୨୩ ଅକ୍ଟୋବର, ମଙ୍ଗଳବାର: ଗୁରୁଜନଙ୍କ ଆଶୀର୍ବାଦ ମିଳିବ

ମେଷ: ଅସୁସ୍ଥ ଅନୁଭବ କରିବେ। ଖର୍ଚ୍ଚ ବଢ଼ିବ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ବୃଷ: ପରିବାରରେ ହସ ଖୁସିର ବାତାବରଣ ରହିବ। ବ୍ୟବସାୟରେ ଲାଭ ମିଳିବ। ଦାମ୍ପତ୍ୟ ଜୀବନ ହସଖୁସିରେ କଟିବ।

ମିଥୁନ: ମାନ-ସମ୍ମାନ ମିଳିବ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ପିଲାଙ୍କୁ ନେଇ ଚିନ୍ତିତ ରହିବେ।

କର୍କଟ: ଘରେ ମାଙ୍ଗଳିକ କାର୍ଯ୍ୟ କରିପାରନ୍ତି। ଭାଗ୍ୟରେ ପରିବର୍ତ୍ତନ ଘଟିବ। ବିଦେଶ ଯାତ୍ରାର ଯୋଗ ରହିଛି।

ସିଂହ: ଖାଦ୍ୟପେୟ ଉପରେ ଧ୍ୟାନ ରଖନ୍ତୁ। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ଧନପ୍ରାପ୍ତି ଯୋଗ ରହିଛି।

 କନ୍ୟା: ଦିନଟି ଭଲରେ କଟିବ। ଯାନବାହନ କିଣି ପାରନ୍ତି। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି।

 ତୁଳା: ଜୀବନ ସାଥୀଙ୍କ ସହ ଝଗଡ଼ା ହୋଇପାରେ। ଚାକିରିରେ ପଦୋନ୍ନତିର ଯୋଗ ରହିଛି। ମନୋରଞ୍ଜନ ପାଇଁ କୌଣସି ସ୍ଥାନକୁ ଯାତ୍ରା କରିପାରନ୍ତି।

ବିଛା: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଆଖିରେ ଯନ୍ତ୍ରଣା ଅନୁଭବ କରିବେ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ।

ଧନୁ: ଚିନ୍ତିତ ରହିବେ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ବୁଝି ବଚାରି ନିଷ୍ପତ୍ତି ନିଅନ୍ତୁ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

ମକର: ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ସ୍ୱାଦିଷ୍ଟ ଭୋଜନ ଖାଇପାରନ୍ତି।

କୁମ୍ଭ: ବନ୍ଧୁଙ୍କ ସହ କୌଣସି ସ୍ଥାନକୁ ଯାତ୍ରା କରିପାରନ୍ତି। ବିବାହ ସ୍ଥିର ହୋଇପାରେ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ପରିବାରରେ ହସ ଖୁସିର ବାତାବରଣ ରହିବ।

ମୀନ: ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ଆର୍ଥିକ ସ୍ଥିତି ଖରାପ ହେବ ଓ ଅଯଥା ଖର୍ଚ୍ଚାନ୍ତ ହୋଇପାରନ୍ତି। ଉପହାର ମିଳିବ।

ଆହୁରି ପଢ଼ନ୍ତୁ

ସିରାଜ ଓ ଚହଲଙ୍କ ଚମକ, ୮୪ ରନରେ ଅଟକିଲା କୋଲକାତା

ଟସ୍ ଜିତିଲା କେକେଆର୍, ରସେଲ୍‌ ଆଉଟ୍

ଚେନ୍ନାଇକୁ ବଡ଼ ଝଟକା: ଆଇପିଏଲରୁ ବ୍ରାଭୋ ଆଉଟ

ରିଲିଜ୍ ପୂର୍ବରୁ ବିବାଦରେ ଫସିଲା ଅକ୍ଷୟ ଓ କିଆରାଙ୍କ ଫିଲ୍ମ ‘ଲକ୍ଷ୍ମୀ ବମ୍’

କରୋନା ଚିକିତ୍ସାରେ କାମ ଦେଉନି ପ୍ଲାଜମା ଥେରାପି

୨୧ଅକ୍ଟୋବର,ବୁଧବାର; କଥା ଉପରେ ନିୟନ୍ତ୍ରଣ ରଖନ୍ତୁ

ପୁଣି ଶତକ ମାରିଲେ ଧୱନ, ପଞ୍ଜାବ ଆଗରେ ୧୬୫ ରନ୍‌ର ଟାର୍ଗେଟ

ପ୍ରଥମେ ବ୍ୟାଟିଂ କରିବ ଦିଲ୍ଲୀ: ଡେବ୍ୟୁ କରିବେ ସାମ୍ସ, କମବ୍ୟାକ୍‌ କଲେ ପନ୍ତ

ପାରିବାରିକ ବିବାଦ ଯୋଗୁ ଲଣ୍ଡନ ଚାଲି ଯାଇଛନ୍ତି କି ସିନ୍ଧୁ? ଦେଲେ ସ୍ପଷ୍ଟୀକରଣ

ଆଜି ସନ୍ଧ୍ୟାରେ ଦେଶବାସୀଙ୍କୁ କ’ଣ କହିବେ ପ୍ରଧାନମନ୍ତ୍ରୀ ମୋଦି

ମହିଳା ନେତ୍ରୀଙ୍କୁ ‘ଆଇଟମ୍’ କହି ବିବାଦରେ କମଲନାଥ, ଜବାବ ଦେଲେ ଶିବରାଜ

୨୦ ଅକ୍ଟୋବର,ମଙ୍ଗଳବାର: ସାମାଜିକ ପ୍ରତିଷ୍ଠା ବଢ଼ିବ