୨୫ ମାର୍ଚ୍ଚ, ସୋମବାର: ପଡୋଶୀଙ୍କ ଦ୍ୱାରା କଳହ ସୃଷ୍ଟି ହୋଇପାରେ

ସନ୍ତାନମାନେ ଉଚିତପନ୍ଥା ଗ୍ରହଣ କରି ମାନସିକ ଶାନ୍ତି ପାଇବେ । ରାଜନୀତି କ୍ଷେତ୍ରରେ ଅଧିକାରୀଙ୍କଠାରୁ ସହଯୋଗ ମିଳିବା ସହ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ ।

Rashi

Representational Image

Niharika Rout
  • Published: Monday, 25 March 2024
  • Updated: 25 March 2024, 07:28 AM IST

ମେଷ: ଆର୍ଥିକ ସ୍ଥିତି ପୂର୍ବପରି ଠିକ୍ ରହିବ ଓ ପାରିବାରିକ ଜୀବନ ସୁଖରେ କଟିବ । ଭାଗୀଦାରୀଙ୍କ ସହିତ ଲାଗିରହିଥିବା ଦ୍ୱନ୍ଦ୍ୱ ବା ମତଭେଦର ସମାଧାନ ହେବ । ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ।

ବୃଷ: ବ୍ୟବସାୟରେ ଉଚିତ୍ ପନ୍ଥା ଗ୍ରହଣ କରି ଲାଭବାନ ହେବେ । ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । ଭଲଭାବରେ ଚିନ୍ତାକରି କାମକଲେ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ ।

ମିଥୁନ: ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ। ବ୍ୟବସାୟୀମାନେ ବିଶେଷ ଲାଭାନ୍ୱିତହୋଇ ଧାର୍ମିକସ୍ଥାନରେ କିଛି ଦାନ କରିପାରନ୍ତି । ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବା ସହ ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ ।

କର୍କଟ: ସନ୍ତାନମାନେ ଉଚିତପନ୍ଥା ଗ୍ରହଣ କରି ମାନସିକ ଶାନ୍ତି ପାଇବେ । ରାଜନୀତି କ୍ଷେତ୍ରରେ ଅଧିକାରୀଙ୍କଠାରୁ ସହଯୋଗ ମିଳିବା ସହ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ଶ୍ରମିକ ଓ କର୍ମଚାରୀ ସହଯୋଗ ଯୋଗୁ ପ୍ରଗତିର ବେଗ ତ୍ୱରାନ୍ୱିତ ହେବ ।

ସିଂହ: ସହକର୍ମୀଙ୍କ ସହ ବୁଝାମଣା ଠିକ୍ ରହିବା ଫଳରେ କର୍ମକ୍ଷେତ୍ରରେ ମାନସମ୍ମାନ ବଢିବ । ବାଦବିବାଦ, ମାଲିମୋକଦ୍ଦମା, ଖେଳକୁଦ, ପ୍ରତିଯୋଗିତା ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ସାଧାରଣ ଲୋକଙ୍କୁ ସହଯୋଗ କରିବା ଦ୍ୱାରା ସାମାଜିକ ପତିଆରା ଅମଳିନ ରହିବ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି।  କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପରିବାରରେ କୌଣସି ପ୍ରସଙ୍ଗକୁ ନେଇ ସମସ୍ୟା ଦେଖାଦେଇପାରେ। ବିଭିନ୍ନ ପ୍ରକାର ବାଧାବିଘ୍ନ ଓ ସମସ୍ୟା ଲାଗି ରହୁଥିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ନକାରାତ୍ମକ ଚିନ୍ତା ମନକୁ ଆକ୍ରାନ୍ତ କରିବ। 

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ। କଥା ଦେଇଥିବା ବନ୍ଧୁ ଠିକ୍ ସମୟରେ ସାହାଯ୍ୟ କରିବେ ନାହିଁ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ। ବ୍ୟବସାୟରେ ଅଶାନୁସାରେ ଲାଭ ପାଇବେ ନାହିଁ କିନ୍ତୁ ବନ୍ଧୁ ସାହାଯ୍ୟ କରିବେ।

ମକର: ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ତ୍ୱପୂର୍ଣ୍ଣ କାମ ଆପଣଙ୍କ ଦ୍ୱାରା ସମ୍ପାଦିତ ହୋଇପାରେ । ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧିହେବା ସହ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି ।

କୁମ୍ଭ: ଭଲଭାବରେ ଚିନ୍ତାକରି କାମକଲେ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ । ଛାତ୍ରଛାତ୍ରୀଙ୍କୁ ସୁଖ୍ୟାତି ଲାଭ ହେବ, ମାତ୍ର ତତ୍ପର ହେବା ଆବଶ୍ୟକ । ପରିବାର ଭିତରେ ଜଗିରଖି ନ ଚଳିଲେ ପାଖ ପଡୋଶୀଙ୍କ ଦ୍ୱାରା କଳହ ସୃଷ୍ଟି ହୋଇପାରେ।

ମୀନ: ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆଶା ପୂରଣ ହେବ । ବାଦବିବାଦ, ମାଲିମୋକଦ୍ଦମା ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତକାରରେ ଯଶସ୍ୱୀ ହେବେ । ବ୍ୟବସାୟିକ ସଫଳତା ଆତ୍ମସନ୍ତୋଷ ବଢେଇବ ଓ ଆର୍ଥିକ ସ୍ଥିତି ଉତ୍ତମ ରହିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story