୨୪ ଅଗଷ୍ଟ, ବୁଧବାର: ପଡ଼ୋଶୀମାନେ ସମ୍ମୁଖରେ ପ୍ରଶଂସା ଓ ପଛରେ ନିନ୍ଦା କରିବେ

ମେଷ: କର୍ମ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇବେ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ସନ୍ତାନମାନଙ୍କ ଉନ୍ନତି ପାଇଁ ଖୁସି ରହିବେ ଓ ମାଲିମୋକଦ୍ଦମାରେ ସଫଳତା ମିଳିବ। ବୃଷ: ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ପାଇଁ ବାହ୍ୟ ଦେଶକୁ ଯାତ୍ରା କରିପାରନ୍ତି। ପୁରୁଣା ରୋଗର ଉପଶମ ସହ ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ । ନୂତନ ବ୍ୟବସାୟର ସୁଯୋଗ ପାଇବେ ଓ ନୂତନ କାର୍ଯ୍ୟାରମ୍ଭ କରିପାରିବେ। ମିଥୁନ: କାର୍ଯ୍ୟକ୍ଷେତ୍ରରେ […]

RASI

RASI

Niharika Rout
  • Published: Wednesday, 24 August 2022
  • Updated: 24 August 2022, 07:55 AM IST

Sports

Latest News

ମେଷ: କର୍ମ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇବେ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ସନ୍ତାନମାନଙ୍କ ଉନ୍ନତି ପାଇଁ ଖୁସି ରହିବେ ଓ ମାଲିମୋକଦ୍ଦମାରେ ସଫଳତା ମିଳିବ।

ବୃଷ: ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ପାଇଁ ବାହ୍ୟ ଦେଶକୁ ଯାତ୍ରା କରିପାରନ୍ତି। ପୁରୁଣା ରୋଗର ଉପଶମ ସହ ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ । ନୂତନ ବ୍ୟବସାୟର ସୁଯୋଗ ପାଇବେ ଓ ନୂତନ କାର୍ଯ୍ୟାରମ୍ଭ କରିପାରିବେ।

ମିଥୁନ: କାର୍ଯ୍ୟକ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ପଡ଼ୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ତରବରିଆ ହିସାବରେ କୌଣସି କାର୍ଯ୍ୟ ନ କରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍ ।

କର୍କଟ: ପରିବାର ସମ୍ବନ୍ଧିତ କୌଣସି ଶୁଭ ସମାଚାର ଶୁଣିବେ। ଅସହାୟ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ ।

ସିଂହ:  ବିଦ୍ୟାର୍ଥିମାନଙ୍କର ମନ ଅନୁକୂଳ ଫଳପ୍ରାପ୍ତି ହେବ । ବନ୍ଧୁଙ୍କ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ୱାରା ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବେ । ରାଜନୀତି କ୍ଷେତ୍ରରେ ଅଧିକ ଲୋକସମ୍ପର୍କ ରଖିବା ଫଳରେ ଆତ୍ମସନ୍ତୋଷ ମିଳିବ।

କନ୍ୟା: ବ୍ୟବସାୟ କ୍ଷେତ୍ରରେ କୌଣସି ଖୁସି ପ୍ରସଙ୍ଗ ଆସିବା ଫଳରେ ମନ ପ୍ରଫୁଲ୍ଲିତ ରହିବ । ପୁରାତନ ରୋଗର ଉପଶମ ହୋଇ ସ୍ୱାସ୍ଥ୍ୟରେ ସୁଧାର ଆସିବ। ପରିବାର ସମ୍ବନ୍ଧୀୟ କୌଣସି ମହତ୍ୱପୂର୍ଣ୍ଣ ସମାଚାର ଶୁଣିବେ ।

ତୁଳା: ସନ୍ତାନମାନଙ୍କ ସ୍ୱାସ୍ଥ୍ୟକୁ ନେଇ ବାପାମା’ ଚିନ୍ତାଗ୍ରସ୍ତ ରହିବେ । ବ୍ୟବସାୟ ପାଇଁ ଦୂରସ୍ଥାନକୁ ଯାତ୍ରା କରିବେ କିନ୍ତୁ ସଫଳତା ପାଇବେ ନାହିଁ। ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ସମାଜସେବାରେ ମନ ବଳାଇବେ ।

ବିଚ୍ଛା:  କୌଣସି କଥାକୁ ନେଇ ନିଜ ସମ୍ପର୍କୀୟଙ୍କ ସହିତ ମନୋମାଳିନ୍ୟ ହେବ ।  ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଯିବ ଓ ଗୁପ୍ତଶତ୍ରୁ ବୃଦ୍ଧି ପାଇବେ।  ଅପରାହ୍ନ ପରେ ପରିବାରରେ ହସଖୁସିରେ ସମୟ ଅତିବାହିତ କରିବେ । କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କଠାରୁ ସମ୍ମାନ ମିଳିବ ।

ଧନୁ: କର୍ମକ୍ଷେତ୍ରରେ ଅପଦସ୍ତ ହେବେ, ଜଗିରଖି ରହିବାକୁ ପଡିବ । ନୂଆ ଲୋକଙ୍କ ସହିତ ସମ୍ପର୍କ ସ୍ଥାପନ ହେବ, ଦୂରସ୍ଥାନକୁ ଯାତ୍ରା କଲାବେଳେ  ସତର୍କତାର ସହ  ଯାଆନ୍ତୁ । ମାଙ୍ଗଳିକ କାର୍ଯ୍ୟ ପାଇଁ ବ୍ୟସ୍ତ ରହିପାରନ୍ତି ଏବଂ ଘର ପାଇଁ ନୂତନ ଦ୍ରବ୍ୟ କ୍ରୟ କରିବେ ।

ମକର: ପିଲାମାନଙ୍କର ସଫଳତା ଦେଖି ବାପାମା’ ଖୁସି ଅନୁଭବ କରିବେ । ଦୂରସ୍ଥାନକୁ ଯାତ୍ରା କରିବେ ଓ ବ୍ୟବସାୟରେ ଉନ୍ନତି କରିବେ । ରାଜନୀତିରେ ଥିବା ବ୍ୟକ୍ତି ସଫଳତା ପାଇବେ।

କୁମ୍ଭ : ସ୍ୱାସ୍ଥ୍ୟ ସମସ୍ୟା ସୁଧୁରିବା ଫଳରେ ଆଶା କରିଥିବା କାର୍ଯ୍ୟ ପୂରଣ କରିପାରିବେ। ଜାଗାଜମି ଗୃହସମ୍ବନ୍ଧୀୟ କୌଣସି ମହତ୍ୱପୂର୍ଣ୍ଣ ସୂଚନା ମିଳିବ । ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ୱ ବିକଶିତ ହେବ।

ମୀନ:ଅବହେଳିତ ଲୋକଙ୍କ ସହ ମିଳାମିଶା କରି ନୂତନ ଦିଗଦର୍ଶନ ପାଇବେ । ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହିପାରନ୍ତି । ପରିବାର ସମସ୍ୟାର ସମାଧାନ ହୋଇଯିବା ଫଳରେ ପାରିବାରିକ ଜୀବନ ସୁଖମୟ ହେବ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story