୨୫ ମେ’, ଗୁରୁବାର: ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ ଆରମ୍ଭ କରିବେ

ପାରିବାରିକ ସମସ୍ୟା ସମାଧାନ ହେବା ସକାଶେ ବନ୍ଧୁଙ୍କ ଅବଦାନକୁ ଅସ୍ୱୀକାର କରିହେବନି। ସଭାସମିତି ଓ ନୂତନ କାର୍ଯ୍ୟାରମ୍ଭ ସକାଶେ ଦିନଟି ପ୍ରଶସ୍ତ ରହିବ।

Rashi

Representational Image

Niharika Rout
  • Published: Thursday, 25 May 2023
  • Updated: 25 May 2023, 07:45 AM IST

Sports

Latest News

ମେଷ: କର୍ମକ୍ଷେତ୍ରରେ ନିଜର ପ୍ରାଧାନ୍ୟ ବିସ୍ତାର କରି ସମସ୍ୟାକୁ ସୁଧାରିନେବେ । ପରିବାରରରେ ମନୋମାଳିନ୍ୟକୁ ଏଡ଼େଇ ପାରିଲେ ଶାନ୍ତି ମିଳିବ । ଛାତ୍ରଛାତ୍ରୀ ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ ।

ବୃଷ: ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ୱରାନ୍ୱିତ ହେବ । ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବା ସହ ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ । ଦୈନଦିନ କର୍ମପ୍ରତି ଉତ୍ସାହ ବୃଦ୍ଧି ପାଇ ଜନସେବାରେ ନିଜକୁ ନିୟୋଜିତ କରିବେ ।

ମିଥୁନ: ଶରୀର ସୁସ୍ଥ ରହିବା ସହ ଆର୍ଥିକ କ୍ଷେତ୍ରରେ ପ୍ରବଳ ଉନ୍ନତି ହେବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇଦେବ।

କର୍କଟ: ଶତ୍ରୁମାନେ ଦୂରେଇ ଯିବେ ଓ ଅପେକ୍ଷା କରିଥିବା କାମର ଶୁଭ ସୂଚନା ମିଳିବ। ସ୍ୱାସ୍ଥ୍ୟ ସମସ୍ୟା ସୁଧୁରିଯିବା ଫଳରେ ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ବ୍ୟବସାୟରେ ଆଶାତୀତ ଲାଭ କରି କିଛି ନୂତନ ପଦାର୍ଥ ସଂଗ୍ରହ କରିପାରନ୍ତି ।

ସିଂହ: ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ପ୍ରେରଣା ପାଇ ଉଚିତ ପନ୍ଥା ଗ୍ରହଣ କରିବେ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ୱ ଦେବେ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପୁରାତନ ରୋଗ ପ୍ରକୋପର ଉପଶମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ।

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । 

ଧନୁ: ଦୂର ଯାତ୍ରା କରିବାର ସୁଯୋଗ ପାଇପାରିବେ । ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ। ପାରିବାରିକ ସମସ୍ୟା ସମାଧାନ ହେବା ସକାଶେ ବନ୍ଧୁଙ୍କ ଅବଦାନକୁ ଅସ୍ୱୀକାର କରିହେବନି । ସଭାସମିତି ଓ ନୂତନ କାର୍ଯ୍ୟାରମ୍ଭ ସକାଶେ ଦିନଟି ପ୍ରଶସ୍ତ ରହିବ। କର୍ମକ୍ଷେତ୍ରରେ ସାଧାରଣ ଘଟଣାରେ ମନସ୍ତାପ କରିବାକୁ ପଡିପାରେ।

ମକର: ଉପୁଜିଥିବା ପ୍ରତିବନ୍ଧକକୁ ବନ୍ଧୁଙ୍କ ମାଧ୍ୟମରେ ସମାଧାନ କରିବେ । କୌଣସି ବ୍ୟକ୍ତିଙ୍କୁ ଦୀର୍ଘ ସମୟ ଅପେକ୍ଷା କରି ବ୍ୟସ୍ତତା ଅନୁଭବ କରିପାରନ୍ତି। ପୁରାତନ ରୋଗର ଉପଶମ ହେବ, ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ମନ ଭଲ ରହି ନ ପାରେ । ପରିବାରରେ ସନ୍ଦେହ ଓ ଭୁଲ ବୁଝାମଣା ହେତୁ ସମସ୍ୟା ଦେଖାଦେଇପାରେ ।

କୁମ୍ଭ: ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇ ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ । ଦୁଶ୍ଚିନ୍ତା ଦୂର ହେବା ସହ ଅଧିକାରୀ କାମରେ ପ୍ରସନ୍ନ ରହିବେ । ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ ଆରମ୍ଭ କରିବେ। 

ମୀନ: ସାମାଜିକ ସ୍ତରରେ ସମ୍ମାନ ଲାଭ ହେବା ସହ କିଛି ଧନ ସମ୍ପତ୍ତି ପାଇବାର ଯୋଗ ମଧ୍ୟ ରହିଛି । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ବ୍ୟବସାୟରେ ପ୍ରଚୁର ଲାଭ କରିପାରିବେ । ସରକାରୀ ସାହାଯ୍ୟ ପାଇବାର ସୁଯୋଗ ପାଇପାରନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story