୨୩ ଅଗଷ୍ଟ,ମଙ୍ଗଳବାର: ପ୍ରତିଷ୍ଠା, ପ୍ରତିପତ୍ତି ଓ ମାନସମ୍ମାନ ବଢିବ

ମେଷ: ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିବେ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବା ସହ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ବ୍ୟବସାୟରେ କ୍ଷତି ଅପେକ୍ଷା ଲାଭର ପରିମାଣ ଅଧିକ ହେବ। ବୃଷ: ବନ୍ଧୁ ମିତ୍ରଙ୍କ ଆଗମନ ହେବା ସହ ପାରିବାରିକ କ୍ଷେତ୍ରରେ ସୁସମ୍ପର୍କ ବଜାୟ ରହିବ । କର୍ମକ୍ଷେତ୍ରରେ ସହଯୋଗ ପାଇ ମନ ଖୁସି ରହିବ ଓ ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ । […]

RASI

RASI

Niharika Rout
  • Published: Tuesday, 23 August 2022
  • Updated: 23 August 2022, 07:47 AM IST

Sports

Latest News

ମେଷ: ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିବେ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବା ସହ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ବ୍ୟବସାୟରେ କ୍ଷତି ଅପେକ୍ଷା ଲାଭର ପରିମାଣ ଅଧିକ ହେବ।

ବୃଷ: ବନ୍ଧୁ ମିତ୍ରଙ୍କ ଆଗମନ ହେବା ସହ ପାରିବାରିକ କ୍ଷେତ୍ରରେ ସୁସମ୍ପର୍କ ବଜାୟ ରହିବ । କର୍ମକ୍ଷେତ୍ରରେ ସହଯୋଗ ପାଇ ମନ ଖୁସି ରହିବ ଓ ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ ।

ମିଥୁନ: ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହୋଇ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ବଢିବ। କର୍ମକ୍ଷେତ୍ରରେ ପଦୋନ୍ନତି ଓ ବନ୍ଧୁ ଲାଭ ହୋଇପାରେ। ବ୍ୟବସାୟରେ ସଫଳତାପୂର୍ବକ ସମସ୍ୟାର ସମାଧାନ ହେବ।

କର୍କଟ: ସାହିତ୍ୟ, ସାମ୍ବାଦିକତା, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ପାରିବାରିକ ସ୍ନେହ ସହାନୁଭୂତି ପ୍ରାପ୍ତି ହେବ ଓ ଟଙ୍କାର ଆବଶ୍ୟକତା ପୂରଣ ହେବ। ବ୍ୟବସାୟ କ୍ଷେତ୍ରରେ ସଙ୍କଟଜନକ ପରିସ୍ଥିତିର ଅବସାନ ଘଟିବ ।

ସିଂହ: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ସମସ୍ୟାର ସମାଧାନ କରି ମାନସିକ ଶାନ୍ତି ପାଇବେ । ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଭଲ ହେବ । ପତିପତ୍ନୀଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବା ସହ ଋଣମୁକ୍ତିର ରାସ୍ତା ପରିଷ୍କାର ହେବ ।

କନ୍ୟା: ନିଜ କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିଷ୍କାର କରିବେ । ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ।

ତୁଳା: ବ୍ୟବସାୟ କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରି ସନ୍ତୋଷ ଲାଭ କରିବେ । କୋର୍ଟ କଚେରୀ ମାମଲାରେ ସଫଳ ହେବା ସହ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ।

ବିଚ୍ଛା: କାର୍ଯ୍ୟକ୍ଷେତ୍ରରେ ସଂଘର୍ଷ ଦେଇ ଗତି କଲେ ମଧ୍ୟ ସଫଳତା ପାଇବେ । ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ବ୍ୟବସାୟୀମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ ।

ଧନୁ: ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଦେଖାଦେବା ସହ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ।  ଜମିବାଡି ନେଇଥିବା କେତେକ ସମସ୍ୟାର ସମାଧାନ ହୋଇଯିବ । କର୍ମକ୍ଷେତ୍ରରେ ପଦୋନ୍ନତି ସହ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ ।

ମକର: ବୈଷୟିକ କ୍ଷେତ୍ରରେ ଧାଁଦୌଡ ଯୋଗୁ ଆଶାତୀତ ଧନ ଲାଭହେବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇପାରନ୍ତି।  ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ  ।

କୁମ୍ଭ: ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ । ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ । ବ୍ୟବସାୟରେ ଉନ୍ନତି ହେବା ସହ ଋଣ ପରିଶୋଧର ସୁଯୋଗ ପାଇବେ ।

ମୀନ: ପୁରାତନ ରୋଗରୁ ଉପଶମ ପାଇ ଶରୀର ସୁସ୍ଥ ରହିବ । ଛାତ୍ରଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତକାରରେ ବିଜୟୀ ହେବେ। ଭାବିଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିପାରନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story