୨୩ ଅକ୍ଟୋବର, ମଙ୍ଗଳବାର: ଗୁରୁଜନଙ୍କ ଆଶୀର୍ବାଦ ମିଳିବ

ମେଷ: ଅସୁସ୍ଥ ଅନୁଭବ କରିବେ। ଖର୍ଚ୍ଚ ବଢ଼ିବ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ବୃଷ: ପରିବାରରେ ହସ ଖୁସିର ବାତାବରଣ ରହିବ। ବ୍ୟବସାୟରେ ଲାଭ ମିଳିବ। ଦାମ୍ପତ୍ୟ ଜୀବନ ହସଖୁସିରେ କଟିବ। ମିଥୁନ: ମାନ-ସମ୍ମାନ ମିଳିବ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ପିଲାଙ୍କୁ ନେଇ ଚିନ୍ତିତ ରହିବେ। କର୍କଟ: ଘରେ ମାଙ୍ଗଳିକ କାର୍ଯ୍ୟ କରିପାରନ୍ତି। ଭାଗ୍ୟରେ ପରିବର୍ତ୍ତନ ଘଟିବ। ବିଦେଶ ଯାତ୍ରାର ଯୋଗ ରହିଛି। ସିଂହ: ଖାଦ୍ୟପେୟ ଉପରେ ଧ୍ୟାନ ରଖନ୍ତୁ। […]

Rasi-Fala

Rasi-Fala

Rakesh Mallick
  • Published: Tuesday, 23 October 2018
  • Updated: 23 October 2018, 07:58 AM IST

ମେଷ: ଅସୁସ୍ଥ ଅନୁଭବ କରିବେ। ଖର୍ଚ୍ଚ ବଢ଼ିବ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ବୃଷ: ପରିବାରରେ ହସ ଖୁସିର ବାତାବରଣ ରହିବ। ବ୍ୟବସାୟରେ ଲାଭ ମିଳିବ। ଦାମ୍ପତ୍ୟ ଜୀବନ ହସଖୁସିରେ କଟିବ।

ମିଥୁନ: ମାନ-ସମ୍ମାନ ମିଳିବ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ପିଲାଙ୍କୁ ନେଇ ଚିନ୍ତିତ ରହିବେ।

କର୍କଟ: ଘରେ ମାଙ୍ଗଳିକ କାର୍ଯ୍ୟ କରିପାରନ୍ତି। ଭାଗ୍ୟରେ ପରିବର୍ତ୍ତନ ଘଟିବ। ବିଦେଶ ଯାତ୍ରାର ଯୋଗ ରହିଛି।

ସିଂହ: ଖାଦ୍ୟପେୟ ଉପରେ ଧ୍ୟାନ ରଖନ୍ତୁ। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ଧନପ୍ରାପ୍ତି ଯୋଗ ରହିଛି।

 କନ୍ୟା: ଦିନଟି ଭଲରେ କଟିବ। ଯାନବାହନ କିଣି ପାରନ୍ତି। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି।

 ତୁଳା: ଜୀବନ ସାଥୀଙ୍କ ସହ ଝଗଡ଼ା ହୋଇପାରେ। ଚାକିରିରେ ପଦୋନ୍ନତିର ଯୋଗ ରହିଛି। ମନୋରଞ୍ଜନ ପାଇଁ କୌଣସି ସ୍ଥାନକୁ ଯାତ୍ରା କରିପାରନ୍ତି।

ବିଛା: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଆଖିରେ ଯନ୍ତ୍ରଣା ଅନୁଭବ କରିବେ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ।

ଧନୁ: ଚିନ୍ତିତ ରହିବେ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ବୁଝି ବଚାରି ନିଷ୍ପତ୍ତି ନିଅନ୍ତୁ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

ମକର: ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ସ୍ୱାଦିଷ୍ଟ ଭୋଜନ ଖାଇପାରନ୍ତି।

କୁମ୍ଭ: ବନ୍ଧୁଙ୍କ ସହ କୌଣସି ସ୍ଥାନକୁ ଯାତ୍ରା କରିପାରନ୍ତି। ବିବାହ ସ୍ଥିର ହୋଇପାରେ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ପରିବାରରେ ହସ ଖୁସିର ବାତାବରଣ ରହିବ।

ମୀନ: ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ଆର୍ଥିକ ସ୍ଥିତି ଖରାପ ହେବ ଓ ଅଯଥା ଖର୍ଚ୍ଚାନ୍ତ ହୋଇପାରନ୍ତି। ଉପହାର ମିଳିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story