୨୩ ସେପ୍ଟେମ୍ବର, ଶନିବାର: ପାରିବାରିକ ଜୀବନ ସୁଖମୟ ହେବ

କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ରାଜନେତାମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ ଶାରିରୀକ ଏବଂ ମାନସିକ କଷ୍ଟ ଭୋଗିପାରନ୍ତି ।

Rashi

Representational Image

Niharika Rout
  • Published: Saturday, 23 September 2023
  • Updated: 23 September 2023, 07:41 AM IST

Sports

Latest News

ମେଷ: କଠିନ ପରିଶ୍ରମ କରିବା ଫଳରେ ଉପରିସ୍ଥ କର୍ମଚାରୀମାନଙ୍କ ପ୍ରିୟଭାଜନ ହୋଇପାରିବେ । ବକେୟା ଅର୍ଥ ପ୍ରାପ୍ତି ହେବା ଫଳରେ ଆର୍ଥିକ ସ୍ଥିତିକୁ ସୁଦୃଢ କରିପାରିବେ । ଆଶା କରୁଥିବା ଖବର ପାଇ ଖୁସି ହୋଇଯିବେ ଓ ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ।

ବୃଷ: କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ରାଜନେତାମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ ଶାରିରୀକ ଏବଂ ମାନସିକ କଷ୍ଟ ଭୋଗିପାରନ୍ତି । ରାସ୍ତାଘାଟରେ ଅତ୍ୟନ୍ତ ସତର୍କତାର ସହ ଯାତାୟାତ କରିବା ଉଚିତ୍ ।

ମିଥୁନ: ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବାସହ ଉଚ୍ଚ ଶିକ୍ଷା ଲାଭ କରିବାର ସୁଯୋଗ ପାଇବେ। ସହକର୍ମୀମାନଙ୍କର ସହଯୋଗ ପାଇବେ ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବା ସହ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ ।

କର୍କଟ: ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ୱନ୍ଦ୍ୱର ସମାଧାନ ହେବ । ରାଜନେତାମାନେ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବା ଫଳରେ ଗୃହସ୍ଥ ଜୀବନ ସୁଖମୟ ହେବ।

ସିଂହ: ସହକର୍ମୀମାନଙ୍କ ସହଯୋଗ ପାଇ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ। ସରକାରୀ କାମରେ ସଫଳତା ପାଇବେ ଓ ଅଚାନକ ଭାବରେ ଧନ ଲାଭ ହେବ । ଶରୀର ଭଲ ରହିବା ସହ ନୂତନ କର୍ମପ୍ରାପ୍ତି ହୋଇପାରେ ।

କନ୍ୟା: ବ୍ୟବସାୟରେ ଆଶାତୀତ ଲାଭ ପାଇବେ ଓ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସିତ ହେବେ । ସନ୍ତାନର ସୁଖବର ଶୁଣି ଖୁସି ହେବେ ଓ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ ।

ତୁଳା: ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ରାଜନୀତିରେ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ ଓ ଦୂରଯାତ୍ରା କରି ମନ ଖୁସି ରହିବ ।

ବିଚ୍ଛା: ଶାରିରୀକ ସୁସ୍ଥତା ଦେଖା ଦେବା ସହ ମାନସିକ ଶାନ୍ତି ମିଳିବ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବା ସହ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ।

ଧନୁ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ମନ ଭଲ ରହିବ ଓ ଶତୃମାନେ ଦୂର ହେବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ ।

ମକର: ସ୍ୱାସ୍ଥ୍ୟଜନିତ ସମସ୍ୟା ଦେଖାଯିବ ଏବଂ କର୍ମକ୍ଷେତ୍ରରେ ଗୁପ୍ତଶତ୍ରୃ ବୃଦ୍ଧି ହେବେ । ବ୍ୟବସାୟରେ ଲାଭ ନ ମିଳିବାରୁ ମନ ଭଲ ରହିବ ନାହିଁ । କିନ୍ତୁ ବନ୍ଧୁ ସାହାଯ୍ୟ କରିବେ । ସ୍ୱାମୀସ୍ତ୍ରୀ ମଧ୍ୟରେ ଛୋଟ କଥାକୁ ନେଇ ଅଶାନ୍ତି ସୃଷ୍ଟି ହେବ ।

କୁମ୍ଭ: ଅମଳିନ ରହିବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା କାଏମ ରହିବ ।

ମୀନ: ସାକ୍ଷାତକାରରେ ସଫଳତା ପାଇବା ପାଇଁ ଅଧିକ ସୁଯୋଗ ପାଇବେ । ରାଜନୀତିରେ ସାମାଜିକ ପତିଆରା ଅମଳିନ ରହିବା ସହ ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ଯାନ ବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିପାରନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story