୨୨ ସେପ୍ଟେମ୍ବର, ଶୁକ୍ରବାର: ପିଲାଙ୍କ ଆଚରଣ ଅତିଷ୍ଠ କରି ଦେବ

କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବାକୁ ଚେଷ୍ଟା କରିବେ । ସାମାଜିକ ସ୍ଥିତି ଓ ମାନସମ୍ମାନ ବଜାୟ ରହିବାସହ ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ।

Rashi

Representational Image

Niharika Rout
  • Published: Friday, 22 September 2023
  • Updated: 22 September 2023, 07:44 AM IST

Sports

Latest News

ମେଷ: ଶତ୍ରୁ ଓ ବିରୋଧୀମାନେ ଶତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । କାର୍ଯ୍ୟକ୍ଷେତ୍ରରେ ଅବହେଳା କରନ୍ତୁ ନାହିଁ କି ଛୋଟ ଛୋଟ ଜିନିଷକୁ ଅଣଦେଖା କରନ୍ତୁ ନାହିଁ ପିଲାମାନଙ୍କ ଆଚରଣରେ  ଅତିଷ୍ଠ ହେବାର ସମ୍ଭାବନା ଅଛି ।

ବୃଷ : କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବାକୁ ଚେଷ୍ଟା କରିବେ । ସାମାଜିକ ସ୍ଥିତି ଓ ମାନସମ୍ମାନ ବଜାୟ ରହିବାସହ ଦାମ୍ପତ୍ୟ ସୁଖରେ ମଧୁରତା ଆସିବ । ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହେବାସହ ଦୂରଯାତ୍ରାର ସୁଯୋଗ ପାଇବେ ।

ମିଥୁନ: ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବା ଫଳରେ ଆଶା ଆକାଂକ୍ଷା ପୂର୍ଣ୍ଣହେବ । କର୍ମକ୍ଷେତ୍ରରେ ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ବଳ ହେବାସହ ଶାନ୍ତି ପାଇବେ। ଶରୀର ଭଲ ରହିବା ଯୋଗେ ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ଘଟିବ।

କର୍କଟ: ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍ ମନେକରି ପାଠପଢାରେ ମନଯୋଗ ଦେବେ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭ ହେବ ।

ସିଂହ: ବ୍ୟବସାୟରେ ଶୁଭଫଳ ମିଳିବ ନାହିଁ । କାହା ସହିତ କଳହ ହୋଇପାରେ । ସ୍ୱାମୀସ୍ତ୍ରୀ ମଧ୍ୟରେ ଉତ୍ତମ ବୁଝାମଣା ରହିବ ନାହିଁ । ସନ୍ତାନ ମାନଙ୍କ ପାଇଁ ବାପାମା’ ଚିନ୍ତାରେ ରହିବେ । ସ୍ୱାସ୍ଥ୍ୟ ଜନିତ ସମସ୍ୟା ଦେଖାଯିବାରୁ ବନ୍ଧୁ ସାହାଯ୍ୟ କରିବେ ।

କନ୍ୟା: ବ୍ୟବସାୟରେ ଲାଭ ପାଇବାରୁ ଘର ପାଇଁ ନୂତନ ବସ୍ତୁ କ୍ରୟ କରିବେ। ପଡୋଶୀଙ୍କ ସହିତ ଉତ୍ତମ ବୁଝାମଣା ରହିବ ଓ ସାଂସ୍କୃତିକ କାର୍ଯ୍ୟରେ ଯୋଗ ଦେବେ। ସ୍ୱାମୀ ସ୍ତ୍ରୀ ମଧ୍ୟରେ ପ୍ରେମଭାବ ସୃଷ୍ଟି ହେବ। ସୁସ୍ୱାଦୁ ଭୋଜନ କରିବେ ।

ତୁଳା: ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ରାଜନୀତିରେ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ ଓ ଦୂରଯାତ୍ରା କରି ମନ ଖୁସି ରହିବ ।

ବିଚ୍ଛା: ଶାରିରୀକ ସୁସ୍ଥତା ଦେଖା ଦେବା ସହ ମାନସିକ ଶାନ୍ତି ମିଳିବ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବା ସହ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ।

ଧନୁ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ମନ ଭଲ ରହିବ ଓ ଶତୃମାନେ ଦୂର ହେବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ ।

ମକର: ବାକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବାରୁ ସନ୍ତୁଷ୍ଟି ମିଳିବ । କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହ ସୁସମ୍ପର୍କ ଫଳରେ ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି । କାମ କାର୍ଯ୍ୟ ମାମଲାରେ ଦୂରସ୍ଥାନକୁ ଯିବାକୁ ପଡିବ । କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିପାରିବେ।

କୁମ୍ଭ: ଅଧ୍ୟୟନ, ଅଧ୍ୟାପନ ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରିବେ । କିଛି ଏମିତି ଲୋକଙ୍କ ସହିତ ମିଳନ ହେବ ଯେ ସେମାନେ ବିକାଶରେ ସାହାଯ୍ୟ କରିବେ । ଅତିରିକ୍ତ ଆୟର ଆବଶ୍ୟକତା ଅନୁଭବ କରି ଦୂରଯାତ୍ରା ଫଳରେ ହଇରାଣ ହରକତ ହେବାକୁ ପଡିବ ।

ମୀନ: ସନ୍ତାନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବା ସହ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢାଇବ । କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରିପାରିବେ । ପରିବାରରେ କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ । ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story