୨୪ ଜାନୁଆରୀ, ବୁଧବାର: ଶତ୍ରୁମାନେ ମଥାନତ କରିବେ

ସ୍ଵାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ମନ ଭଲ ରହିବ ଓ ଅଟକି ଥିବା ଧନ ମିଳିଯିବ । ପରିବାରରେ ନିଜର ଲୋକମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ ।

Rashi

Representational Image

Niharika Rout
  • Published: Wednesday, 24 January 2024
  • Updated: 24 January 2024, 07:46 AM IST

Sports

Latest News

ମେଷ: ଶତ୍ରୁମାନେ ପରାଜିତ ହୋଇ ଆକସ୍ମିକ ଧନଲାଭ ହେବା ଦ୍ୱାରା ସମସ୍ତ କାର୍ଯ୍ୟ ପୂର୍ଣ୍ଣ ହେବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସା ପାଇବେ । ମାଲିମକଦ୍ଦମାରେ ସଫଳତା ପାଇବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ।

ବୃଷ: ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇ ପାରିବ। ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ ଓ ଶତ୍ରୁମାନେ ମଥାନତ କରିବେ ।ସହକର୍ମୀ ଓ ପଦାଧିକାରୀମାନେ ସାହାଯ୍ୟ ସହଯୋଗ କରିବେ ।

ମିଥୁନ: ସ୍ଵାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ମନ ଭଲ ରହିବ ଓ ଅଟକି ଥିବା ଧନ ମିଳିଯିବ । ପରିବାରରେ ନିଜର ଲୋକମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବାସହ କ୍ରୀଡ଼ାବିତ୍‌ମାନେ ପ୍ରଶଂସିତ ହେବେ ।

କର୍କଟ: ଶତ୍ରୁମାନେ ପରାଜିତ ହେବେ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ।

ସିଂହ: ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ପ୍ରେରଣା ପାଇ ଉଚିତ ପନ୍ଥା ଗ୍ରହଣ କରିବେ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ୱ ଦେବେ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି।  କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପରିବାରରେ କୌଣସି ପ୍ରସଙ୍ଗକୁ ନେଇ ସମସ୍ୟା ଦେଖାଦେଇପାରେ। ବିଭିନ୍ନ ପ୍ରକାର ବାଧାବିଘ୍ନ ଓ ସମସ୍ୟା ଲାଗି ରହୁଥିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ନକାରାତ୍ମକ ଚିନ୍ତା ମନକୁ ଆକ୍ରାନ୍ତ କରିବ। 

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର: କର୍ମକ୍ଷେତ୍ରରେ ଉପୁଜିଥିବା ପ୍ରତିବନ୍ଧକକୁ କୌଶଳକ୍ରମେ ସମାଧାନ କରିବେ । ଜୀବନସାଥି ସହିତ କୌଣସି ଦର୍ଶନୀୟ ସ୍ଥାନକୁ ଯାତ୍ରା କରିପାରନ୍ତି । ଯାତ୍ରାରେ ଶୁଭଫଳ ମିଳିବ । ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ପ୍ରତିନ୍ଦ୍ୱନ୍ଦ୍ୱୀମାନେ ପରାଜିତ ହେବେ । ପୂର୍ବାପେକ୍ଷା ଆୟ ବୃଦ୍ଧି ଘଟିବ ।

କୁମ୍ଭ: ପାଖ ପଡୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୁରାନ୍ତୁ ନାହିଁ । ଛୋଟ ଛୋଟ କଥାକୁ ନେଇ ସମ୍ପର୍କୀୟଙ୍କ ସହ ବିବାଦ ଦେଖାଦେଇପାରେ । କର୍ମକ୍ଷେତ୍ରରେ ସୁବିଧା ସୁଯୋଗରୁ ବଞ୍ଚିତ ହୋଇ ମନସ୍ତାପ କରିବେ। ଫେରନ୍ତା ବାଟରେ ହଠାତ୍ ମୂଲ୍ୟବାନ ଦ୍ରବ୍ୟ ଲାଭ ହୋଇପାରେ।

ମୀନ: ବ୍ୟବସାୟୀମାନେ ଆବଶ୍ୟକତାଠାରୁ ଅଧିକ ଆ।ଦାନ-ପ୍ରଦାନ କରି ଉଚିତ ଲାଭ ପାଇବେ । କଳା ସାହିତ୍ୟ କିମ୍ବା ଆନୁଷ୍ଠାନିକ କାମଗୁଡ଼ିକରେ ସମସ୍ୟା ସମାଧାନ ହୋଇଯିବ। ପାରିବାରିକ କ୍ଷେତ୍ରରେ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story