୨୫ ଅଗଷ୍ଟ, ଗୁରୁବାର: ଶତ୍ରୁମାନେ କିଛି କ୍ଷତି କରିପାରିବେନି

ମେଷ: ଆଶା କରୁଥିବା ଖବର ପାଇ ଖୁସି ହୋଇଯିବେ । ଶତ୍ରୁ ଓ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ। ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇ ନିଃସଙ୍ଗତାବୋଧ ଦୂରେଇଯିବ। ବୃଷ: ଆର୍ଥିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ।  ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ।  ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ ସରକାରୀ କ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ । ମିଥୁନ: ବ୍ୟବସାୟ କ୍ଷେତ୍ରରେ କୌଣସି ଜରୁରୀ କାର୍ଯ୍ୟରେ ମନୋଯୋଗ ଦେଇ […]

RASI

RASI

Niharika Rout
  • Published: Thursday, 25 August 2022
  • Updated: 25 August 2022, 07:50 AM IST

Sports

Latest News

ମେଷ: ଆଶା କରୁଥିବା ଖବର ପାଇ ଖୁସି ହୋଇଯିବେ । ଶତ୍ରୁ ଓ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ। ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇ ନିଃସଙ୍ଗତାବୋଧ ଦୂରେଇଯିବ।

ବୃଷ: ଆର୍ଥିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ।  ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ।  ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ ସରକାରୀ କ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ ।

ମିଥୁନ: ବ୍ୟବସାୟ କ୍ଷେତ୍ରରେ କୌଣସି ଜରୁରୀ କାର୍ଯ୍ୟରେ ମନୋଯୋଗ ଦେଇ ତାହାକୁ ସମ୍ପୂର୍ଣ୍ଣ କରିବେ । କର୍ମକ୍ଷେତ୍ରରେ ନାନାବିଧ ସୁଯୋଗ ପାଇବା ସହ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ।  ଶିକ୍ଷାକ୍ଷେତ୍ରରେ ଅନ୍ୟମନସ୍କ ରହିପାରନ୍ତି।

କର୍କଟ: ସନ୍ତାନ ସନ୍ତତିଙ୍କଠାରୁ  ଶୁଭ ସମ୍ବାଦ ପାଇ ଖୁସି ହେବେ। ବ୍ୟବସାୟରେ ଉନ୍ନତି ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । କୋର୍ଟ କଚେରୀ ମାମଲା ସହଜରେ ସମାଧାନ ହୋଇଯିବ ।

ସିଂହ:  ସହକର୍ମୀମାନଙ୍କର ସହଯୋଗ ପାଇ କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ। ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ । ବ୍ୟବସାୟରେ ସାହାଯ୍ୟ ସହଯୋଗ ପାଇବା ଫଳରେ ଉଚ୍ଚ ଆଶା ସଫଳ ହେବ।

କନ୍ୟା: ସାମାଜିକ କ୍ଷେତ୍ରରେ ସଫଳତା ପାଇବା ପାଇଁ ଅଧିକ ଧାଁଦଉଡ଼ କରିବାକୁ ପଡ଼ିବ। ଛାତ୍ରଛତ୍ରୀମାନେ ପରିଶ୍ରମ କରିବା ଫଳରେ ପ୍ରଶଂସା ପାଇବେ । ପ୍ରତ୍ୟେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ ।

ତୁଳା:ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧି ହେବ। ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହୋଇ ଅନେକ ଦିଗରୁ ଖୁସି ମିଳିବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ।

ବିଚ୍ଛା:  ବ୍ୟବସାୟରେ ଅଚାନକ ଭାବରେ ପରିବର୍ତ୍ତନ ହୋଇପାରେ ଓ ଉଚିତ ଲାଭ ମଧ୍ୟ ପ୍ରାପ୍ତି ହେବ । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ସାମାଜିକ କାର୍ଯ୍ୟରେ ଅଧିକ ସମୟ ବିତେଇ ପ୍ରଶଂସା ପାଇବେ।

ଧନୁ: ସାହାଯ୍ୟ ସହଯୋଗ ପାଇ ଆଧ୍ୟାତ୍ମିକ ଓ ବୌଦ୍ଧିକ କ୍ଷମତା ପ୍ରାପ୍ତ କରିବେ। ଅଧ୍ୟୟନ, ଅନୁସନ୍ଧାନ, ଧ୍ୟାନ, ପ୍ରାର୍ଥନା ଆଦି ପାଇଁ ସମୟ ଉପଯୁକ୍ତ ରହିବ। ରାଜନୀତି କ୍ଷେତ୍ରରେ ଲୋକପ୍ରିୟତା ବୃଦ୍ଧି ହେବା ସହ ଶୁଭ ସମାଚାର ଶୁଣିବାକୁ ମିଳିବ।

ମକର: ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବା ସହ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ବ୍ୟବସାୟରେ ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ମନରେ ନୂତନ ଆଶା ସଞ୍ଚାର ହେବ।

କୁମ୍ଭ : ଉଚିତ୍ ପନ୍ଥା ଗ୍ରହଣ କରି ବ୍ୟବସାୟରେ ସଫଳତା ଅର୍ଜନ କରିବେ । ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳହେବା ସହ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ।

ମୀନ: ସନ୍ତାନଙ୍କ ଭବିଷ୍ୟତ ଚିନ୍ତାରେ ମାନସିକ ଶାନ୍ତି ପାଇବେ। ଅଧିକାରୀଙ୍କଠାରୁ ସହଯୋଗ ମିଳିବା ଫଳରେ ସହକର୍ମୀମାନେ କାମର ପ୍ରଶଂସା କରିବେ । କ୍ରିଡା, ପ୍ରତିଦ୍ୱନ୍ଦିତା, ପ୍ରତିଯୋଗିତାମୂଳକ ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story