିବ। କୌଣସି କାର୍ଯ୍ୟରେ ଟଙ୍କା ଖର୍ଚ୍ଚ କରିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ମିଥୁନ: ଅଳସୁଆ ଅନୁଭବ କରିବେ। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ଖାଦ୍ୟପେୟ ପ୍ରତି ଯତ୍ନବାନ ହୁଅନ୍ତୁ। କର୍କଟ: କ୍ୟାରିୟରରେ ସଫଳତା ମିଳିବ। ବ୍ୟବସାୟରେ ଲାଭ ମିଳିବ। ନୂତନ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି। ସିଂହ: ଧନପ୍ରାପ୍ତି ଯୋଗ ରହିଛି। […]

Rasi-Fala-

Jyoshna Pradhan
  • Published: Thursday, 22 November 2018
  • , Updated: 22 November 2018, 09:00 AM IST

ମେଷ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ଥାନ ପରିବର୍ତ୍ତନର ଯୋଗ ରହିଛି। ଦୂରସ୍ଥାନକୁ ଯାତ୍ରା କରିବାର ଯୋଗ ରହିଛି।

ବୃଷ: ବ୍ୟସ୍ତତା ଭିତରେ ଦିନଟି କଟିବ। କୌଣସି କାର୍ଯ୍ୟରେ ଟଙ୍କା ଖର୍ଚ୍ଚ କରିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

ମିଥୁନ: ଅଳସୁଆ ଅନୁଭବ କରିବେ। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ଖାଦ୍ୟପେୟ ପ୍ରତି ଯତ୍ନବାନ ହୁଅନ୍ତୁ।

କର୍କଟ: କ୍ୟାରିୟରରେ ସଫଳତା ମିଳିବ। ବ୍ୟବସାୟରେ ଲାଭ ମିଳିବ। ନୂତନ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି।

ସିଂହ: ଧନପ୍ରାପ୍ତି ଯୋଗ ରହିଛି। ପରିବାର ସଦସ୍ୟଙ୍କ ସହ ଖୁସିରେ ଦିନଟି କାଟିବ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି।

କନ୍ୟା: ଶତ୍ରୁଙ୍କ ଠାରୁ ଦୂରେଇ ରୁହନ୍ତୁ। ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ଜଳାଶୟ ଠାରୁ ଦୂରେଇ ରୁହନ୍ତୁ।

ତୁଳା: ଅଧିକ ପରିଶ୍ରମ କରିପାରନ୍ତି। ନୂତନ ବସ୍ତ୍ର କିଣି ପାରନ୍ତି। ମାନ-ସମ୍ମାନ ମିଳିବ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି।

ବିଛା: ପରିବାର ସଦସ୍ୟଙ୍କ ସହ ମତନ୍ତର ହୋଇପାରେ। ଚିନ୍ତିତ ରହିବେ। ଖର୍ଚ୍ଚ ବଢ଼ିବ। ଦୂରସ୍ଥାନକୁ ଯାତ୍ରା କରିବାର ଯୋଗ ରହିଛି।

ଧନୁ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। ମାଲି ମକଦ୍ଦମା ମାମଲାରେ ଫସି ପାରନ୍ତି।

ମକର: ସ୍ୱାଦିଷ୍ଟ ଖାଦ୍ୟ ଖାଇ ପାରନ୍ତି। ଶତ୍ରୁ ଠାରୁ ଦୂରେଇ ରୁହନ୍ତୁ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି।

କୁମ୍ଭ: ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଦିନଟି ଭଲରେ କଟିବ। ବନ୍ଧୁଙ୍କସହ ସାକ୍ଷାତ କରିପାରନ୍ତି।

ମୀନ: ଆର୍ଥିକ ସ୍ଥିତି ଭଲ ରହିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ପରିବାରରେ ହସ ଖୁସିର ବାତାବରଣ ରହିବ।

Related story