୨୪ ଜୁନ୍‌, ଶୁକ୍ରବାର: ଆର୍ଥିକ ସ୍ଥିତିରେ ସୁଧାର ଆସିବ

ମେଷ: ସରକାରୀ କାମରେ ସଫଳତା ମିଳିବ ଓ ବନ୍ଧୁଙ୍କ ଆଗମନ ହେବା ଫଳରେ ଖୁସି ହେବେ । ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ । ବୃଷ: ଶତ୍ରୁମାନେ ଦୂରେଇ ଯିବେ ଓ ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ପରିବାର ସଦସ୍ୟ ଆପଣଙ୍କ ନିକଟତର ହେବେ ଓ  ଶୁଭ ସମାଚାର ପ୍ରାପ୍ତ ହେବ । ବ୍ୟବସାୟୀକ ପରିସ୍ଥିତି […]

RASI

RASI

Niharika Rout
  • Published: Friday, 24 June 2022
  • Updated: 24 June 2022, 07:55 AM IST

Sports

Latest News

ମେଷ: ସରକାରୀ କାମରେ ସଫଳତା ମିଳିବ ଓ ବନ୍ଧୁଙ୍କ ଆଗମନ ହେବା ଫଳରେ ଖୁସି ହେବେ । ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ ।

ବୃଷ: ଶତ୍ରୁମାନେ ଦୂରେଇ ଯିବେ ଓ ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ପରିବାର ସଦସ୍ୟ ଆପଣଙ୍କ ନିକଟତର ହେବେ ଓ  ଶୁଭ ସମାଚାର ପ୍ରାପ୍ତ ହେବ । ବ୍ୟବସାୟୀକ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ ।

ମିଥୁନ: ସ୍ୱାସ୍ଥ୍ୟ ଭଲ ରହିବା ସହ ଉନ୍ନତିର ମାର୍ଗ ପ୍ରଶସ୍ତ ହେବ । ବନ୍ଧୁମିତ୍ରଙ୍କ ସହାୟତାରେ ନୂତନ କାର୍ଯ୍ୟ ଆରମ୍ଭ କରି ପାରିବେ । ରାଜନୀତି ମାମଲାରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳତା ପାଇବେ।

କର୍କଟ: ସନ୍ତାନଙ୍କ ସମ୍ବନ୍ଧିତ କୌଣସି ଗୁରୁତ୍ୱପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ । ସମସ୍ତ ସମସ୍ୟା ସମାଧାନ ହୋଇ କୌଣସି ନୂଆ ଯୋଜନା ଆରମ୍ଭ କରିପାରନ୍ତି । ଯାତ୍ରାଫଳରେ ଉତ୍ସାହିତ ହେବେ ଓ ଅଧିକ ପରିଶ୍ରମ କରି ଉଚ୍ଚପଦାଧିକାରୀଙ୍କଠାରୁ ସାହାଯ୍ୟ ସହଯୋଗ ପାଇବେ ।

ସିଂହ:  ଦୀର୍ଘ ଦିନ ପରେ  ଆର୍ଥିକ ସ୍ଥିତିରେ ସୁଧାର ଆସିବ । ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । କଥାବାର୍ତ୍ତା ଓ ନିଜର କ୍ରୋଧକୁ ନିୟନ୍ତ୍ରଣ କରିବା ଉଚିତ ।

କନ୍ୟା: ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ରାଜନୀତି କ୍ଷେତ୍ର ସୁଦୃଢ ହେବ । ପାରିବାରିକ ଦୁଶ୍ଚିନ୍ତା ଯୋଗୁ ମାନସିକ ଅଶାନ୍ତି ଦେଖାଦେଇ ପାରେ ।

ତୁଳା: ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇ ବ୍ୟାପାରରେ ପ୍ରଚୁର ଲାଭ ହେବ । ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷା ହାସଲ କରିବା ପାଇଁ ପ୍ରୟାସରତ ରହିବେ  ।

ବିଚ୍ଛା: ନୂଆ ଲକ୍ଷ୍ୟ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ।  ଆନୁଷ୍ଠାନିକ କ୍ଷେତ୍ରରେ ମିତ୍ର ଓ ସହଯୋଗୀମାନେ ସମର୍ଥନ କରିବେ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ  ।

ଧନୁ: ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ । ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ପାରିବାରିକ ଜୀବନରେ ଖୁସି ବିରାଜମାନ କରିବ । ରାସ୍ତାଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ ।

ମକର: ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ସମ୍ପନ୍ନ ହେବ। ଯଦି କୌଣସି ନୂତନ ଯୋଜନାକୁ କ୍ରିୟାନ୍ୱିତ  କରିବାକୁ ଚାହୁଁଥାନ୍ତି, ତା ହେଲେ ଆଗେଇ ନେବା ଉଚିତ । ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବା ସହ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ ।

କୁମ୍ଭ: ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁରୁଖୁରରେ ହେବ । ଯାତ୍ରାଫଳରେ ଉତ୍ସାହିତ ହେବେ ଓ ପରିବାରରେ ହସଖୁସିର ବାତାବରଣ ଖେଳିଯିବ । ଜମିଜମା ସଂକ୍ରାନ୍ତୀୟ ସମସ୍ୟା ସମାଧାନ ହୋଇ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ।

ମୀନ: ଶତ୍ରୁମାନେ ଦୂରେଇ ଯିବା ଫଳରେ ମାନସିକ ଶାନ୍ତି ପାଇବେ । ସହକର୍ମୀ, ଉଚ୍ଚାଧିକାରୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story