୨୪ ଅଗଷ୍ଟ, ଶୁକ୍ରବାର: ଆଜି ଏହି ରାଶି ବ୍ୟକ୍ତିଙ୍କର ଧନପ୍ରାପ୍ତି ଯୋଗ ରହିଛି

ମେଷ: ଅଳସୁଆ ଲାଗିବ। କୌଣସି କାମ କରିବାକୁ ଇଚ୍ଛା ହେବ ନାହିଁ। ଜୀବନସାଥୀଙ୍କ ସହ କୌଣସି କଥାକୁ ନେଇ ମତଭେଦ ହୋଇପାରେ। ଘରକୁ ଅତିଥି ଆସିପାରନ୍ତି। ବୃଷ: ଆଜି ଦିନଟି ଭଲରେ କଟିବ। ମାନ-ସମ୍ମାନ ବଢ଼ିବ। ପରିବାର ସଦସ୍ୟଙ୍କ ସହ ଖୁସିରେ ଦିନଟି କାଟିବେ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ମିଥୁନ: ଧନପ୍ରାପ୍ତି ଯୋଗ ରହିଛି। ବ୍ୟସ୍ତତା ଭିତରେ ଦିନଟି କଟିବ।  କୌଣସି ବନ୍ଧୁଙ୍କ ସହ ଝଗଡ଼ା ହୋଇପାରେ। କର୍କଟ: ନିଜ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଅଫିସ୍‌ରେ କୌଣସି ନୂଆ ଦାୟିତ୍ୱ […]

rashi

rashi

Jitendra Garnayak
  • Published: Friday, 24 August 2018
  • Updated: 24 August 2018, 02:32 AM IST

Sports

Latest News

ମେଷ: ଅଳସୁଆ ଲାଗିବ। କୌଣସି କାମ କରିବାକୁ ଇଚ୍ଛା ହେବ ନାହିଁ। ଜୀବନସାଥୀଙ୍କ ସହ କୌଣସି କଥାକୁ ନେଇ ମତଭେଦ ହୋଇପାରେ। ଘରକୁ ଅତିଥି ଆସିପାରନ୍ତି।

ବୃଷ: ଆଜି ଦିନଟି ଭଲରେ କଟିବ। ମାନ-ସମ୍ମାନ ବଢ଼ିବ। ପରିବାର ସଦସ୍ୟଙ୍କ ସହ ଖୁସିରେ ଦିନଟି କାଟିବେ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ମିଥୁନ: ଧନପ୍ରାପ୍ତି ଯୋଗ ରହିଛି। ବ୍ୟସ୍ତତା ଭିତରେ ଦିନଟି କଟିବ।  କୌଣସି ବନ୍ଧୁଙ୍କ ସହ ଝଗଡ଼ା ହୋଇପାରେ।

କର୍କଟ: ନିଜ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଅଫିସ୍‌ରେ କୌଣସି ନୂଆ ଦାୟିତ୍ୱ ନେଇ ପାରନ୍ତି। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ।

ସିଂହ:  ପରିବାର ଲୋକଙ୍କ ସହିତ ଖୁସିରେ ଦିନଟି କାଟିବେ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। କୌଣସି ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।

କନ୍ୟା: ବିବାହ ଓ ପ୍ରେମ କ୍ଷେତ୍ରରେ ସଫଳତା ମିଳିବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ତୁଳା: ଆଜି କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଜୀବନସାଥୀଙ୍କ ସହ ଝଗଡ଼ା ହୋଇପାରେ। ଅଧିକ ଖର୍ଚ୍ଚ ହେବ।

ବିଚ୍ଛା: ସ୍ୱାସ୍ଥ୍ୟ ଭଲ ରହିବ। ଚାକିରି କ୍ଷେତ୍ରରେ ପରିବର୍ତ୍ତନ ହୋଇପାରେ। ଧନପ୍ରାପ୍ତି ଯୋଗ ରହିଛି।

ଧନୁ: ଦିନଟି ଭଲରେ କଟିବ। ଧନପ୍ରାପ୍ତି ଯୋଗ ରହିଛି। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଅଫିସ୍‌ କାମରେ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି।

ମକର: ନିଜ କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଧାର୍ମିକ ସ୍ଥାନକୁ ବୁଲି ଯାଇପାରନ୍ତି।

କୁମ୍ଭ: ବ୍ୟସ୍ତତା ଭିତରେ ଦିନଟି କଟିବ। କୌଣସି ଛୋଟ କଥାକୁ ନେଇ  ପରିବାର ଭିତରେ ଅଶାନ୍ତି ଦେଖାଯାଇପାରେ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି।

ମୀନ:  ବ୍ୟବସାୟରେ ଆଶା ମୁତାବକ ଲାଭ ମିଳି ନପାରେ। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ସନ୍ତାନଙ୍କ ସହ ଖୁସିରେ ଦିନଟି କାଟିବେ। ମାନ-ସମ୍ମାନ ବଢ଼ିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story