୨୫ ଫେବ୍ରୁଆରୀ, ଶନିବାର: ପୁରୁଣା ପ୍ରାପ୍ୟ ଆଦାୟ ହେବ

ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେକ ସମସ୍ୟା ସମାଧାନ ହୋଇଯିବ । ରାଜନୈତିକ କ୍ଷେତ୍ରରେ ଶତ୍ରୁମାନେ ମିତ୍ରତାର ହାତ ବଢେଇବେ ।

Rasi PhotoOR

Rasi

Niharika Rout
  • Published: Saturday, 25 February 2023
  • Updated: 25 February 2023, 07:40 AM IST

Sports

Latest News

ମେଷ: ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ଅଳ୍ପ ପରିଶ୍ରମରେ ଅଧିକ ଲାଭ ହାସଲ କରିବେ। ଯାନବାହନ ଚଳାଇବା ବେଳେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ବୃଷ: ସାମୁଦାୟିକ ମାମଲା ବା ଜନ କଲ୍ୟାଣ କାର୍ଯ୍ୟ ଇଚ୍ଛା ଅନୁସାରେ ସମ୍ପନ୍ନ କରିବେ । କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ କିନ୍ତୁ ବାଦ ବିବାଦ ଠାରୁ ଦୂରେଇ ରହିବା ଉଚିତ୍ । ରାସ୍ତାଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ ।

ମିଥୁନ: ପୁରାତନ ରୋଗର ଉପଶମ ହୋଇ ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ । ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟପୂର୍ଣ୍ଣ ସଂପର୍କ ରହିବା ସହ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ବ୍ୟବସାୟ କ୍ଷେତ୍ରରେ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇପାରିବ ।

କର୍କଟ: ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେକ ସମସ୍ୟା ସମାଧାନ ହୋଇଯିବ । ରାଜନୈତିକ କ୍ଷେତ୍ରରେ ଶତ୍ରୁମାନେ ମିତ୍ରତାର ହାତ ବଢେଇବେ । ନୂତନ ରୋଜଗାର ପ୍ରାପ୍ତି ହେବାର ସମ୍ଭାବନା ବା ନୂଆ ନିଯୁକ୍ତିର ଯୋଗ ଅଛି।

ସିଂହ: ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ । ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପୁରାତନ ରୋଗ ପ୍ରକୋପର ଉପଶମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ ।

ବିଚ୍ଛା: ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବା ସହ ଦୂରଯାତ୍ରାର ସୁଯୋଗ ପାଇବେ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ ।

ଧନୁ: ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହେବ, ଉଧାର ଦେଇ ଫେରି ପାଇବା ସହଜ ହେବ । ଉଚ୍ଚଶିକ୍ଷା ଲାଭ କରିବାର ସୁଯୋଗ ପାଇବେ ଓ ଛାତ୍ରଛାତ୍ରୀ ମାନଙ୍କର ଆତ୍ମବିଶ୍ଵାସ ବୃଦ୍ଧି ପାଇବ ।

ମକର: ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ । ଅନେକ ଗୁଡ଼ିଏ କାର୍ଯ୍ୟ ବ୍ୟସ୍ତତା ଭିତରେ ବ୍ୟତିବ୍ୟସ୍ତ ରହିବେ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ ଓ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ ।

କୁମ୍ଭ: ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବା ସହ ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବା ସହ ବ୍ୟବସାୟିକ ସ୍ଥିତି ସୁଦୃଢ ହେବ। ବନ୍ଧୁଙ୍କୁ ଦେଇଥିବା ପ୍ରତିଶ୍ରୁତି ରକ୍ଷାକରିବା ଫଳରେ ମନ ଭଲ ରହିବ ।

ମୀନ: ଶତ୍ରୁମାନେ ପରାଜିତ ହେବାସହ ନୂତନ କର୍ମ ପ୍ରାପ୍ତିର ସୁଯୋଗ ପାଇବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story