୨୫ ଏପ୍ରିଲ୍‌, ଗୁରୁବାର: ଘରକୁ ଅତିଥି ଆସିପାରନ୍ତି

ମେଷ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ମାନ-ସମ୍ମାନ ମିଳିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

ବୃଷ: ଅଧିକ ପରିଶ୍ରମ କରିବେ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ବିବାହ ସ୍ଥିର ହୋଇପାରେ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି।

ମିଥୁନ: ଶୁଭ ଖବର ଶୁଣି ପାରନ୍ତି। ଘରେ ହସଖୁସିର ପରିବେଶ ରହିବ। ଧନପ୍ରାପ୍ତି ଯୋଗ ରହିଛି।

କର୍କଟ: ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ଉଚ୍ଚଅଧିକାରୀଙ୍କ ସହଯୋଗ ମିଳିବ।

ସିଂହ: ବ୍ୟବସାୟରେ ଆଶା ମୁତବାକ ଲାଭ ମିଳିବ। ମନ ଖୁସି ରହିବ। ଶରୀର ଫୂର୍ତ୍ତି ରହିବ।

କନ୍ୟା: ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ଋଣ ଦିଅନ୍ତୁ ନାହିଁ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ମନ ବିଚଳିତ ରହିବ।

ତୁଳା: ଆତ୍ମବିଶ୍ୱାସ ବଢ଼ିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଅପରାହ୍ଣ ପରେ ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

ବିଚ୍ଛା: ଖର୍ଚ୍ଚ ବଢ଼ିବ। ଘରକୁ ଅତିଥି ଆସି ପାରିନ୍ତି। ନୂତନ ବସ୍ତ୍ର କିଣିପାରନ୍ତି। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ।

ଧନୁ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଶରୀରର ଯତ୍ନ ନିଅନ୍ତୁ।

ମକର: ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ।

କୁମ୍ଭ: ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଦୁର୍ଘଟଣା ଘଟିପାରେ। ସତର୍କ ରୁହନ୍ତୁ।

ମୀନ: ଜୀବନସାଥୀଙ୍କ ସହଯୋଗ ମିଳିବ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି।

ଆହୁରି ପଢ଼ନ୍ତୁ

‘ଚୀନର ସମସ୍ତ ପଡ଼ୋଶୀ ଦେଶ ସହିତ ସୀମା ବିବାଦ ରହିଛି’

ଅପ୍‌ସରାଙ୍କୁ ପ୍ରଶଂସା ଆଳରେ ‘ଓଡ଼ିଶା’କୁ ନୀଚ ଦେଖାଇଲେ ରାମୁ, ମିଳିଲା କଡ଼ା ଜବାବ

କାହିଁକି ୫ ବର୍ଷ ପାଇଁ ଦାଦାଙ୍କୁ ଟିମ୍‌ରୁ ବାଦ ଦେଇଥିଲା ବିସିସିଆଇ

ଜୁଲାଇ ୮, ବୁଧବାର: ମନ ପ୍ରଫୁଲ୍ଲ ରହିବ

ବ୍ରାଜିଲ ରାଷ୍ଟ୍ରପତି ମହାମାରୀ କରୋନାରେ ଆକ୍ରାନ୍ତ

ଲଦାଖରେ ୨୦ ହଜାର କୋଟିର ରାସ୍ତାକାମ ଯଥାଶୀଘ୍ର ସାରିବାକୁ ନିର୍ଦ୍ଦେଶ

ଚାଇନାରେ ଚିହ୍ନଟ ହେବା ପୂର୍ବରୁ ସମଗ୍ର ବିଶ୍ୱରେ ଲୁଚି ରହିଥିଲା କରୋନା!

ରେଳଲାଇନରୁ ମିଳିଲା ଆଦିତ୍ୟଙ୍କ ମୃତଦେହ

ଜୁଲାଇ ୭, ମଙ୍ଗଳବାର: ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ

ପ୍ରଧାନମନ୍ତ୍ରୀଙ୍କୁ ଘେରିଲା କଂଗ୍ରେସ

ଦୁଇ ଘଣ୍ଟା କଥା ହେଲେ ଡୋଭାଲ, ୨ କିଲୋମିଟର ପଛକୁ ହଟିଲା ଡ୍ରାଗନ!

ଚୀନ୍ ବିବାଦ : ନବ-ସାମ୍ରାଜ୍ୟବାଦୀ ପୁଞ୍ଜିବାଦ ସହ ଯୁଦ୍ଧ