୨୩ ଜାନୁଆରୀ, ମଙ୍ଗଳବାର: ପଡୋଶୀମାନେ ପଛରେ ନିନ୍ଦା କରିପାରନ୍ତି

ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ଉଚ୍ଚ ସମ୍ଭବନାର ଆଶା ଆଶ୍ୱସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ।

Rashi

Representational Image

Niharika Rout
  • Published: Tuesday, 23 January 2024
  • Updated: 23 January 2024, 07:43 AM IST

Sports

Latest News

ମେଷ: ସମସ୍ତ ସମସ୍ୟାର ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ସାଙ୍ଗସାଥିମାନେ ସାହାଯ୍ୟ କରିବା ଫଳରେ ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣ କରି ବେଶ୍ ଆନନ୍ଦ ଅନୁଭବ କରିବେ ।

ବୃଷ: ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ଉଚ୍ଚ ସମ୍ଭବନାର ଆଶା ଆଶ୍ୱସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ପାରିବାରିକ ଜୀବନ ସୁଖରେ କାଟିବେ ଓ ଯାତ୍ରା ଫଳରେ ଉତ୍ସାହିତ ହେବେ ।

ମିଥୁନ:  ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିପାରିବେ । ସରକାରୀ ସାହାଯ୍ୟ ପାଇବା ଫଳରେ ଉତ୍ସାହ ଉଦ୍ଦିପନା ବୃଦ୍ଧି ପାଇବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା କାଏମ ରହିବ।

କର୍କଟ: ଭଲଭାବରେ ଚିନ୍ତାକରି କାମକଲେ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ । ବ୍ୟବସାୟରେ ଉଚିତ୍ ପନ୍ଥା ଗ୍ରହଣ କରି ଲାଭବାନ ହେବେ ଓ ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି।

ସିଂହ: ଶାରିରୀକ ଅସୁସ୍ଥତା ଦୂର ହେବାସହ କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିସ୍କାର କରିବେ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପୁରାତନ ରୋଗ ପ୍ରକୋପର ଉପଶମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ।

ବିଛା: କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ। କିନ୍ତୁ ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର: ସ୍ୱାସ୍ଥ୍ୟ ସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ । ବ୍ୟବସାୟୀମାନଙ୍କର କାରବାର ବଢିବା ସହ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବା ଫଳରେ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ ।

କୁମ୍ଭ: ବ୍ୟବସାୟରେ ଭଲ ଲାଭ ପାଇବା ସହ ଖର୍ଚ୍ଚ ତୁଳନାରେ ଆୟ ବହୁତ ହେବ । ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନ ଯୋଗଦେଇ ଶୁଭ ସୂଚନା ପାଇବେ । ସରକାରୀ କର୍ମଚାରୀ ମାନଙ୍କର କର୍ମକ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବା ଫଳରେ ପ୍ରଶଂସିତ ହେବେ ।

ମୀନ:  ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ କୌଶଳକ୍ରମେ ସମାଧାନ କରିବେ। ରାଜନୀତି କ୍ଷେତ୍ରରେ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତ ହେବ। ସତର୍କ ନ ହେଲେ ବ୍ୟବସାୟରେ ଉଧାର ଦେଇ ଫେରି ପାଇବା କଷ୍ଟ ହେବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story