୨୩ ଫେବ୍ରୁଆରୀ, ଗୁରୁବାର: ବଡଭାଇ ପଣିଆ ଦେଖାଇଲେ ହଇରାଣ ହେବେ

କର୍ମକ୍ଷେତ୍ରରେ ଖୁସି ଖବର ମିଳିଲେ ମଧ୍ୟ ସ୍ୱାସ୍ଥ୍ୟଜନିତ ସମସ୍ୟା ଦେଖାଯିବ। ପୂଜାକାର୍ଯ୍ୟ ପାଇଁ ଦୂରସ୍ଥାନକୁ ଯାତ୍ରା କରିବେ ଓ ସୁସ୍ୱାଦୁ ଭୋଜନ କରିବେ ।

Rasi PhotoOR

Rasi

Niharika Rout
  • Published: Thursday, 23 February 2023
  • Updated: 23 February 2023, 07:39 AM IST

Sports

Latest News

ମେଷ: ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ଛାତ୍ରଛାତ୍ରୀମାନଙ୍କର ସୁଖ୍ୟାତି ଲାଭ ହେବ । ମାତ୍ର ତତ୍ପର ହେବା ଆବଶ୍ୟକ । ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନ ଦେଇ ବ୍ୟାୟାମ କରିବା ଆବଶ୍ୟକ।

ବୃଷ: ବ୍ୟବସାୟରେ ବହୁତ ଦିନର ବାକି ପଡିଥିବା ଅର୍ଥ ପାଇବା ସହ ଆୟର ମାର୍ଗ ପ୍ରଶସ୍ତ ହେବ । ରାଜନୀତିରେ ପରିଶ୍ରମ ଦ୍ୱାରା କାର୍ଯ୍ୟ ସଫଳ ହେବ ଓ କର୍ମକ୍ଷେତ୍ରରେ ଅଧିକାରୀ ପ୍ରସନ୍ନ ରହିବେ । ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବାସହ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ ।

ମିଥୁନ: ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରିପାରିବେ। ବିଦେଶ ଯାତ୍ରାରେ ଯଶଲାଭ, ମାନସମ୍ମାନ ବୃଦ୍ଧି, ସୁଖ ସମୃଦ୍ଧି ବୃଦ୍ଧି ହେବ । ଯେକୌଣସି ନୂତନ କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ, ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭ ହେବ।

କର୍କଟ : ପରିବାରରେ ହସଖୁସିରେ ସମୟ ଅତିବାହିତ କରିବେ ଓ ଘରକୁ ବନ୍ଧୁଙ୍କର ଆଗମନ ହେବ । ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ସୁସ୍ୱାଦୁ ଭୋଜନ କରିବେ । ଛାତ୍ରଛାତ୍ରୀମାନେ ପାଠପଢ଼ାରେ ଉନ୍ନତି କରିବେ ।

ସିଂହ : ଦୂରସ୍ଥାନକୁ ଯାତ୍ରା କଲାବେଳେ ସତର୍କ ରୁହନ୍ତୁ। କାହା ସହିତ କଳହ କରନ୍ତୁ ନାହିଁ । ବ୍ୟବସାୟରେ ଲାଭ ପାଇବେ ନାହିଁ । ନିର୍ମାଣାଧୀନ କାର୍ଯ୍ୟ ଅଧାରେ ଅଟକିବ। ପରିବାରରେ ଛୋଟ କଥାକୁ ନେଇ ଅଶାନ୍ତି ଦେଖାଯିବ।

କନ୍ୟା : ବାକି ପଡ଼ିଥିବା ଅର୍ଥ ହାତକୁ ଆସିବାରୁ ମନ ଖୁସି ରହିବ। ଛାତ୍ରଛାତ୍ରୀ ମାନେ ପାଠପଢାରେ ଉନ୍ନତି କରିବା ସହିତ ଚାକିରି କ୍ଷେତ୍ରରେ ସୁଯୋଗ ପାଇବେ । ପୂଜାକାର୍ଯ୍ୟରେ ଅଧିକ ସମୟ ଦେବେ ଓ ସୁସ୍ୱାଦୁ ଭୋଜନ କରିବେ।

ତୁଳା : ବହୁଦିନର ଦୂର ବନ୍ଧୁଙ୍କ ସହିତ ମିଳନ ହେବାରୁ ବ୍ୟବସାୟ ପାଇଁ ସାହାଯ୍ୟ ମାଗିପାରନ୍ତି । ମାଙ୍ଗଳିକ କାର୍ଯ୍ୟ ହେଇପାରୁ ନ ଥିବାରୁ ବ୍ୟସ୍ତତା ବୃଦ୍ଧି ହେବ। ବ୍ୟବସାୟରେ ବାକି ପଡିଥିବା ପଇସା ପାଇଁ ଚିନ୍ତା ବୃଦ୍ଧି ହେବ ।

ବିଛା : ଉଚ୍ଚ ଅଧିକାରୀଙ୍କ ସହିତ ସମ୍ପର୍କ ସୁଦୃଢ ହେବ । ଫଳରେ ମନ ଖୁସି ରହିବ । ରାଜନୀତିରେ ଥିବା ବ୍ୟକ୍ତି ଅଧିକ ପରିଶ୍ରମ କରି ସଫଳତା ପାଇପାରିବେ । ଦୂରସ୍ଥାନକୁ ଗଲାବେଳେ ସାବଧାନତାର ସହିତ ଯାଆନ୍ତୁ ।

ଧନୁ : କର୍ମକ୍ଷେତ୍ରରେ ଖୁସି ଖବର ମିଳିଲେ ମଧ୍ୟ ସ୍ୱାସ୍ଥ୍ୟଜନିତ ସମସ୍ୟା ଦେଖାଯିବ। ପୂଜାକାର୍ଯ୍ୟ ପାଇଁ ଦୂରସ୍ଥାନକୁ ଯାତ୍ରା କରିବେ ଓ ସୁସ୍ୱାଦୁ ଭୋଜନ କରିବେ । କୌଣସି ସଂଗଠନର ଦାୟିତ୍ୱ ନିର୍ବାହ କରି ପ୍ରଶଂସା ପାଇବେ ।

ମକର: ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବା ସହ ପ୍ରଶଂସିତ ହେବେ।

କୁମ୍ଭ: ରାଜନୀତି କ୍ଷେତ୍ରରେ ବନ୍ଧୁ ମିତ୍ର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷା ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । ବଡଭାଇ ପଣିଆ ଦେଖାଇଲେ ନିଜେ ହଇରାଣ ହୋଇ ପାରନ୍ତି। 

ମୀନ: ଶାରିରୀକ ଅସୁସ୍ଥତା ଦୂରହେବା ସହ ସାମାଜିକ କ୍ଷେତ୍ରରେ ନିଜର ପରାକ୍ରମ ବଢିବ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିଷ୍କାର କରିବେ । ନିର୍ମାଣମୂଳକ ଯୋଜନାରେ ଆଗେଇ ପାରିବେ ଓ ପାରିବାରିକ ଜୀବନ ସୁଖରେ କଟିବ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story