୨୪ ଫେବ୍ରୁଆରୀ, ଶନିବାର; ପାରିବାରିକ ମାମଲାର ଶାନ୍ତିପୂର୍ଣ୍ଣ ସମାଧାନ ହେବ

କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ।

Rashi

Representational Image

Niharika Rout
  • Published: Saturday, 24 February 2024
  • Updated: 24 February 2024, 07:51 AM IST

Sports

Latest News

ମେଷ: ସତର୍କତାର ସହ କାର୍ଯ୍ୟ କରିଲେ ସମସ୍ତ ପରିସ୍ଥିତି ଆପଣଙ୍କ ସପକ୍ଷରେ ଯିବ । ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରି ସୁନାମ ଅର୍ଜନ କରିବେ। ରାସ୍ତାଘାଟରେ ଯଥେଷ୍ଟ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ।

ବୃଷ : କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ। କିନ୍ତୁ ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ ।

ମିଥୁନ: ସରକାରୀ କାମରେ ସଫଳତା ପାଇବା ସହ ପାରିବାରିକ ମାମଲାର ଶାନ୍ତିପୂର୍ଣ୍ଣ ସମାଧାନ ହେବ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ଅଧିକାରୀ କାମରେ ପ୍ରସନ୍ନ ରହିବା ଫଳରେ କର୍ମକ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବେ ।

କର୍କଟ: ସାମାଜିକ ପତିଆରା ଅମଳିନ ରହିବା ସହ ରାଜନୀତି କ୍ଷେତ୍ରରେ ସଫଳ ହେବେ। କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରିବା ଉଚିତ । ଛୋଟ ଛୋଟ କାମକୁ ବୁଝି ବିଚାରି ନକଲେ ଦ୍ୱନ୍ଦ୍ୱରେ ପଡିବେ ।

ସିଂହ: ନୂଆ ଲକ୍ଷ୍ୟ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ବନ୍ଧୁ ବାନ୍ଧବଙ୍କ ଦ୍ୱାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ ।

କନ୍ୟା: ବ୍ୟବସାୟରେ ଆଶାତୀତ ଲାଭ ପାଇବେ ଓ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସିତ ହେବେ । ସନ୍ତାନର ସୁଖବର ଶୁଣି ଖୁସି ହେବେ ଓ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ ।

ତୁଳା: ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ରାଜନୀତିରେ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ ଓ ଦୂରଯାତ୍ରା କରି ମନ ଖୁସି ରହିବ ।

ବିଚ୍ଛା: ଶାରିରୀକ ସୁସ୍ଥତା ଦେଖା ଦେବା ସହ ମାନସିକ ଶାନ୍ତି ମିଳିବ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବା ସହ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ।

ଧନୁ: ସରକାରୀ କ୍ଷେତ୍ରରେ ସଫଳତା ମିଳିବା ସହ ସାମାଜିକ କ୍ଷେତ୍ର ଉତ୍ସାହଦାୟକ ହେବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନେବା ଉଚିତ୍ । ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇପାରିବ ।

ମକର: ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବା ସହ ଯାତ୍ରା ଫଳରେ ଉତ୍ସାହିତ ହେବେ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନପ୍ରଦାନ ସୁଚାରୁ ରୂପେ ହେବ । ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ୱ ଲାଭ କରିବା ସହ ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସଫଳ ହେବେ।

କୁମ୍ଭ: ପ୍ରତିଯୋଗିତା ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। କର୍ମକ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ ।ବ୍ୟବସାୟ କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବା ସହ ଆର୍ଥିକ ସ୍ଥିତି ସୁଦୃଢ ହେବ

ମୀନ: ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭବାନ୍ ହେବେ। ଭୌତିକ ସୁଖ-ସୁବିଧା ସାଧନର ବୃଦ୍ଧି ହେବାସହ ପରିଶ୍ରମ ଓ କଷ୍ଟର ପୂରା ଲାଭ ମିଳିବ । ପ୍ରାୟ କାର୍ଯ୍ୟ ପୂରଣ ହେବା ସହ ଆୟ ବୃଦ୍ଧି ହେବ ଓ ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story