୨୫ ନଭେମ୍ବର, ଶନିବାର; ପାରିବାରିକ କଳହର ସମାଧାନ ହେବ

ପାରିବାରିକ ଓ ଗୃହସ୍ଥ ଜୀବନ ସୁଖମୟ ହେବ । ବିଭିନ୍ନ ଦିଗରୁ ଆୟ ବୃଦ୍ଧି ଘଟିବ। ଜଗି ରଖି ଚଳନ୍ତୁ, ଋତୁକାଳୀନ ଥଣ୍ଡା ସର୍ଦ୍ଦି ଜନିତ ସାମାନ୍ୟ ଜ୍ୱର ପୀଡାର ଆଶଙ୍କା ଏଡାଇ ଦିଆଯାଇନପାରେ ।

Rashi

Representational Image

Niharika Rout
  • Published: Saturday, 25 November 2023
  • Updated: 25 November 2023, 07:47 AM IST

Sports

Latest News

ମେଷ: କର୍ମକ୍ଷେତ୍ରରେ ମାନସମ୍ମାନ ମିଳିବ କିନ୍ତୁ ଗୁପ୍ତଶତ୍ରୁ ବୃଦ୍ଧି ହେବେ । ଦାମ୍ପତ୍ୟ ଜୀବନ ସୁଖମୟ ରହିବ ଓ ସୁସ୍ୱାଦୁ ଭୋଜନ କରିବେ । ଛାତ୍ରଛାତ୍ରୀ ପାଠପଢ଼ାରେ ଉନ୍ନତି କରିବେ ଓ ଚାକିରି କ୍ଷେତ୍ରରେ ସଫଳତା ପାଇବେ ।

ବୃଷ: ପାରିବାରିକ ସମସ୍ୟା ଲାଗି ରହିଲେ ମଧ୍ୟ ବନ୍ଧୁ ସମାଧାନ କରିଦେବେ । ବ୍ୟବସାୟରେ ଲାଭ ପାଇବେ ଓ ଘର ପାଇଁ ନୂତନ ଦ୍ରବ୍ୟ କ୍ରୟ କରିବେ । ରାଜନୀତିରେ ଥିବା ବ୍ୟକ୍ତିଙ୍କୁ ଲାଭ ମିଳିବ ନାହିଁ ଓ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଯିବ ।

ମିଥୁନ: ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ । ଅପେକ୍ଷା କରିଥିବା ଶୁଭ ଖବର ଶୁଣି ଖୁସି ହେବେ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ, ଆର୍ଥିକ ଅଭିବୃଦ୍ଧି ଘଟିବ, ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ଛାତ୍ରଛାତ୍ରୀ ପଢାପଢିରେ ମନୋନିବେଶ କରିବେ । ନୂତନ ନିଯୁକ୍ତି ପାଇବାର ସମ୍ଭାବନା ରହିଛି ।

କର୍କଟ: ପାରିବାରିକ ଓ ଗୃହସ୍ଥ ଜୀବନ ସୁଖମୟ ହେବ । ବିଭିନ୍ନ ଦିଗରୁ ଆୟ ବୃଦ୍ଧି ଘଟିବ। ଜଗି ରଖି ଚଳନ୍ତୁ, ଋତୁକାଳୀନ ଥଣ୍ଡା ସର୍ଦ୍ଦି ଜନିତ ସାମାନ୍ୟ ଜ୍ୱର ପୀଡାର ଆଶଙ୍କା ଏଡାଇ ଦିଆଯାଇନପାରେ । ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ । ଅର୍ଥଲାଭ ହେବ ।

ସିଂହ: ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ପ୍ରେରଣା ପାଇ ଉଚିତ ପନ୍ଥା ଗ୍ରହଣ କରିବେ । ଇନ୍ଦ୍ରିୟପରାୟଣତା ଉପରେ ଅଧିକ ଗୁରୁତ୍ୱ ଦେବେ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପୁରାତନ ରୋଗ ପ୍ରକୋପର ଉପଶମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ।

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର: ଆକସ୍ମିକ ଭାବେ ଧନ ଲାଭର ଯୋଗ ରହିଛି ।  କର୍ମକ୍ଷେତ୍ରର ସହକର୍ମୀଙ୍କ ସହଯୋଗରେ ସମସ୍ତ ଦିଗରେ ବିଜୟୀ ହେବେ । ମହିଳାମାନେ ଜଗିରଖି ଚଳନ୍ତୁ। ଦାମ୍ପତ୍ୟ ଜୀବନରେ ମନାନ୍ତର ମତାନ୍ତର ହେବାରୁ ମନ ଭାରାକ୍ରାନ୍ତ ରହିପାରେ । ବ୍ୟବସାୟରେ ଆୟ ତୁଳନାରେ ବ୍ୟୟ ଅଧିକ ହେବ।

କୁମ୍ଭ: ଶାରୀରିକ ମାନସିକ ଅଭିବୃଦ୍ଧି ଘଟିବ । ନିଜର ଲୋକ ବିରୁଦ୍ଧାଚରଣ କରିବେ, ସତର୍କ ରୁହନ୍ତୁ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ଅସହଯୋଗ କାରଣରୁ ଚିନ୍ତିତ ରହିବେ । ଉପସ୍ଥିତ ବୁଦ୍ଧି ଓ ଉପରିସ୍ଥ ଅଧିକାରୀଙ୍କ ସହଯୋଗ କାରଣରୁ କାର୍ଯ୍ୟ ହାସଲ କରିବେ।  

ମୀନ: କର୍ମକ୍ଷେତ୍ରରେ ପାରିଶ୍ରମିକ ଅନୁସାରେ ଲାଭ ପାଇବେ ଓ ମାନସମ୍ମାନ ମିଳିବ । ବ୍ୟବସାୟରେ ବାକି ପଡିଥିବା ଅର୍ଥ ଆଦାୟ ହେବାରୁ ମନ ଖୁସି ରହିବ ।ରାଜନୀତିରେ ଥିବା ବ୍ୟକ୍ତି ସଫଳତା ପାଇବେ ଓ ସୁସ୍ୱାଦୁ ଭୋଜନ କରିବେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story