୨୩ ଜାନୁଆରୀ,ବୁଧବାର: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ

ମେଷ: ଅଳସୁଆ ଅନୁଭବ କରିବେ। କୌଣସି କାମ କରିବାକୁ ଇଚ୍ଛା ହେବ ନାହିଁ। ଘରକୁ ଅତିଥି ଆସି ପାରନ୍ତି। ବ୍ୟସ୍ତତା ଭିତରେ ଦିନଟି କଟିବ। ବୃଷ: ଦ୍ୱନ୍ଦ୍ୱ ଭିତରେ ରହିବେ। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ମିଥୁନ: ମିଠା କଥା କହି ଲୋକଙ୍କ ମନ ଜିତିବେ। ଅଧିକ ପରିଶ୍ରମ କରିବେ। ପାଚନ ତନ୍ତ୍ରରେ କଷ୍ଟ ଅନୁଭବ କରିବେ। କର୍କଟ: ନୂତନ କାର୍ଯ୍ୟ ପାଇଁ ଯୋଜନା କରିପାରନ୍ତି। ଖର୍ଚ୍ଚ ବଢ଼ିବ। ଅଟକି […]

Rasi-Fala-2-1-1-3-2-1-2-1-2-1-1-3-3-1-1-1-1-1-1-2-1-1-4-4-1-2-2-3-2-1-1-1-1-2

Tapaswini Nayak
  • Published: Wednesday, 23 January 2019
  • , Updated: 23 January 2019, 07:29 AM IST

ମେଷ: ଅଳସୁଆ ଅନୁଭବ କରିବେ। କୌଣସି କାମ କରିବାକୁ ଇଚ୍ଛା ହେବ ନାହିଁ। ଘରକୁ ଅତିଥି ଆସି ପାରନ୍ତି। ବ୍ୟସ୍ତତା ଭିତରେ ଦିନଟି କଟିବ।

ବୃଷ: ଦ୍ୱନ୍ଦ୍ୱ ଭିତରେ ରହିବେ। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

ମିଥୁନ: ମିଠା କଥା କହି ଲୋକଙ୍କ ମନ ଜିତିବେ। ଅଧିକ ପରିଶ୍ରମ କରିବେ। ପାଚନ ତନ୍ତ୍ରରେ କଷ୍ଟ ଅନୁଭବ କରିବେ।

କର୍କଟ: ନୂତନ କାର୍ଯ୍ୟ ପାଇଁ ଯୋଜନା କରିପାରନ୍ତି। ଖର୍ଚ୍ଚ ବଢ଼ିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ।

ସିଂହ: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଭାଗ୍ୟ ବୃଦ୍ଧି ହେବ।

କନ୍ୟା: ଦିନଟି ଭଲରେ କଟିବ। ସୁସ୍ଥ ରହିବେ। ମାଆ ଲକ୍ଷ୍ମୀଙ୍କ ଆଶୀର୍ବାଦ ମିଳିବ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।

ତୁଳା: ବନ୍ଧୁଙ୍କ ସହ ଦେଖା ହୋଇପାରେ। ପରିବାର ସଦସ୍ୟଙ୍କ ସହ ଖୁସିରେ ଦିନଟି କାଟିବେ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।

ବିଚ୍ଛା: ବ୍ୟବସାୟରେ ଆଶା ମୁତାବକ ଫଳ ମିଳିବ। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ସ୍ୱାସ୍ଥ୍ୟ ଭଲ ରହିବ।

ଧନୁ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଧନପ୍ରାପ୍ତି ଯୋଗ ରହିଛି। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

ମକର: ନକାରାତ୍ମକ ଚିନ୍ତାଧାରାଠାରୁ ଦୂରେଇ ରୁହନ୍ତୁ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। କୁକୁରକୁ ଖାଇବାକୁ ଦିଅନ୍ତୁ।

କୁମ୍ଭ: ଆତ୍ମବିଶ୍ୱାସ ବଢ଼ିବ। ଆଜି ଯେକୌଣସି କାର୍ଯ୍ୟ କଲେ ସଫଳ ହେବ। ଯାତ୍ରା କରିପାରନ୍ତି। ନୂଆ ପୋଷାକ କିଣିପାରନ୍ତି।

ମୀନ: ବୌଦ୍ଧିକ ଚର୍ଚ୍ଚାରେ ଯୋଗ ଦେଇପାରନ୍ତି। ପିଲାଙ୍କ ପାଠପଢ଼ାକୁ ନେଇ ଚିନ୍ତିତ ରହିବେ। ଅଯଥା ଖର୍ଚ୍ଚଠାରୁ ଦୂରେଇ ରୁହନ୍ତୁ।

Related story