୨୪ ଡିସେମ୍ୱର, ସୋମବାର: ତରବର ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ

ମେଷ: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ଜୀବନସାଥୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ବୃଷ: ବନ୍ଧୁଙ୍କ ସହ ବୁଲିବାକୁ ଯାଇପାରନ୍ତି। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଶରୀର ସୁସ୍ଥ ରହିବ। ମିଥୁନ: ପରିବାରରେ ହସଖୁସିର ବାତାବରଣ ରହିବ। ଖର୍ଚ୍ଚ ବଢ଼ିବ। ସହକର୍ମୀଙ୍କ ସହଯୋଗ ମିଳିବ। କର୍କଟ: ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଆର୍ଥିକ ସ୍ଥିତି ଭଲ ରହିବ। ସିଂହ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ୱାଦିଷ୍ଟ […]

Rasi-Fala

Jyoshna Pradhan
  • Published: Monday, 24 December 2018
  • , Updated: 24 December 2018, 07:36 AM IST

ମେଷ: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ଜୀବନସାଥୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

ବୃଷ: ବନ୍ଧୁଙ୍କ ସହ ବୁଲିବାକୁ ଯାଇପାରନ୍ତି। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଶରୀର ସୁସ୍ଥ ରହିବ।

ମିଥୁନ: ପରିବାରରେ ହସଖୁସିର ବାତାବରଣ ରହିବ। ଖର୍ଚ୍ଚ ବଢ଼ିବ। ସହକର୍ମୀଙ୍କ ସହଯୋଗ ମିଳିବ।

କର୍କଟ: ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଆର୍ଥିକ ସ୍ଥିତି ଭଲ ରହିବ।

ସିଂହ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ମନ ବିଚଳିତ ରହିବ।

କନ୍ୟା: ଦିନଟି ଭଲରେ କଟିବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ମଧ୍ୟାହ୍ଣ ପରେ ଚିନ୍ତିତ ରହିବେ।

ତୁଳା: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ମାନ-ସମ୍ମାନ ମିଳିବ। ଧନପ୍ରାପ୍ତ ଯୋଗ ରହିଛି।

 ବିଚ୍ଛା: ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ।

 ଧନୁ: ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ତରବର ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ। ନୂତନ ପୋଷାକ କିଣିପାରନ୍ତି।

 ମକର: ଯାନବାହନ ଦୁର୍ଘଟଣା ଯୋଗ ରହିଛି। ସତର୍କ ରୁହନ୍ତୁ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

 କୁମ୍ଭ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ମନୋରଞ୍ଜନ ସ୍ଥାନକୁ ଯାଇପାରନ୍ତି। ବିଦେଶରୁ ଖୁସି ଖବର ଆସିପାରେ।

 ମୀନ: ଗୁରୁଜନଙ୍କ ଆଶୀର୍ବାଦ ମିଳିବ। କଳା ଓ ସାହିତ୍ୟକ୍ଷେତ୍ରରେ ରୁଚି ବଢ଼ିବ। ଆତ୍ମବିଶ୍ୱାସ ବଢ଼ିବ।

Related story