୨୫ ଅଗଷ୍ଟ, ଶନିବାର: ଏହି ରାଶି ଲୋକଙ୍କର ଦୁର୍ଘଟଣା ଯୋଗ ରହିଛି

ମେଷ: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ବ୍ୟସ୍ତତା ଭିତରେ ରହିବେ। ବୃଷ: ବିଦେଶକୁ ଯାତ୍ରା କରିପାରନ୍ତି। ବ୍ୟବସାୟରେ ଭଲ ଲାଭ ମିଳିବ। ଆଧ୍ୟାତ୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ମିଥୁନ: ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ଖର୍ଚ୍ଚ ବଢ଼ିବ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। କର୍କଟ: ଘର ପାଇଁ କୌଣସି ଦାମୀ ଜିନିଷ କିଣି ପାରନ୍ତି। ମନୋରଞ୍ଜନ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ସିଂହ: ଆତ୍ମବିଶ୍ୱାସ ବଢ଼ିବ। ଆର୍ଥିକ ସ୍ଥିତି ଭଲ ରହିବ। ସ୍ୱାସ୍ଥ୍ୟର […]

rasheepic-2

Jitendra Garnayak
  • Published: Saturday, 25 August 2018
  • , Updated: 25 August 2018, 02:35 AM IST

ମେଷ: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ବ୍ୟସ୍ତତା ଭିତରେ ରହିବେ।

ବୃଷ: ବିଦେଶକୁ ଯାତ୍ରା କରିପାରନ୍ତି। ବ୍ୟବସାୟରେ ଭଲ ଲାଭ ମିଳିବ। ଆଧ୍ୟାତ୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି।

ମିଥୁନ: ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ଖର୍ଚ୍ଚ ବଢ଼ିବ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

କର୍କଟ: ଘର ପାଇଁ କୌଣସି ଦାମୀ ଜିନିଷ କିଣି ପାରନ୍ତି। ମନୋରଞ୍ଜନ କାର୍ଯ୍ୟରେ ଯୋଗ ଦେଇପାରନ୍ତି।

ସିଂହ: ଆତ୍ମବିଶ୍ୱାସ ବଢ଼ିବ। ଆର୍ଥିକ ସ୍ଥିତି ଭଲ ରହିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

କନ୍ୟା: ଚିନ୍ତିତ ରହିବେ। ଦୁର୍ଘଟଣାର ଯୋଗ ରହିଛି। ସତର୍କ ରୁହନ୍ତୁ। ମାଲି ମକଦ୍ଦମାରେ ବିଜୟୀ ହେବେ।

ତୁଳା: ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।  ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଖର୍ଚ୍ଚ ବଢ଼ିବ।

ବିଚ୍ଛା: କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ଦିନଟି ଭଲରେ କଟିବ। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ବନ୍ଧୁଙ୍କ ଠାରୁ ସହଯୋଗ ପାଇବେ।

ଧନୁ: ବ୍ୟସ୍ତତା ଭିତରେ ଦିନ କଟିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ପରିବାରର କୌଣସି ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ।

ମକର: ପରିବାରରେ ହସଖୁସିର ବାତାବରଣ ରହିବ। ସମସ୍ତ କାର୍ଯ୍ୟରେ ସଫଳତା ପାଇବେ। ଦାମ୍ପତ୍ୟ ଜୀବନ ଭଲରେ କଟିବ।

କୁମ୍ଭ: ଖର୍ଚ୍ଚ ବଢ଼ିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଆର୍ଥିକ ସ୍ଥିତି ଏତେଟା ଭଲ ରହିବ ନାହିଁ।

ମୀନ: ବ୍ୟବସାୟରେ ଆଶା ମୁତାବକ ଲାଭ ପାଇବେ। ବନ୍ଧୁଙ୍କଠାରୁ ସହଯୋଗ ପାଇବେ। ଛାତ୍ରଛାତ୍ରୀମାନେ ପାଠପଢ଼ାରେ ସଫଳତା ପାଇବେ।

Related story