୨୫ ମାର୍ଚ୍ଚ, ଶନିବାର: ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବେ

 ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି ।

Rashi PhotoOR

Representational Image

Niharika Rout
  • Published: Saturday, 25 March 2023
  • Updated: 25 March 2023, 07:38 AM IST

Sports

Latest News

ମେଷ: ବ୍ୟବସାୟ ବାଣିଜ୍ୟରେ ଆୟ ଭଲ ହେବ। ନୂତନ ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିପାରନ୍ତି। ପାରିବାରିକ ସମସ୍ୟାକୁ ନେଇ ମାନସିକ ଅଶାନ୍ତି ଦେଖାଦେବ ।

ବୃଷ: ସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବେ। ବ୍ୟବସାୟ କ୍ଷେତ୍ରରେ ମାନସିକ ସ୍ଥିତି ଭଲ ରହିବା ସହ କେତେକ ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବେ। ଭିନ୍ନ ରାସ୍ତାରେ ଆୟ ବୃଦ୍ଧିର ଯୋଜନା ଚାଲୁ ରଖିପାରନ୍ତି।

ମିଥୁନ: ସ୍ୱାସ୍ଥ୍ୟରେ ସୁଧାର ଆସିବା ସହ ଅର୍ଥ ସଙ୍କଟରୁ ମୁକ୍ତି ମିଳିବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିପାରନ୍ତି । ସରକାରୀ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇପାରନ୍ତି ।

କର୍କଟ: ଶତ୍ରୁମାନେ ପରାଜିତ ହେବେ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ।

ସିଂହ: ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ପ୍ରେରଣା ପାଇ ଉଚିତ ପନ୍ଥା ଗ୍ରହଣ କରିବେ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ୱ ଦେବେ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପରିବାରରେ କୌଣସି ପ୍ରସଙ୍ଗକୁ ନେଇ ସମସ୍ୟା ଦେଖାଦେଇପାରେ। ବିଭିନ୍ନ ପ୍ରକାର ବାଧାବିଘ୍ନ ଓ ସମସ୍ୟା ଲାଗି ରହୁଥିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ନକାରାତ୍ମକ ଚିନ୍ତା ମନକୁ ଆକ୍ରାନ୍ତ କରିବ। 

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର: ବନ୍ଧୁମାନଙ୍କ ସହ ଦୂରସ୍ଥାନକୁ ଭ୍ରମଣରେ ଯାଇପାରନ୍ତି। ପାଖ ପଡ଼ୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ। 
ଉତ୍ତମ ବୁଝାମଣା କାରଣରୁ ପାରିବାରିକ ପରିସ୍ଥିତି ଠିକ୍ ରହିବ।

କୁମ୍ଭ: କର୍ମକ୍ଷେତ୍ରରେ ମତଭେଦ ଦେଖାଦେବ। କୌଣସି ଅଘଟଣ ଘଟିପାରେ। ଘରର କୌଣସି କଥାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ଲୋକଙ୍କ ସହ ଆଲୋଚନା କଲେ ଭଲ ହେବ।

ମୀନ: କର୍ମକ୍ଷେତ୍ରରେ ନିଜର ପ୍ରାଧାନ୍ୟକୁ ଜାହିର କରିବାକୁ ଯାଇ ଅପଦସ୍ଥ ହୋଇପାରନ୍ତି। ପରିବହନ ବ୍ୟବସାୟ କ୍ଷେତ୍ରରେ ଥିବା ଲୋକଙ୍କୁ ଶୁଭ ଫଳ ମିଳିବ। ବହୁ ଦିନର ଆଶା ପୂରଣ ହେବ।  

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story