୨୫ସେପ୍ଟେମ୍ବର, ଶନିବାର: କଥାବାର୍ତ୍ତାରେ ସଞ୍ଜମତା ରକ୍ଷା କରନ୍ତୁ

ମେଷ: ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ। ପାରିବାରିକ ଜୀବନ ସୁଖମୟ ହେବ। ବୃଷ: ଯେଉଁ କାର୍ଯ୍ୟରେ ହାତ ଦେବେ ସେଥିରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ସହଯୋଗୀଙ୍କ ସାହାଯ୍ୟ ମିଳିବ। ଆର୍ଥିକ ଉନ୍ନତି ଦେଖା ଦେବ। ମିଥୁନ: ତରବର ହୋଇ କୌଣସି କାର୍ଯ୍ୟ କରନ୍ତୁ ନାହିଁ। ଭାଇଭଉଣୀଙ୍କ ସହିତ ଆନନ୍ଦ ଉଲ୍ଲାସରେ ସମୟ କାଟିବେ। କର୍କଟ: କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଘରର ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ଆୟ ତୁଳନାରେ ବ୍ୟୟ […]

RASI

RASI

Tapaswini Nayak
  • Published: Saturday, 25 September 2021
  • Updated: 25 September 2021, 07:48 AM IST

Sports

Latest News

ମେଷ: ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ। ପାରିବାରିକ ଜୀବନ ସୁଖମୟ ହେବ।

ବୃଷ: ଯେଉଁ କାର୍ଯ୍ୟରେ ହାତ ଦେବେ ସେଥିରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ସହଯୋଗୀଙ୍କ ସାହାଯ୍ୟ ମିଳିବ। ଆର୍ଥିକ ଉନ୍ନତି ଦେଖା ଦେବ।

ମିଥୁନ: ତରବର ହୋଇ କୌଣସି କାର୍ଯ୍ୟ କରନ୍ତୁ ନାହିଁ। ଭାଇଭଉଣୀଙ୍କ ସହିତ ଆନନ୍ଦ ଉଲ୍ଲାସରେ ସମୟ କାଟିବେ।

କର୍କଟ: କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଘରର ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ଆୟ ତୁଳନାରେ ବ୍ୟୟ ଅଧିକ ହେବ।

ସିଂହ: ମାନସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ।

କନ୍ୟା: ଦୁଃଶ୍ଚିନ୍ତା ଦୂର ହେବ। କର୍ମକ୍ଷେତ୍ରରେ ପଦୋନ୍ନତି ମିଳିପାରେ। ପରିବାରରେ ସୁଖଶାନ୍ତି ବଜାୟ ରହିବ।

ତୁଳା: ସନ୍ତାନମାନେ ଆଜ୍ଞାଧୀନ ହେବେ। ଅପରାହ୍ନରେ ଶୁଭ ଖବର ଶୁଣି ଖୁସି ହେବେ। ଆୟ ଓ ବ୍ୟୟ ପ୍ରାୟତଃ ସମାନ ରହିବ।

ବିଛା: ଖୁସି ରହିବେ। ଭବିଷ୍ୟତ ପାଇଁ ଯୋଜନା ପ୍ରସ୍ତୁତ କରିବେ। ଗାଡ଼ି ଚଲେଇବା ବେଳେ ସତର୍କତା ଅବଲମ୍ବନ କରନ୍ତୁ।

ଧନୁ: ସବୁ ଦିଗରୁ ସଫଳତା ମିଳିବ। ଯୋଜନା ଅନୁସାରେ କାର୍ଯ୍ୟ କରି କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦୀର୍ଘଦିନ ଧରି ଲାଗିରହିଥିବା ସମସ୍ୟାର ସମାଧାନ ହେବ।

ମକର: କଥାବାର୍ତ୍ତାରେ ସଞ୍ଜମତା ରକ୍ଷା କରନ୍ତୁ। ବିରୋଧୀମାନେ କ୍ଷତି ପହଞ୍ଚାଇବାକୁ ଚେଷ୍ଟା କରିବେ। ରାଜନୀତି କ୍ଷେତ୍ରରେ ଥିବା ଲୋକେ ଭୁଲ୍ ବୁଝାମଣାର ଶିକାର ହେବେ।

କୁମ୍ଭ: ଆଶା ଆକାଂକ୍ଷା ପୂରଣ ହେବ। ମାନସମ୍ମାନ ବଢ଼ିବ। ପରିବାରର କୌଣସି ସଦସ୍ୟଙ୍କ ସହିତ ଥିବା ମନାନ୍ତର ଦୂର ହେବ।

ମୀନ: ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ତ୍ୱରାନ୍ୱିତ କରି ଶେଷ ପର୍ଯ୍ୟାୟରେ ପହଞ୍ଚାଇବେ। ପ୍ରତ୍ୟେକ ପରିସ୍ଥିତିକୁ ନିୟନ୍ତ୍ରଣ କରିବାରେ ସମର୍ଥ ହେବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story