Advertisment

୨୩ ଜୁନ୍‌, ଗୁରୁବାର: ସମସ୍ତ କାର୍ଯ୍ୟରେ ସଫଳତା ହାସଲ କରିବେ

ମେଷ: ନିଜର ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖା ଦେଇପାରେ । ବୃଷ: ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ଗୃହରେ କୌଣସି ମାଙ୍ଗଳିକ କାର୍ଯ୍ୟ ସମ୍ପନ୍ନ ହୋଇପାରେ। ମିଥୁନ: ବନ୍ଧୁ ମିତ୍ରଙ୍କର ସହଯୋଗରେ ନୂତନ କାର୍ଯ୍ୟ ଆରମ୍ଭ କରିବେ। ବିଗିଡି ଯାଇଥିବା କାର୍ଯ୍ୟ ସହଜରେ ସମ୍ପନ୍ନ ହେବ। କର୍କଟ: ଦିନଟି ଭଲରେ କଟିବ। ବିଦେଶରେ ଚାକିରି ପାଇଁ ପ୍ରୟାସ କରୁଥିବା […]

ଅଦ୍ୟତନ ହୋଇଛି
୭ ଜାନୁଆରୀ, ଶୁକ୍ରବାର: ସହକର୍ମୀ ଈର୍ଷାନ୍ୱିତ ହେବେ

RASI

Advertisment

ମେଷ: ନିଜର ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖା ଦେଇପାରେ ।

Advertisment

ବୃଷ: ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ଗୃହରେ କୌଣସି ମାଙ୍ଗଳିକ କାର୍ଯ୍ୟ ସମ୍ପନ୍ନ ହୋଇପାରେ।

ମିଥୁନ: ବନ୍ଧୁ ମିତ୍ରଙ୍କର ସହଯୋଗରେ ନୂତନ କାର୍ଯ୍ୟ ଆରମ୍ଭ କରିବେ। ବିଗିଡି ଯାଇଥିବା କାର୍ଯ୍ୟ ସହଜରେ ସମ୍ପନ୍ନ ହେବ।

Advertisment

କର୍କଟ: ଦିନଟି ଭଲରେ କଟିବ। ବିଦେଶରେ ଚାକିରି ପାଇଁ ପ୍ରୟାସ କରୁଥିବା ବ୍ୟକ୍ତିଙ୍କୁ ଶୁଭ ସମାଚାର ମିଳିପାରେ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ।

ସିଂହ: ସମସ୍ତ କାର୍ଯ୍ୟରେ ସଫଳତା ହାସଲ କରିବେ। ବ୍ୟବସାୟ ବାଣିଜ୍ୟରେ ଲାଭବାନ ହେବେ। ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ।

କନ୍ୟା: ନିଜର ମିଷ୍ଟ ବ୍ୟବହାରରେ ସବୁ କାମ କରିନେବେ। ଅନୁଷ୍ଠାନ ତରଫରୁ ଆପଣଙ୍କୁ କୌଣସି ବଡ଼ ଦାୟିତ୍ୱ ମିଳିବ।

ତୁଳା: ସାମ୍ବାଦିକମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ।

ବିଚ୍ଛା: ଶାରିରୀକ ସୁସ୍ଥତା ଦେଖା ଦେବ। ଆକସ୍ମିକ ଧନ ଲାଭ ହେବ। ସହକର୍ମୀଙ୍କ ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ।

ଧନୁ: କର୍ମକ୍ଷେତ୍ରରେ ବିବାଦ ଉପୁଜିପାର। ବ୍ୟବସାୟରେ ଲାଭବାନ ହେବେ। ଶାରିରୀକ ଅସୁସ୍ଥତା ଦେଖାଦେଇପାରେ, ସତର୍କ ରୁହନ୍ତୁ । ବ୍ୟବସାୟ କାର୍ଯ୍ୟରେ ଦୂର ସ୍ଥାନକୁ ଯାତ୍ରା କରିବେ।

ମକର: ଉପୁଜିଥିବା ପ୍ରତିବନ୍ଧକକୁ ବନ୍ଧୁଙ୍କ ମାଧ୍ୟମରେ ସମାଧାନ କରିବେ। ପୁରାତନ ରୋଗର ଉପଶମ ହେବ। ଜରୁରୀ କାର୍ଯ୍ୟରେ ବନ୍ଧୁ ସହଯୋଗର ହାତ ବଢ଼ାଇବେ।

କୁମ୍ଭ: କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ଦ୍ୱାରା ପ୍ରଶଂସିତ ହେବେ । ପ୍ରିୟଜନଙ୍କ ସହଯୋଗରେ ବ୍ୟବସାୟରେ ଆର୍ଥିକ ଲାଭ ପାଇବେ। ପରିବାର ସହିତ ଆଜି ପରିଭ୍ରମଣ ଯୋଗ ରହିଛି । ସୁସ୍ୱାଦୁ ଭୋଜନ କରିବେ।

ମୀନ: ବ୍ୟବସାୟ ଓ କର୍ମକ୍ଷେତ୍ରରେ ଲାଭ ପାଇବେ। ମାନସମ୍ମାନ ବୃଦ୍ଧି ପାଇବ। ବିଶିଷ୍ଟ ବ୍ୟକ୍ତିଙ୍କ ସହଯୋଗ ମିଳିବାରୁ ଆତ୍ମବଳ ବୃଦ୍ଧି ପାଇବ ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe