୨୩ ଏପ୍ରିଲ୍,ମଙ୍ଗଳବାର: ଗୁରୁଜନଙ୍କ ଆଶୀର୍ବାଦ ମିଳିବ

ମେଷ: ବ୍ୟସ୍ତତା ଭିତରେ ଦିନଟି କଟିବ। ଦୁର୍ଘଟଣାର ଯୋଗ ରହିଛି। ସତର୍କ ରୁହନ୍ତୁ। ଅଜଣା ବ୍ୟକ୍ତିଙ୍କୁ ବିଶ୍ୱାସ କରନ୍ତୁ ନାହିଁ। ବୃଷ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ବନ୍ଧୁଙ୍କ ସହ ଦେଖା ହୋଇପାରେ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ମିଥୁନ: ପରିବାର ସଦସ୍ୟଙ୍କ ସହଯୋଗ ମିଳିବ। ପାରିବାରିରେ ହସଖୁସିର ପରିବେଶ ରହିବ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। କର୍କଟ: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ମଧ୍ୟାହ୍ଣ ପରେ ଶୁଭ ଖବର ମିଳିପାରେ। ମାନ-ସମ୍ମାନ ବୃଦ୍ଧି ପାଇବ। ସିଂହ: ଅଟକି ରହିଥିବା ଅର୍ଥ ଫେରି […]

astro

Jyoshna Pradhan
  • Published: Tuesday, 23 April 2019
  • , Updated: 23 April 2019, 07:24 AM IST

ମେଷ: ବ୍ୟସ୍ତତା ଭିତରେ ଦିନଟି କଟିବ। ଦୁର୍ଘଟଣାର ଯୋଗ ରହିଛି। ସତର୍କ ରୁହନ୍ତୁ। ଅଜଣା ବ୍ୟକ୍ତିଙ୍କୁ ବିଶ୍ୱାସ କରନ୍ତୁ ନାହିଁ।

ବୃଷ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ବନ୍ଧୁଙ୍କ ସହ ଦେଖା ହୋଇପାରେ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି।

ମିଥୁନ: ପରିବାର ସଦସ୍ୟଙ୍କ ସହଯୋଗ ମିଳିବ। ପାରିବାରିରେ ହସଖୁସିର ପରିବେଶ ରହିବ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

କର୍କଟ: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ମଧ୍ୟାହ୍ଣ ପରେ ଶୁଭ ଖବର ମିଳିପାରେ। ମାନ-ସମ୍ମାନ ବୃଦ୍ଧି ପାଇବ।

ସିଂହ: ଅଟକି ରହିଥିବା ଅର୍ଥ ଫେରି ପାଇପାରନ୍ତି। ପିଲାଙ୍କୁ ନେଇ ଖୁସି ଅନୁଭବ କରିବେ। ପର୍ଯ୍ୟଟନ ସ୍ଥାନକୁ ବୁଲି ଯିବାକୁ ଆୟୋଜନ କରିପାରନ୍ତି।

କନ୍ୟା: ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଛାତ୍ରଛାତ୍ରୀମାନେ ପାଠପଢ଼ାରେ ସଫଳତା ପାଇବେ।

ତୁଳା:  ବନ୍ଧୁଙ୍କ ସହଯୋଗ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। ନୂତନ ବସ୍ତ୍ର କିଣିପାରନ୍ତି।

ବିଚ୍ଛା:  ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଜୀବନସାଥୀଙ୍କ ସହଯୋଗ ମିଳିବ।

ଧନୁ:  ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଯାତ୍ରା କରନ୍ତୁ ନାହିଁ।

ମକର: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଖର୍ଚ୍ଚ ବଢ଼ିବ।

କୁମ୍ଭ:  ଧନପ୍ରାପ୍ତିର ଯୋଗ ରହିଛି। ପରିବାର ସଦସ୍ୟଙ୍କ ସହ ବାହାରକୁ ବୁଲିବାକୁ ଯାଇପାରନ୍ତି। ଅଳସୁଆ ଅନୁଭବ କରିବେ।

ମୀନ: ନୂତନ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ମନରେ ଏକାଗ୍ରତା ବଢ଼ିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

Related story