ମେଷ: ଅଳସୁଆ ଲାଗିବ। କୌଣସି କାମ କରିବାକୁ ଇଚ୍ଛା ହେବ ନାହିଁ। ଜୀବନସାଥୀଙ୍କ ସହ କୌଣସି କଥାକୁ ନେଇ ମତଭେଦ ହୋଇପାରେ। ଘରକୁ ଅତିଥି ଆସିପାରନ୍ତି।
ବୃଷ: ଆଜି ଦିନଟି ଭଲରେ କଟିବ। ମାନ-ସମ୍ମାନ ବଢ଼ିବ। ପରିବାର ସଦସ୍ୟଙ୍କ ସହ ଖୁସିରେ ଦିନଟି କାଟିବେ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।
ମିଥୁନ: ଧନପ୍ରାପ୍ତି ଯୋଗ ରହିଛି। ବ୍ୟସ୍ତତା ଭିତରେ ଦିନଟି କଟିବ। କୌଣସି ବନ୍ଧୁଙ୍କ ସହ ଝଗଡ଼ା ହୋଇପାରେ।
କର୍କଟ: ନିଜ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଅଫିସ୍ରେ କୌଣସି ନୂଆ ଦାୟିତ୍ୱ ନେଇ ପାରନ୍ତି। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ।
ସିଂହ: ପରିବାର ଲୋକଙ୍କ ସହିତ ଖୁସିରେ ଦିନଟି କାଟିବେ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। କୌଣସି ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।
କନ୍ୟା: ବିବାହ ଓ ପ୍ରେମ କ୍ଷେତ୍ରରେ ସଫଳତା ମିଳିବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।
ତୁଳା: ଆଜି କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଜୀବନସାଥୀଙ୍କ ସହ ଝଗଡ଼ା ହୋଇପାରେ। ଅଧିକ ଖର୍ଚ୍ଚ ହେବ।
ବିଚ୍ଛା: ସ୍ୱାସ୍ଥ୍ୟ ଭଲ ରହିବ। ଚାକିରି କ୍ଷେତ୍ରରେ ପରିବର୍ତ୍ତନ ହୋଇପାରେ। ଧନପ୍ରାପ୍ତି ଯୋଗ ରହିଛି।
ଧନୁ: ଦିନଟି ଭଲରେ କଟିବ। ଧନପ୍ରାପ୍ତି ଯୋଗ ରହିଛି। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଅଫିସ୍ କାମରେ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି।
ମକର: ନିଜ କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଧାର୍ମିକ ସ୍ଥାନକୁ ବୁଲି ଯାଇପାରନ୍ତି।
କୁମ୍ଭ: ବ୍ୟସ୍ତତା ଭିତରେ ଦିନଟି କଟିବ। କୌଣସି ଛୋଟ କଥାକୁ ନେଇ ପରିବାର ଭିତରେ ଅଶାନ୍ତି ଦେଖାଯାଇପାରେ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି।
ମୀନ: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳି ନପାରେ। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ସନ୍ତାନଙ୍କ ସହ ଖୁସିରେ ଦିନଟି କାଟିବେ। ମାନ-ସମ୍ମାନ ବଢ଼ିବ।