୨୩ ସେପ୍ଟେମ୍ବର, ଶୁକ୍ରବାର: ଶତ୍ରୁମାନେ ଆପଣଙ୍କ ସାମ୍ନା କରିପାରିବେନି

ମେଷ: ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବା ସହ କର୍ମ କ୍ଷେତ୍ରରେ ଉତ୍ସାହ ଉଦ୍ଦିପନା ବୃଦ୍ଧି ପାଇବ।  ସନ୍ତାନର ଉନ୍ନତି ଶୁଣି ଖୁସି ହେବେ ଓ ପାରିବାରିକ ଜୀବନ ସୁଖମୟ ହେବ । ଶତ୍ରୁ ନାଶ, ଧନପ୍ରାପ୍ତି ଓ ଉଚ୍ଚ ସମ୍ମାନର ଯୋଗ ରହିଛି  । ବୃଷ: ସ୍ୱାସ୍ଥ୍ୟରେ ଉନ୍ନତି ହେବାରୁ ମନ ଭଲ ରହିବ ଓ ପାରିବାରିକ ଜୀବନ ସୁଖଶାନ୍ତିରେ କଟିବ।  କର୍ମକ୍ଷେତ୍ରରେ ଶୁଭ ସୂଚନା ପାଇ ମାନସିକ ସ୍ଥିତି ସୁଦୃଢ ହେବା ।  ଛାତ୍ରଛାତ୍ରୀମାନଙ୍କର ଉଦ୍ୟମ […]

RASI

RASI

Niharika Rout
  • Published: Friday, 23 September 2022
  • Updated: 23 September 2022, 07:49 AM IST

Sports

Latest News

ମେଷ: ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବା ସହ କର୍ମ କ୍ଷେତ୍ରରେ ଉତ୍ସାହ ଉଦ୍ଦିପନା ବୃଦ୍ଧି ପାଇବ।  ସନ୍ତାନର ଉନ୍ନତି ଶୁଣି ଖୁସି ହେବେ ଓ ପାରିବାରିକ ଜୀବନ ସୁଖମୟ ହେବ । ଶତ୍ରୁ ନାଶ, ଧନପ୍ରାପ୍ତି ଓ ଉଚ୍ଚ ସମ୍ମାନର ଯୋଗ ରହିଛି  ।

ବୃଷ: ସ୍ୱାସ୍ଥ୍ୟରେ ଉନ୍ନତି ହେବାରୁ ମନ ଭଲ ରହିବ ଓ ପାରିବାରିକ ଜୀବନ ସୁଖଶାନ୍ତିରେ କଟିବ।  କର୍ମକ୍ଷେତ୍ରରେ ଶୁଭ ସୂଚନା ପାଇ ମାନସିକ ସ୍ଥିତି ସୁଦୃଢ ହେବା ।  ଛାତ୍ରଛାତ୍ରୀମାନଙ୍କର ଉଦ୍ୟମ ବଳରେ ସିଦ୍ଧି ପ୍ରାପ୍ତି ହେବ।

ମିଥୁନ:ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବା ପାଇଁ ଯୋଗାଯୋଗ କରିପାରିବେ  । ପରିବାରରେ ଶାନ୍ତିଶୃଙ୍ଖଳା ବୃଦ୍ଧି ହେବା ସହ ଗୃହରେ ଶାନ୍ତି ବିରାଜମାନ କରିବ । ନିଜ ବ୍ୟବହାର ଦ୍ୱାରା ବ୍ୟବସାୟରେ ବହୁତ ଲାଭ ହେବ।

କର୍କଟ: ସମ୍ପର୍କୀୟ ବନ୍ଧୁଙ୍କଠାରୁ ସାହାଯ୍ୟ ପାଇ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । ସାମାଜିକ, ଆଧ୍ୟାତ୍ମିକ ଓ ଧାର୍ମିକ କାର୍ଯ୍ୟରେ ସଂସ୍ଥାରେ ସାମିଲ ହୋଇପାରନ୍ତି । ମିଛ ଆଶା ଉପରେ ନିର୍ଭର ନ କରି ନିଜକୁ ନିୟନ୍ତ୍ରଣ କଲେ ଭଲ ଫଳ ପାଇବେ ।

ସିଂହ: ସମାଜ ସେବାରେ ସୁନାମ ଅର୍ଜନ କରିବେ ଓ ବ୍ୟବସାୟର ସ୍ଥିତି ସନ୍ତୋଷ ଜନକ ହେବ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବାସହ ସ୍ୱାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ମିତ୍ରଙ୍କ ସାହାଯ୍ୟ ସହଯୋଗ ପାଇ ଜାଗା, ଜମି କ୍ରୟ କରିବାର ସୁବିଧା ପାଇବେ ।

କନ୍ୟା: ସମସ୍ତ କ୍ଷେତ୍ରରେ ସଫଳତା ମିଳିବା ସହ ମାନସମ୍ମାନ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ । ପରିବାର ସମ୍ବନ୍ଧୀୟ ମହତ୍ୱପୂର୍ଣ୍ଣ ସମାଚାର ଶୁଣିବେ ଓ କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ । ସ୍ୱାସ୍ଥ୍ୟ ସମସ୍ୟା ସୁଧୁରିଯିବା ଫଳରେ ଖୁସି ହେବେ।

ତୁଳା: ପ୍ରତ୍ୟେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଓ କୂଟନୀତି ପ୍ରୟୋଗ କରି କାମ ହାସଲ କରି ପାରିବେ।  ବହୁ ପ୍ରତିକ୍ଷୀତ ଜିନିଷପତ୍ର ପାଇବାରେ କଳହର ସମ୍ମୁଖୀନ ହୋଇପାରନ୍ତି। ଅଫିସରେ କିମ୍ବା କର୍ମକ୍ଷେତ୍ରରେ ଗୁଡାଏ କାମ ହାତକୁ ନେଇ ବ୍ୟଥିତ ହେବେ କିନ୍ତୁ ଅପ୍ରିୟ ସତ୍ୟକଥା କହି ପ୍ରଶଂସିତ ହେବେ।

ବିଚ୍ଛା:  ମନ ଅସ୍ଥିର ରହିବ, କୌଣସି ବ୍ୟବହାର୍ଯ୍ୟ ମୂଲ୍ୟବାନ୍ ଜିନିଷ କିଣିବା ଦିଗରେ ମନ ବଳାଇପାରନ୍ତି। ଯେକୌଣସି କ୍ଷେତ୍ରରେ ହେଉନା କାହିଁକି ଆଜି ଆପଣ ପ୍ରତିଦ୍ୱନ୍ଦ୍ୱିତା କଲେ କିଛି ଲାଭ ହେବନାହିଁ। ଏଜେନ୍ସି, ସାମ୍ବାଦିକତା, ରାଜନୀତି ଓ ସାହିତ୍ୟ ପ୍ରଭୃତିରୁ ସୁଫଳ ପାଇବେ।

ଧନୁ:  ପ୍ରତ୍ୟେକ କାର୍ଯ୍ୟରେ ଶୁଭଫଳ ପାଇବେ । ଲାଗିରହିଥିବା ସମସ୍ୟା ଦୂର ହୋଇଯିବ। ପ୍ରତ୍ୟେକ କ୍ଷେତ୍ରରେ ପରୋକ୍ଷ ଶତ୍ରୁତାର ପ୍ରଭାବ ଅନୁଭବ କରିବାକୁ ପଡିପାରେ । ଅନ୍ୟମନସ୍କତା ଯୋଗୁଁ କୌଣସି ଜିନିଷ ହଜିଯିବାର ସମ୍ଭାବନା ରହିଛି, କର୍ମକ୍ଷେତ୍ରରେ ଅଧସ୍ତନ କର୍ମଚାରୀଙ୍କ ଦ୍ୱାରା କାର୍ଯ୍ୟ ସାଧନ କରିବେ।

ମକର: କୌଣସି କାମରେ ଦୂରସ୍ଥାନକୁ ଯାଇପାରନ୍ତି । କର୍ମକ୍ଷେତ୍ରରେ ସହକର୍ମୀଙ୍କ କାମରେ ଅସନ୍ତୁଷ୍ଟ ହୋଇପାରନ୍ତି । ପାରିବାରିକ ଜୀବନରେ ସ୍ତ୍ରୀଙ୍କ ସହ ମତାନ୍ତର ସୃଷ୍ଟି ହେବାର ସମ୍ଭାବନା ରହିଛି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ।

କୁମ୍ଭ : ସରକାରୀ କ୍ଷେତ୍ରରେ ଉନ୍ନତି ହେବା ସହ ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ବିଦେଶ ଯାତ୍ରାରେ ଯଶ ଲାଭ ଓ ନୂତନ ବାହନ ଆଦି ପ୍ରାପ୍ତି ହେବାର ଯୋଗ ଅଛି। ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ ।

ମୀନ: ଶତ୍ରୁମାନେ  ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ । କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ଯାନବାହାନରେ ଭ୍ରମଣ କଲା ବେଳେ  ସତର୍କ ରହିବା ଉଚିତ୍ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story