୨୫ ସେପ୍ଟେମ୍ବର, ସୋମବାର: ଦୂରଯାତ୍ରା କଲେ ହଇରାଣ ହେବେ

: ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବା ସହ ମାନସିକ ସ୍ଥିରତା ଦେଖାଦେବ । କର୍ମଚାରୀମାନେ ଅତ୍ୟଧିକ କଠିନ ପରିଶ୍ରମ ହେତୁ ପ୍ରଶଂସା ପାଇବେ ।

Rashi

Representational Image

Niharika Rout
  • Published: Monday, 25 September 2023
  • Updated: 25 September 2023, 07:45 AM IST

Sports

Latest News

ମେଷ: ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବା ସହ ଅନେକ ଦିଗରୁ ଧନର ଆଗମନ ହୋଇପାରେ । ନୂତନ ଉଦ୍ୟମରେ ନିଶ୍ଚିତ ସଫଳତା ମିଳିବ ଓ ନୂତନ କାର୍ଯ୍ୟାରମ୍ଭ କରିପାରିବେ। ରାଜନୀତି କ୍ଷେତ୍ରରେ ନୂତନ ବନ୍ଧୁଙ୍କ ସହିତ ଭେଟ ହୋଇ ଲୋକସମ୍ପର୍କ ଓ ଆତ୍ମସନ୍ତୋଷ ବଢିବ ।

ବୃଷ: ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବା ସହ ମାନସିକ ସ୍ଥିରତା ଦେଖାଦେବ । କର୍ମଚାରୀମାନେ ଅତ୍ୟଧିକ କଠିନ ପରିଶ୍ରମ ହେତୁ ପ୍ରଶଂସା ପାଇବେ ।ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ ଓ ଅଧା ହୋଇଥିବା କାର୍ଯ୍ୟ ପୂରଣ କରିପାରିବେ।

ମିଥୁନ: ସରକାରୀ ଚାପ ପଡ଼ିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ । ପାରିବାରିକ କ୍ଷେତ୍ରରେ ଭାଇ ବନ୍ଧୁମାନଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ଦାୟିତ୍ଵ ବଢିବା ଯୋଗେ ଅନ୍ୟମନସ୍କ ରହିପାରନ୍ତି।

କର୍କଟ: ସ୍ୱାସ୍ଥ୍ୟ ଭଲ ରହିବା ସହ ଆର୍ଥିକ ଉନ୍ନତି ଦେଖାଦେବ। ସହକର୍ମୀମାନେ କାମର ପ୍ରଶଂସା କରିବା ସହ କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ । ସମସ୍ତ ପ୍ରକାର ବ୍ୟବସାୟରେ ଲାଭବାନ ହେବା ସହ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ ।।

ସିଂହ: କର୍ମକ୍ଷେତ୍ରରେ ଦାୟିତ୍ଵ ବଢିବା ସହ ମିତ୍ର ମାନଙ୍କ ଦ୍ଵାରା ଲାଭ ମିଳିବ। ଭଲଭାବରେ ଚିନ୍ତା କରି କାମ କଲେ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ । ନିଜ ଲୋକମାନେ ହିଁ କାମରେ ଆସିବେ ଓ ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡ଼ିବ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପୁରାତନ ରୋଗ ପ୍ରକୋପର ଉପଶମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ।

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର: ବ୍ୟବସାୟୀମାନେ ସ୍ଥଳ ବିଶେଷରେ ବିନା ପରିଶ୍ରମରେ ଅଧିକ ଲାଭ ପାଇବେ । ଧନ ସମ୍ବନ୍ଧୀୟ ମାମଲାରେ ବିବେକ ଦ୍ବାରା ବିଚାର କଲେ ଲାଭ ମିଳିବ । ରାଜନୀତି କ୍ଷେତ୍ରରେ ସମ୍ମାନ ଓ ପ୍ରତିଷ୍ଠା ପାଇ ଅସ୍ଥିରତା ସମ୍ପୂର୍ଣ୍ଣ ଦୂର ହେବ ।

କୁମ୍ଭ: ସହକର୍ମୀମାନଙ୍କ ଦ୍ୱାରା ଲାଭବାନ ହେବେ ଓ ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ଉଚ୍ଚ ପ୍ରଶଂସିତ ହେବେ । ପରୋପକାର ବା ଲୋକକଲ୍ୟାଣ କାମରେ ବ୍ୟସ୍ତ ରହିପାରନ୍ତି।ତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇବେ ଓ ନୂତନ ବନ୍ଧୁମିଳନ ହେତୁ ମନଖୁସି ରହିବ।

ମୀନ: ଶାରୀରିକ ଅସୁସ୍ଥତା ଦୂର ହେବା ସହ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ବ୍ୟବସାୟ ପାଇଁ ଆଖପାଖକୁ ଯାତ୍ରା କରିବାର ସମ୍ଭାବନା ଅଛି । ରାଜନୈତିକ କ୍ଷେତ୍ରରେ ଯଶ ଲାଭ ହେବାସହ ପୁରୁଣା ବନ୍ଧୁଙ୍କ ସହାୟତାରେ ଆର୍ଥିକ ସ୍ଥିତି ବଦଳିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story