ମେଷ: ଆର୍ଥିକ ସ୍ଥିତି ଭଲ ରହିବ। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ମାନସିକ ବ୍ୟଗ୍ରତା ଦୂର କରିବା ପାଇଁ ଯୋଗ କରନ୍ତୁ । କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।
ବୃଷ: ପରିବାରରେ ହସଖୁସିର ବାତାବରଣ ରହିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି।
ମିଥୁନ: ବନ୍ଧୁଙ୍କ ସହ ସମୟ ବିତାଇବେ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ଜୀବନସାଥୀଙ୍କ ସହଯୋଗ ମିଳିବ।
କର୍କଟ: ଘରକୁ ଅତିଥି ଆସିପାରନ୍ତି। ଦିନଟି ଭଲରେ କଟିବ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।
ସିଂହ: ମାଲିମକଦ୍ଦମାଠାରୁ ଦୂରେଇ ରୁହନ୍ତୁ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ବୁଝି ବିଚାରି ନିଷ୍ପତ୍ତି ନିଅନ୍ତୁ।
କନ୍ୟା: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।
ତୁଳା: ମାନ-ସମ୍ମାନ ମିଳିବ। ଉଚ୍ଚଅଧିକାରୀଙ୍କ ସହଯୋଗ ମିଳିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।
ବିଚ୍ଛା: ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଖର୍ଚ୍ଚ ବଢ଼ିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।
ଧନୁ: ଖାଦ୍ୟପେୟର ଯତ୍ନ ନିଅନ୍ତୁ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ।
ମକର: ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ନୂତନ ପୋଷାକ କିଣିପାରନ୍ତି। ଯାନବାହନ ସୁଖ ମିଳିବ।
କୁମ୍ଭ: ମନ ବିଚଳିତ ରହିବ। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଖୁସି ଖବର ଶୁଣି ପାରନ୍ତି।
ମୀନ: ନୂତନ କାର୍ଯ୍ୟ କରିବା ପାଇଁ ଯୋଜନା କରିପାରନ୍ତି। ପ୍ରତିଦ୍ୱନ୍ଦ୍ୱୀଙ୍କ ଠାରୁ ବିଜୟୀ ହେବେ। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।