୨୩ ଡିସେମ୍ୱର, ରବିବାର:ପାଣିଠାରୁ ଦୂରେଇ ରୁହନ୍ତୁ

ମେଷ: ମନ ଚଞ୍ଚଳ ରହିବ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ବୃଷ: ପରିବାରରେ ହସଖୁସିର ବାତାବରଣ ରହିବ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ସ୍ୱାସ୍ଥ୍ୟ ଭଲ ରହିବ। ମିଥୁନ:ଆର୍ଥିକ ସ୍ଥିତି ଭଲ ରହିବ। ମନ ପ୍ରଫୁଲ୍ଲ ରହିବ। ବନ୍ଧୁଙ୍କ ସହ ସାକ୍ଷାତ କରିବେ। କର୍କଟ:ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଖର୍ଚ୍ଚ ବଢ଼ିବ। ସିଂହ:ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି। ଦାମ୍ପତ୍ୟ ଜୀବନ ଖୁସିରେ […]

Rasi-Fala-2-1-1-3-2-1-2-1-2-1-1-3-3-1-1-1-1-1-1-2-1-1-4

Jyoshna Pradhan
  • Published: Sunday, 23 December 2018
  • , Updated: 23 December 2018, 07:24 AM IST

ମେଷ: ମନ ଚଞ୍ଚଳ ରହିବ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ବୃଷ: ପରିବାରରେ ହସଖୁସିର ବାତାବରଣ ରହିବ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ସ୍ୱାସ୍ଥ୍ୟ ଭଲ ରହିବ।

ମିଥୁନ:ଆର୍ଥିକ ସ୍ଥିତି ଭଲ ରହିବ। ମନ ପ୍ରଫୁଲ୍ଲ ରହିବ। ବନ୍ଧୁଙ୍କ ସହ ସାକ୍ଷାତ କରିବେ।

କର୍କଟ:ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଖର୍ଚ୍ଚ ବଢ଼ିବ।

ସିଂହ:ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।

କନ୍ୟା: ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

ତୁଳା: ବୌଦ୍ଧିକ ଚର୍ଚ୍ଚାରେ ଯୋଗ ଦେଇପାରନ୍ତି। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ପିଲାଙ୍କୁ ନେଇ ଚିନ୍ତିତ ରହିବେ।

ବିଚ୍ଛା:ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ପାଣିଠାରୁ ଦୂରେଇ ରୁହନ୍ତୁ।

 ଧନୁ: ଦିନଟି ଭଲରେ କଟିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ବନ୍ଧୁଙ୍କ ସହ ସମୟ ବିତାଇବେ।

 ମକର:ମାନ-ସମ୍ମାନ ମିଳିବ। ଧନପ୍ରାପ୍ତି ଯୋଗ ରହିଛି। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

 କୁମ୍ଭ:ଅଟକି ରହିଥିକା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ନୂତନ ଯାନବାହନ କିଣିପାରନ୍ତି। ଖାଦ୍ୟପେୟର ଯତ୍ନ ନିଅନ୍ତୁ।

 ମୀନ:ଅଳସୁଆ ଅନୁଭବ କରିବେ। ମାଆଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଇଶ୍ୱରଙ୍କୁ ଆରାଧନା କରନ୍ତୁ।

Related story